Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 16:3 - ଓଡିଆ ବାଇବେଲ

3 ପୁଣି, ଯିଶୀକି ସେ ବଳିଦାନ ପାଇଁ ନିମନ୍ତ୍ରଣ କର, ତହିଁରେ ତୁମ୍ଭର ଯାହା କର୍ତ୍ତବ୍ୟ, ତାହା ଆମ୍ଭେ ତୁମ୍ଭକୁ ଜଣାଇବା, ପୁଣି, ଆମ୍ଭେ ଯାହାକୁ କହିବା, ତୁମ୍ଭେ ଆମ୍ଭ ପାଇଁ ତାହାକୁ ଅଭିଷେକ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପୁଣି ଯିଶୀକି ସେ ବଳିଦାନ ପାଇଁ ନିମନ୍ତ୍ରଣ କର, ତହିଁରେ ତୁମ୍ଭର ଯାହା କର୍ତ୍ତବ୍ୟ, ତାହା ଆମ୍ଭେ ତୁମ୍ଭକୁ ଜଣାଇବା; ପୁଣି ଆମ୍ଭେ ଯାହାକୁ କହିବା, ତୁମ୍ଭେ ଆମ୍ଭ ପାଇଁ ତାହାକୁ ଅଭିଷେକ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ଯିଶୀକୁ ସେ ବଳିଦାନ ପାଇଁ ନିମନ୍ତ୍ରଣ କର, ତହିଁରେ ତୁମ୍ଭର ଯାହା କର୍ତ୍ତବ୍ୟ, ତାହା ଆମ୍ଭେ ତୁମ୍ଭକୁ ଜଣାଇବା, ପୁଣି, ଆମ୍ଭେ ଯାହାକୁ କହିବା, ତୁମ୍ଭେ ଆମ୍ଭ ପାଇଁ ତାହାକୁ ଅଭିଷେକ କରିବ।”

Gade chapit la Kopi

ପବିତ୍ର ବାଇବଲ

3 ଯିଶୀକୁ ସେ ବଳିଦାନ ପାଇଁ ନିମନ୍ତ୍ରଣ କର। ତା'ପରେ କ’ଣ କରିବା ପାଇଁ ହେବ ମୁଁ ତୁମ୍ଭକୁ ଜଣାଇବି। ମୁଁ ଯାହାକୁ କହିବି, ତୁମ୍ଭେ ତାହାକୁ ଅଭିଷିକ୍ତ କର।”

Gade chapit la Kopi




1 ଶାମୁୟେଲ 16:3
10 Referans Kwoze  

କାଲି ପ୍ରାୟ ଏହି ସମୟରେ ଆମ୍ଭେ ବିନ୍ୟାମୀନ୍ ପ୍ରଦେଶରୁ ତୁମ୍ଭ ନିକଟକୁ ଜଣେ ଲୋକ ପଠାଇବା, ଆଉ ତୁମ୍ଭେ ତାହାକୁ ଆମ୍ଭ ଇସ୍ରାଏଲ-ଲୋକଙ୍କ ଉପରେ ରାଜା କରି ଅଭିଷିକ୍ତ କରିବ ଓ ସେ ଆମ୍ଭ ଲୋକମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ଉଦ୍ଧାର କରିବ; କାରଣ ଆମ୍ଭ ଲୋକମାନଙ୍କ କ୍ରନ୍ଦନ ଆମ୍ଭ କର୍ଣ୍ଣଗୋଚର ହେବାରୁ ଆମ୍ଭେ ସେମାନଙ୍କ ପ୍ରତି ଦୃଷ୍ଟିପାତ କଲୁ।


କିନ୍ତୁ ଉଠ, ନଗରରେ ପ୍ରବେଶ କର, ଆଉ ତୁମ୍ଭକୁ କ'ଣ କରିବାକୁ ହେବ, ତାହା କୁହାଯିବ ।


ଆଉ ଅବଶାଲୋମ ସଙ୍ଗେ ଯିରୂଶାଲମରୁ ଦୁଇ ଶହ ଲୋକ ଗଲେ; ସେମାନେ ନିମନ୍ତ୍ରିତ ହୋଇ ସରଳ ମନରେ ଗଲେ; ସେମାନେ କୌଣସି କଥା ଜାଣି ନ ଥିଲେ।


ତୁମ୍ଭେ ତାହାକୁ କହିବ ଓ ତାହାର ମୁଖରେ ବାକ୍ୟ ଦେବ; ପୁଣି, ଆମ୍ଭେ ତୁମ୍ଭ ମୁଖର ଓ ତାହା ମୁଖର ସହବର୍ତ୍ତୀ ହୋଇ ତୁମ୍ଭମାନଙ୍କୁ କର୍ତ୍ତବ୍ୟ କର୍ମର ଶିକ୍ଷା ଦେବା।


ଆଉ, ସେଠାରେ ସାଦୋକ ଯାଜକ ଓ ନାଥନ ଭବିଷ୍ୟଦ୍‍ବକ୍ତା ତାହାକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରନ୍ତୁ; ପୁଣି, ତୁମ୍ଭେମାନେ ତୂରୀ ବଜାଇ କୁହ, ଶଲୋମନ ରାଜା ଚିରଜୀବୀ ହେଉନ୍ତୁ।


ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ ନିକଟକୁ ଆସିଲେ; ତହିଁରେ ଦାଉଦ ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗେ ନିୟମ କଲେ; ପୁଣି, ଶାମୁୟେଲଙ୍କ ହସ୍ତରେ ସଦାପ୍ରଭୁଙ୍କ କଥିତ ବାକ୍ୟାନୁସାରେ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ।


Swiv nou:

Piblisite


Piblisite