1 ଶାମୁୟେଲ 16:9 - ଓଡିଆ ବାଇବେଲ9 ତେବେ ଯିଶୀ ଶମ୍ମକୁ ଗମନ କରାଇଲା; ତହିଁରେ ସେ କହିଲେ, ସଦାପ୍ରଭୁ ଏହାକୁ ମଧ୍ୟ ମନୋନୀତ କରି ନାହାନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)9 ତେବେ ଯିଶୀ ଶମ୍ମକୁ ଗମନ କରାଇଲା; ତହିଁରେ ସେ କହିଲେ, ସଦାପ୍ରଭୁ ଏହାକୁ ମଧ୍ୟ ମନୋନୀତ କରି ନାହାନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତେବେ ଯିଶୀ ଶମ୍ମକୁ ଗମନ କରାଇଲା; ତହିଁରେ ସେ କହିଲେ, “ସଦାପ୍ରଭୁ ଏହାକୁ ମଧ୍ୟ ମନୋନୀତ କରି ନାହାନ୍ତି।” Gade chapit laପବିତ୍ର ବାଇବଲ9 ତା'ପରେ ଯିଶୀ ଶମ୍ମକୁ ଶାମୁୟେଲଙ୍କ ପାଖକୁ ଡକାଇଲେ। କିନ୍ତୁ ଶାମୁୟେଲ କହିଲେ, “ନା, ଏହାକୁ ମଧ୍ୟ ସଦାପ୍ରଭୁ ମନୋନୀତ କରି ନାହାନ୍ତି।” Gade chapit la |