Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 16:1 - ଓଡିଆ ବାଇବେଲ

1 ଏଥିଉତ୍ତାରେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ତୁମ୍ଭେ କେତେ କାଳ ଶାଉଲ ପାଇଁ ଶୋକ କରିବ ? ଆମ୍ଭେ ତ ତାହାକୁ ଇସ୍ରାଏଲ ଉପରେ ରାଜା ହୋଇ ଥିବା ପାଇଁ ତୁଚ୍ଛ କଲୁ, ତୁମ୍ଭେ ଆପଣା ଶୃଙ୍ଗ ତୈଳରେ ପୂର୍ଣ୍ଣ କରି ଚାଲ, ଆମ୍ଭେ ତୁମ୍ଭକୁ ବେଥଲିହିମୀୟ ଯିଶୀ ନିକଟକୁ ପଠାଇବା, କାରଣ ତାହାର ପୁତ୍ରମାନଙ୍କ ମଧ୍ୟରେ ଆମ୍ଭେ ଆପଣା ପାଇଁ ଏକ ରାଜା ଦେଖିଅଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ତୁମ୍ଭେ କେତେ କାଳ ଶାଉଲ ପାଇଁ ଶୋକ କରିବ? ଆମ୍ଭେ ତ ତାହାକୁ ଇସ୍ରାଏଲ ଉପରେ ରାଜା ହୋଇ ଥିବା ପାଇଁ ତୁଚ୍ଛ କଲୁ, ତୁମ୍ଭେ ଆପଣା ଶୃଙ୍ଗ ତୈଳରେ ପୂର୍ଣ୍ଣ କରି ଚାଲ, ଆମ୍ଭେ ତୁମ୍ଭକୁ ବେଥଲିହିମୀୟ ଯିଶୀ ନିକଟକୁ ପଠାଇବା; କାରଣ ତାହାର ପୁତ୍ରମାନଙ୍କ ମଧ୍ୟରେ ଆମ୍ଭେ ଆପଣା ପାଇଁ ଏକ ରାଜା ଦେଖିଅଛୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ତୁମ୍ଭେ କେତେ କାଳ ଶାଉଲ ପାଇଁ ଶୋକ କରିବ? ଆମ୍ଭେ ତ ତାହାକୁ ଇସ୍ରାଏଲ ଉପରେ ରାଜା ହୋଇଥିବା ପାଇଁ ତୁଚ୍ଛ କଲୁ, ତୁମ୍ଭେ ଆପଣା ଶୃଙ୍ଗ ତୈଳରେ ପୂର୍ଣ୍ଣ କରି ଚାଲ, ଆମ୍ଭେ ତୁମ୍ଭକୁ ବେଥଲିହିମୀୟ ଯିଶୀ ନିକଟକୁ ପଠାଇବା, କାରଣ ତାହାର ପୁତ୍ରମାନଙ୍କ ମଧ୍ୟରେ ଆମ୍ଭେ ଆପଣା ପାଇଁ ଏକ ରାଜା ଦେଖିଅଛୁ।”

Gade chapit la Kopi

ପବିତ୍ର ବାଇବଲ

1 ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ତୁମ୍ଭେ କେତେକାଳ ଶାଉଲଙ୍କ ପାଇଁ ଶୋକ କରିବ? ମୁଁ ତାଙ୍କୁ ଇସ୍ରାଏଲର ରାଜା ରୂପେ ପ୍ରତ୍ୟାଖ୍ୟାନ କରିଅଛି। ତୁମ୍ଭେ ଆପଣା ଶିଙ୍ଗ ତୈଳରେ ପୂର୍ଣ୍ଣ କରିଗ୍ଭଲ, ମୁଁ ତୁମ୍ଭକୁ ବୈ‌ଥ୍‌ଲେହମର ଯିଶୀ ନାମକ ବ୍ୟକ୍ତି ନିକଟକୁ ପଠାଇବି। କାରଣ ତାହାର ପୁତ୍ରମାନଙ୍କ ମଧ୍ୟରୁ ମୁଁ ଆପଣା ପାଇଁ ଏକ ରାଜା ଦେଖିଅଛୁ।”

