1 ଶାମୁୟେଲ 14:8 - ଓଡିଆ ବାଇବେଲ8 ତେବେ ଯୋନାଥନ କହିଲା, ଦେଖ, ଆମ୍ଭେମାନେ ସେହି ଲୋକମାନଙ୍କ ଆଡ଼କୁ ଯାଇ ସେମାନଙ୍କ ନିକଟରେ ଆପଣାମାନଙ୍କୁ ଦେଖାଇବା। Gade chapit laପବିତ୍ର ବାଇବଲ (Re-edited) - (BSI)8 ତେବେ ଯୋନାଥନ କହିଲା, ଦେଖ, ଆମ୍ଭେମାନେ ସେହି ଲୋକମାନଙ୍କ ଆଡ଼କୁ ଯାଇ ସେମାନଙ୍କ ନିକଟରେ ଆପଣାମାନଙ୍କୁ ଦେଖାଇବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତେବେ ଯୋନାଥନ କହିଲା, “ଦେଖ, ଆମ୍ଭେମାନେ ସେହି ଲୋକମାନଙ୍କ ଆଡ଼କୁ ଯାଇ ସେମାନଙ୍କ ନିକଟରେ ଆପଣାମାନଙ୍କୁ ଦେଖାଇବା। Gade chapit laପବିତ୍ର ବାଇବଲ8 ଯୋନାଥନ ଉତ୍ତର ଦେଲେ, “ଆମ୍ଭେ ସେ ଉପତ୍ୟକାକୁ ଅତିକ୍ରମ କରିବା ଓ ପଲେଷ୍ଟୀୟମାନଙ୍କୁ ଆମ୍ଭଙ୍କୁ ଦେଖିବାକୁ ଦେବା। Gade chapit la |