Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 16:19 - ଓଡିଆ ବାଇବେଲ

19 ଏହେତୁ ଶାଉଲ ଯିଶୀ ନିକଟକୁ ଦୂତମାନଙ୍କୁ ପଠାଇ ତାହାକୁ କହିଲେ, ତୁମ୍ଭର ପୁତ୍ର ଦାଉଦ, ଯେ ମେଷପଲ ସଙ୍ଗରେ ଥାଏ, ତାକୁ ମୋ’ ନିକଟକୁ ପଠାଇଦିଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଏହେତୁ ଶାଉଲ ଯିଶୀ ନିକଟକୁ ଦୂତମାନଙ୍କୁ ପଠାଇ ତାହାକୁ କହିଲେ, ତୁମ୍ଭର ପୁତ୍ର ଦାଉଦ, ଯେ ମେଷପଲ ସଙ୍ଗରେ ଥାଏ, ତାକୁ ମୋʼ ନିକଟକୁ ପଠାଇଦିଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଏହେତୁ ଶାଉଲ ଯିଶୀ ନିକଟକୁ ଦୂତମାନଙ୍କୁ ପଠାଇ ତାହାକୁ କହିଲେ, “ତୁମ୍ଭର ପୁତ୍ର ଦାଉଦ, ଯେ ମେଷପଲ ସଙ୍ଗରେ ଥାଏ, ତାକୁ ମୋʼ ନିକଟକୁ ପଠାଇଦିଅ।”

Gade chapit la Kopi

ପବିତ୍ର ବାଇବଲ

19 ତେଣୁ ଶାଉଲ ଯିଶୀ ନିକଟକୁ ଦୂତମାନଙ୍କୁ ପଠାଇ ତାହାଙ୍କୁ କହିଲେ, “ତୁମ୍ଭର ପୁତ୍ର ଦାଉଦ ଯେ ମେଷପଲ ସାଙ୍ଗରେ ଥାଏ, ତାକୁ ମୋ’ ନିକଟକୁ ପଠାଇ ଦିଅ।”

Gade chapit la Kopi




1 ଶାମୁୟେଲ 16:19
12 Referans Kwoze  

ମାତ୍ର ଦାଉଦ ଆପଣା ପିତାର ମେଷପଲ ଚରାଇବା ନିମନ୍ତେ ଶାଉଲଙ୍କ ନିକଟରୁ ବେଥଲିହିମକୁ ଯା’ଆସ କରୁଥାଆନ୍ତି।


ଏଉତ୍ତାରେ ଶାମୁୟେଲ ଯିଶୀକି କହିଲେ, ତୁମ୍ଭର ସବୁ ସନ୍ତାନ କି ଏଠାରେ ଅଛନ୍ତି ? ସେ କହିଲା, କେବଳ କନିଷ୍ଠଟି ବାକି ଅଛି, ଆଉ ଦେଖ, ସେ ମେଷପଲ ଚରାଉଛି। ତହିଁରେ ଶାମୁୟେଲ ଯିଶୀକୁ କହିଲେ, ଲୋକ ପଠାଇ ତାକୁ ଅଣାଅ; ସେ ଏଠାକୁ ନ ଆସିବା ପର୍ଯ୍ୟନ୍ତ ଆମ୍ଭେମାନେ (ଭୋଜନରେ) ବସିବୁ ନାହିଁ।


ଯିହୁଦାର ରାଜା ଉଷୀୟର ଅଧିକାର ସମୟରେ ଓ ଯୋୟାଶ୍‍ର ପୁତ୍ର ଇସ୍ରାଏଲର ରାଜା ଯାରବୀୟାମର ଅଧିକାର ସମୟରେ, ଭୂମିକମ୍ପର ଦୁଇ ବର୍ଷର ପୂର୍ବରେ ତକୋୟସ୍ଥ ଗୋପାଳକମାନଙ୍କର ମଧ୍ୟବର୍ତ୍ତୀ ଆମୋଷ ଇସ୍ରାଏଲ ବିଷୟରେ ଯେଉଁ ଯେଉଁ ଦର୍ଶନ ପାଇଲେ, ତଦ୍‍ବିଷୟକ ତାଙ୍କର ବାକ୍ୟ।


ଦରିଦ୍ରକୁ ଧୂଳିରୁ ଉଠାନ୍ତି ଓ ଦୀନହୀନକୁ ଖତରାଶିରୁ ଉତ୍ତୋଳନ କରନ୍ତି।


ଏଥିରେ ଏଲୀୟ ଏଠାରୁ ପ୍ରସ୍ଥାନ କରି ଶାଫଟ୍‍ର ପୁତ୍ର ଇଲୀଶାୟଙ୍କର ସନ୍ଧାନ ପାଇଲେ। ସେସମୟରେ ସେ ହଳ ବୁଲାଉଥିଲେ, ତାଙ୍କ ଆଗରେ ବାର ହଳ ବଳଦ ଥିଲେ, ପୁଣି, ସେ ଦ୍ୱାଦଶ ହଳରେ ଥିଲେ; ତହିଁରେ ଏଲୀୟ ତାଙ୍କ ନିକଟକୁ ଯାଇ ଆପଣା ବସ୍ତ୍ର ତାଙ୍କ ଉପରେ ପକାଇଲେ।


ତହିଁରେ ଯୁବାମାନଙ୍କ ମଧ୍ୟରୁ ଜଣେ ଉତ୍ତର ଦେଇ କହିଲା; ଦେଖନ୍ତୁ, ମୁଁ ବେଥଲିହିମୀୟ ଯିଶୀର ଏକ ପୁତ୍ରଙ୍କୁ ଦେଖିଅଛି, ସେ ବଜାଇବାରେ ନିପୁଣ ଓ ମହାବିକ୍ରମଶାଳୀ ଓ ଯୋଦ୍ଧା ଓ କଥାରେ ବିଜ୍ଞ, ଆଉ ରୂପବାନ, ପୁଣି, ସଦାପ୍ରଭୁ ତାଙ୍କର ସଙ୍ଗେ ସଙ୍ଗେ ଅଛନ୍ତି।


ତହିଁରେ ଯିଶୀ ରୁଟିରେ ନଦା ଏକ ଗଧ, ଏକ କୁମ୍ପା ଦ୍ରାକ୍ଷାରସ ଓ ଏକ ଛେଳିଛୁଆ ନେଇ ଆପଣା ପୁତ୍ର ଦାଉଦଙ୍କ ହସ୍ତରେ ଶାଉଲଙ୍କ ନିକଟକୁ ପଠାଇଲା।


Swiv nou:

Piblisite


Piblisite