Gade chapit la Kopi




1 ଶାମୁୟେଲ 16:1
34 Referans Kwoze  

ଏଥିଉତ୍ତାରେ ଇଲୀଶାୟ ଭବିଷ୍ୟଦ୍‍ବକ୍ତା ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ମଧ୍ୟରୁ ଜଣକୁ ଡାକି କହିଲେ, “ତୁମ୍ଭ କଟି ବାନ୍ଧ ଓ ଏହି ତୈଳ ଶିଶି ହସ୍ତରେ ନେଇ ରାମୋତ୍‍-ଗିଲୀୟଦକୁ ଯାଅ।


ଯେହେତୁ ବିଦ୍ରୋହ ମନ୍ତ୍ରପାଠ ପାପ ତୁଲ୍ୟ ଓ ଅବାଧ୍ୟତା ଅବସ୍ତୁର ଓ ଠାକୁରମାନର ପୂଜା ତୁଲ୍ୟ। ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ, ଏଥିପାଇଁ ସେ ମଧ୍ୟ ତୁମ୍ଭକୁ ରାଜା ହୋଇ ଥିବା ପାଇଁ ତୁଚ୍ଛ କରିଅଛନ୍ତି।


ମାତ୍ର ଶାଉଲଙ୍କର ମରଣଦିନ ପର୍ଯ୍ୟନ୍ତ ଶାମୁୟେଲ ଆଉ ତାଙ୍କୁ ସାକ୍ଷାତ କଲେ ନାହିଁ; କାରଣ ଶାମୁୟେଲ ଶାଉଲଙ୍କ ପାଇଁ ଶୋକ କଲେ; ପୁଣି, ସଦାପ୍ରଭୁ ଇସ୍ରାଏଲ ଉପରେ ଶାଉଲଙ୍କୁ ରାଜା କରିବାରୁ ଦୁଃଖିତ ହେଲେ।


ପୁନର୍ବାର ଯିଶାଇୟ କହନ୍ତି, "ଯିଶାଇୟଙ୍କ ମୂଳ ରହିବ, ଆଉ, ଯେ ଅଣଯିହୂଦୀଙ୍କ ଉପରେ ଶାସନ କରିବାକୁ ଉଠିବେ, ଅଣଯିହୂଦୀମାନେ ତାହାଙ୍କ ଉପରେ ଭରସା ରଖିବେ ।''


ଏଉତ୍ତାରେ ଶାଉଲଙ୍କର ଦାସମାନେ ତାଙ୍କୁ କହିଲେ, ଦେଖନ୍ତୁ, ପରମେଶ୍ୱରଙ୍କଠାରୁ ଏକ ମନ୍ଦ-ଆତ୍ମା ଆପଣଙ୍କୁ ବିରକ୍ତ କରୁଅଛି।


ଏଥିଉତ୍ତାରେ ଶାମୁୟେଲ ତୈଳପାତ୍ର ନେଇ ତାଙ୍କର ମସ୍ତକରେ ଢାଳିଲେ ଓ ତାଙ୍କୁ ଚୁମ୍ବନ କରି କହିଲେ, ସଦାପ୍ରଭୁ କି ଆପଣା ଅଧିକାର ଉପରେ ତୁମ୍ଭକୁ ଅଗ୍ରଣୀ ହେବା ପାଇଁ ଅଭିଷେକ କରି ନାହାନ୍ତି ?


ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, ମୁଁ ତୁମ୍ଭ ସଙ୍ଗେ ଫେରି ଯିବି ନାହିଁ; କାରଣ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ ଓ ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲ ଉପରେ ରାଜା ହୋଇ ଥିବା ପାଇଁ ତୁଚ୍ଛ କରିଅଛନ୍ତି।


କାଲି ପ୍ରାୟ ଏହି ସମୟରେ ଆମ୍ଭେ ବିନ୍ୟାମୀନ୍ ପ୍ରଦେଶରୁ ତୁମ୍ଭ ନିକଟକୁ ଜଣେ ଲୋକ ପଠାଇବା, ଆଉ ତୁମ୍ଭେ ତାହାକୁ ଆମ୍ଭ ଇସ୍ରାଏଲ-ଲୋକଙ୍କ ଉପରେ ରାଜା କରି ଅଭିଷିକ୍ତ କରିବ ଓ ସେ ଆମ୍ଭ ଲୋକମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ଉଦ୍ଧାର କରିବ; କାରଣ ଆମ୍ଭ ଲୋକମାନଙ୍କ କ୍ରନ୍ଦନ ଆମ୍ଭ କର୍ଣ୍ଣଗୋଚର ହେବାରୁ ଆମ୍ଭେ ସେମାନଙ୍କ ପ୍ରତି ଦୃଷ୍ଟିପାତ କଲୁ।


ଆମ୍ଭେ ଯେ ଶାଉଲକୁ ରାଜା କଲୁ, ଏଥିପାଇଁ ଆମ୍ଭେ ଦୁଃଖିତ; କାରଣ ସେ ଆମ୍ଭଠାରୁ ବିମୁଖ ହୋଇଅଛି ଓ ଆମ୍ଭର ବାକ୍ୟ ସଫଳ କରି ନାହିଁ। ଏଥିରେ ଶାମୁୟେଲ କ୍ରୁଦ୍ଧ ହେଲେ, ତଥାପି ସମସ୍ତ ରାତ୍ରି ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ।


ସଦାପ୍ରଭୁ ସେମାନଙ୍କୁ ଅଗ୍ରାହ୍ୟ କରିଅଛନ୍ତି, ଏଣୁ ଲୋକେ ସେମାନଙ୍କୁ ଅଗ୍ରାହ୍ୟ ରୂପା ବୋଲି କହିବେ।


ଏଥିରେ ସେ ଉଠି ଗୃହ ଭିତରକୁ ଗଲେ; ତହୁଁ ଭବିଷ୍ୟଦ୍‍ବକ୍ତା ତାଙ୍କର ମସ୍ତକରେ ତୈଳ ଢାଳି ତାଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ସଦାପ୍ରଭୁଙ୍କ ଲୋକ, ଅର୍ଥାତ୍‍, ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ।


ଏଣୁ ପରମେଶ୍ୱରଙ୍କଠାରୁ ସେହି ମନ୍ଦ-ଆତ୍ମା ଯେତେବେଳେ ଶାଉଲଙ୍କ ଉପରେ ଥାଏ, ସେତେବେଳେ ଦାଉଦ ବୀଣା ନେଇ ଆପଣା ହାତରେ ବଜାନ୍ତି; ତହିଁରେ ଶାଉଲ ଆଶ୍ୱାସ ପାଆନ୍ତି ଓ ଭଲ ହୁଅନ୍ତି, ପୁଣି, ମନ୍ଦ-ଆତ୍ମା ତାଙ୍କୁ ଛାଡ଼ିଯାଏ।


ଏଣୁକରି ତୁମ୍ଭେ ଏହି ଲୋକମାନଙ୍କ ପାଇଁ ପ୍ରାର୍ଥନା କର ନାହିଁ, କିଅବା ସେମାନଙ୍କ ନିମନ୍ତେ କାତରୋକ୍ତି ଅବା ପ୍ରାର୍ଥନା ଉତ୍ସର୍ଗ କର ନାହିଁ, ଆମ୍ଭ ନିକଟରେ ନିବେଦନ କର ନାହିଁ; କାରଣ ଆମ୍ଭେ ତୁମ୍ଭ କଥା ଶୁଣିବା ନାହିଁ।


