1 ଶାମୁୟେଲ 16:6 - ଓଡିଆ ବାଇବେଲ6 ପୁଣି, ସେମାନେ ଆସିଲା ଉତ୍ତାରେ ସେ ଇଲୀୟାବ୍ ପ୍ରତି ଦୃଷ୍ଟି କରି କହିଲେ, ଅବଶ୍ୟ ସଦାପ୍ରଭୁଙ୍କ ଆଗରେ ତାହାଙ୍କର ଅଭିଷିକ୍ତ ଲୋକ ଉପସ୍ଥିତ। Gade chapit laପବିତ୍ର ବାଇବଲ (Re-edited) - (BSI)6 ପୁଣି ସେମାନେ ଆସିଲା ଉତ୍ତାରେ ସେ ଇଲୀୟାବ ପ୍ରତି ଦୃଷ୍ଟି କରି କହିଲେ, ଅବଶ୍ୟ ସଦାପ୍ରଭୁଙ୍କ ଆଗରେ ତାହାଙ୍କର ଅଭିଷିକ୍ତ ଲୋକ ଉପସ୍ଥିତ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ସେମାନେ ଆସିଲା ଉତ୍ତାରେ ସେ ଇଲୀୟାବ୍ ପ୍ରତି ଦୃଷ୍ଟି କରି କହିଲେ, “ଅବଶ୍ୟ ସଦାପ୍ରଭୁଙ୍କ ଆଗରେ ତାହାଙ୍କର ଅଭିଷିକ୍ତ ଲୋକ ଉପସ୍ଥିତ।” Gade chapit laପବିତ୍ର ବାଇବଲ6 ଯେତେବେଳେ ଯିଶୀ ଓ ତା'ର ପୁତ୍ରମାନେ ପହଞ୍ଚିଲେ, ଶାମୁୟେଲ ଇଲୀୟାବଙ୍କୁ ଦେଖିଲେ। ଶାମୁୟେଲ ଭାବିଲେ, “ଏହା ନିଶ୍ଚିତ ଯେ ସଦାପ୍ରଭୁ ଏହି ଲୋକଟିକୁ ରାଜା ହେବା ପାଇଁ ବାଛିଛନ୍ତି।” Gade chapit la |