Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 17:3 - ଓଡିଆ ବାଇବେଲ

3 ତହିଁରେ ପଲେଷ୍ଟୀୟମାନେ ପର୍ବତର ଏକ ଦିଗରେ ଓ ଇସ୍ରାଏଲୀୟମାନେ ପର୍ବତର ଅନ୍ୟ ଦିଗରେ ଠିଆ ହେଲେ; ପୁଣି, ଉଭୟଙ୍କ ମଧ୍ୟରେ ଉପତ୍ୟକା ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତହିଁରେ ପଲେଷ୍ଟୀୟମାନେ ପର୍ବତର ଏକ ଦିଗରେ ଓ ଇସ୍ରାଏଲୀୟମାନେ ପର୍ବତର ଅନ୍ୟ ଦିଗରେ ଠିଆ ହେଲେ; ପୁଣି ଉଭୟଙ୍କ ମଧ୍ୟରେ ଉପତ୍ୟକା ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତହିଁରେ ପଲେଷ୍ଟୀୟମାନେ ପର୍ବତର ଏକ ଦିଗରେ ଓ ଇସ୍ରାଏଲୀୟମାନେ ପର୍ବତର ଅନ୍ୟ ଦିଗରେ ଠିଆ ହେଲେ; ପୁଣି, ଉଭୟଙ୍କ ମଧ୍ୟରେ ଉପତ୍ୟକା ଥିଲା।

Gade chapit la Kopi

ପବିତ୍ର ବାଇବଲ

3 ତହିଁରେ ପଲେଷ୍ଟୀୟମାନେ ପର୍ବତର ଏକ ଦିଗରେ ଓ ଇସ୍ରାଏଲ ପର୍ବତର ଅନ୍ୟ ଦିଗରେ ଠିଆ ହେଲେ। ଉଭୟଙ୍କ ମଧ୍ୟରେ ଉପତ୍ୟକା ଥିଲା।

Gade chapit la Kopi




1 ଶାମୁୟେଲ 17:3
3 Referans Kwoze  

ପୁଣି, ଶାଉଲ ଓ ଇସ୍ରାଏଲ ଲୋକମାନେ ସଂଗୃହୀତ ହୋଇ ଏଲା ତଳଭୂମିରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲେ।


ଏଥିରେ ଗାଥ୍‍ ନିବାସୀ ଗଲୀୟାତ ନାମକ ଏକ ମଲ୍ଲଯୋଦ୍ଧା ପଲେଷ୍ଟୀୟମାନଙ୍କ ଛାଉଣିରୁ ବାହାର ହେଲା, ସେ ସାଢ଼େ ଛଅ ହାତ ଉଚ୍ଚ।


ପୁଣି ସେ ଇସ୍ରାଏଲକୁ ତୁଚ୍ଛ କରନ୍ତେ, ଦାଉଦଙ୍କର ଭ୍ରାତା ଶିମୀୟିର ପୁତ୍ର ଯୋନାଥନ ତାହାକୁ ବଧ କଲା।


Swiv nou:

Piblisite


Piblisite