ଦେଖ, ଆମ୍ଭେ ତାହାଙ୍କୁ ଗୋଷ୍ଠୀବର୍ଗର ସାକ୍ଷୀ ରୂପେ, ଗୋଷ୍ଠୀବର୍ଗର ଅଗ୍ରଣୀ ଓ ଆଜ୍ଞାଦାତା ରୂପେ ନିଯୁକ୍ତ କରିଅଛୁ।”


ଆଉ, ସେହି ଦିନରେ ଗୋଷ୍ଠୀଗଣର ଧ୍ୱଜା ରୂପେ ସ୍ଥାପିତ ଯେ ଯିଶୀର ମୂଳ, ନାନା ଦେଶୀୟମାନେ ତାହାଙ୍କର ଅନ୍ଵେଷଣ କରିବେ; ଆଉ, ତାହାଙ୍କର ବିଶ୍ରାମ ସ୍ଥାନ ଗୌରବାନ୍ୱିତ ହେବ।


ପୁଣି ତୈଳ ଶିଶି ନେଇ ତାଙ୍କ ମସ୍ତକରେ ଢାଳି କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରିଅଛୁ।’ ତହୁଁ ତୁମ୍ଭେ ଦ୍ୱାର ଫିଟାଇ ପଳାଇ ଯାଅ ଓ ବିଳମ୍ବ ନ କର।”


କେହି ଯେବେ ଭାଇକୁ ପାପ କରୁଥିବା ଦେଖେ, ଆଉ ସେହି ପାପ ମୃତ୍ୟୁଜନକ ହୋଇ ନ ଥାଏ, ତେବେ ସେ ପ୍ରାର୍ଥନା କରୁ, ଆଉ ଈଶ୍ୱର ଯେଉଁପରି ମୃତ୍ୟୁଜନକ ପାପ ନ କରିଥିବା ଲୋକମାନଙ୍କୁ ଜୀବନ ଦାନ କରନ୍ତି, ସେହିପରି ତାହାକୁ ମଧ୍ୟ ଜୀବନ ଦାନ କରିବେ। ମୃତ୍ୟୁଜନକ ପାପ ଅଛି; ସେଥିପାଇଁ ସେ ପ୍ରାର୍ଥନା କରୁ ବୋଲି ମୁଁ କହୁ ନାହିଁ ।


ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଯଦ୍ୟପି ମୋଶା ଓ ଶାମୁୟେଲ ଆମ୍ଭ ସମ୍ମୁଖରେ ଠିଆ ହୁଅନ୍ତେ, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପ୍ରତି ଅନୁକୂଳ ହୁଅନ୍ତା ନାହିଁ; ସେମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କର, ସେମାନେ ବାହାରି ଯାଉନ୍ତୁ।


ଏହେତୁ ତୁମ୍ଭେ ଏହି ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କର ନାହିଁ, କିଅବା ସେମାନଙ୍କ ନିମନ୍ତେ ଉଚ୍ଚ ଆର୍ତ୍ତସ୍ୱର ଅବା ପ୍ରାର୍ଥନା କର ନାହିଁ, କାରଣ ସେମାନେ ଆପଣାମାନଙ୍କର ବିପଦ ସକାଶୁ ଆମ୍ଭ ନିକଟରେ ଆର୍ତ୍ତସ୍ୱର କଲା ବେଳେ ଆମ୍ଭେ ସେମାନଙ୍କର କଥା ଶୁଣିବା ନାହିଁ।


ଏଥିଉତ୍ତାରେ ଯିଶୀର ଗଣ୍ଡିରୁ ଏକ ପଲ୍ଲବ ନିର୍ଗତ ହେବ ଓ ତାହାର ମୂଳରୁ ଏକ ଶାଖା ଉତ୍ପନ୍ନ ହୋଇ ଫଳ ଫଳିବ;


