1 ଶାମୁୟେଲ 17:19 - ଓଡିଆ ବାଇବେଲ19 ଏହି ସମୟରେ ଶାଉଲ ଓ ସେମାନେ ଓ ସମସ୍ତ ଇସ୍ରାଏଲ ଲୋକ ଏଲା ତଳଭୂମିରେ ଥାଇ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କରୁଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)19 ଏହି ସମୟରେ ଶାଉଲ ଓ ସେମାନେ ଓ ସମସ୍ତ ଇସ୍ରାଏଲ ଲୋକ ଏଲା ତଳଭୂମିରେ ଥାଇ ପଲେଷ୍ଟୀୟ-ମାନଙ୍କ ସହିତ ଯୁଦ୍ଧ କରୁଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏହି ସମୟରେ ଶାଉଲ ଓ ସେମାନେ ଓ ସମସ୍ତ ଇସ୍ରାଏଲ ଲୋକ ଏଲା ତଳଭୂମିରେ ଥାଇ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କରୁଥିଲେ।” Gade chapit laପବିତ୍ର ବାଇବଲ19 ତୁମ୍ଭର ଭାଇମାନେ ଶାଉଲଙ୍କ ସାଥୀରେ ଇସ୍ରାଏଲୀୟ ସୈନ୍ୟମାନଙ୍କ ସହିତ ଏଲା ତଳ ଭୂମିରେ ଥାଇ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କରୁଥିଲେ।” Gade chapit la |