ଆଉ ଅଧିକ କ'ଣ କହିବି ? ଗିଦିୟୋନ, ବାରକ, ଶାମ୍‍ଶୋନ୍‍, ଯିପ୍ତହ, ଦାଉଦ, ଶାମୁଏଲ ଓ ଭାବବାଦୀମାନଙ୍କ ବିଷୟ ଯଦି ମୁଁ ବର୍ଣ୍ଣନା କରେ, ତେବେ ସମୟ ଅଣ୍ଟିବ ନାହିଁ;


ଆମ୍ଭେ ଆପଣା ଇସ୍ରାଏଲ-ଲୋକଙ୍କୁ ମିସରରୁ ବାହାର କରି ଆଣିବା ଦିନାବଧି ଆମ୍ଭ ନାମ ସ୍ଥାପନାର୍ଥେ ଗୃହ ନିର୍ମାଣ କରିବା ପାଇଁ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ କୌଣସି ନଗର ମନୋନୀତ କରି ନାହୁଁ; ମାତ୍ର ଆମ୍ଭେ ଆପଣା ଲୋକ ଇସ୍ରାଏଲର ଅଧ୍ୟକ୍ଷ ହେବା ପାଇଁ ଦାଉଦକୁ ମନୋନୀତ କଲୁ।”


ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ ନିକଟକୁ ଆସିଲେ; ତହିଁରେ ଦାଉଦ ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗେ ନିୟମ କଲେ; ପୁଣି, ଶାମୁୟେଲଙ୍କ ହସ୍ତରେ ସଦାପ୍ରଭୁଙ୍କ କଥିତ ବାକ୍ୟାନୁସାରେ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ।


ଯାହାହେଉ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ମୋହର ସମୁଦାୟ ପିତୃବଂଶ ମଧ୍ୟରୁ ମୋତେ ଇସ୍ରାଏଲ ଉପରେ ନିତ୍ୟ ରାଜା ହେବା ପାଇଁ ମନୋନୀତ କରିଅଛନ୍ତି; କାରଣ ସେ ଅଗ୍ରଣୀ ହେବା ପାଇଁ ଯିହୁଦାକୁ ଓ ଯିହୁଦା-ବଂଶ ମଧ୍ୟରୁ ମୋ’ ପିତୃବଂଶକୁ ମନୋନୀତ କରିଅଛନ୍ତି; ସେ ମୋ’ ପିତାଙ୍କ ପୁତ୍ରଗଣ ମଧ୍ୟରୁ ମୋତେ ସମୁଦାୟ ଇସ୍ରାଏଲ ଉପରେ ରାଜା କରିବା ପାଇଁ ମୋ’ଠାରେ ସନ୍ତୁଷ୍ଟ ହେଲେ;


ତେବେ ସେ କହିଲେ, “ଏମାନେ ସମୁଦାୟ ଭୂମଣ୍ଡଳର ପ୍ରଭୁଙ୍କ ଛାମୁରେ ଠିଆ ହେବାର ଦୁଇ ତୈଳ ପୁତ୍ର ଅଟନ୍ତି।”


ଦାଉଦ ବେଥଲିହିମ ଯିହୁଦା ନିବାସୀ ଏକ ଇଫ୍ରାଥୀୟ ପୁରୁଷର ପୁତ୍ର ଥିଲେ, ତାହାର ନାମ ଯିଶୀ; ତାହାର ଆଠ ପୁତ୍ର ଥିଲେ; ପୁଣି, ଶାଉଲଙ୍କ ସମୟରେ ସେ ପୁରୁଷ ବୃଦ୍ଧ ଓ ଲୋକମାନଙ୍କ ମଧ୍ୟରେ ଗତବୟସ୍କ ବୋଲି ଗଣିତ ଥିଲା।


Swiv nou:

Piblisite


Piblisite