Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 17:7 - ଓଡିଆ ବାଇବେଲ

7 ତାହାର ବର୍ଚ୍ଛାର ଦଣ୍ଡ ତନ୍ତୀର ନରାଜ ତୁଲ୍ୟ ଓ ତାହାର ବର୍ଚ୍ଛାର ଫଳକର ପରିମାଣ ଛଅ ଶହ ଶେକଲ ଲୁହା ଥିଲା; ପୁଣି, ତାହା ଆଗେ ଆଗେ ତାହାର ଢାଲବାହକ ଚାଲିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତାହାର ବର୍ଚ୍ଛାର ଦଣ୍ତ ତନ୍ତୀର ନରାଜ ତୁଲ୍ୟ ଓ ତାହାର ବର୍ଚ୍ଛାର ଫଳକର ପରିମାଣ ଛଅ ଶହ ଶେକଲ ଲୁହା ଥିଲା; ପୁଣି ତାହା ଆଗେ ଆଗେ ତାହାର ଢାଲ-ବାହକ ଚାଲିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତାହାର ବର୍ଚ୍ଛାର ଦଣ୍ଡ ତନ୍ତୀର ନରାଜ ତୁଲ୍ୟ ଓ ତାହାର ବର୍ଚ୍ଛାର ଫଳକର ପରିମାଣ ଛଅ ଶହ ଶେକଲ ଲୁହା ଥିଲା; ପୁଣି, ତାହା ଆଗେ ଆଗେ ତାହାର ଢାଲବାହକ ଚାଲିଲା।

Gade chapit la Kopi

ପବିତ୍ର ବାଇବଲ

7 ତା'ର ବର୍ଚ୍ଛାର ଦଣ୍ତ ବୁଣାକାରର କାଠ ତୁଲ୍ୟ ଓ ଏହାର ପାତର ଓଜନ ଥିଲା, ଛଅ ଶହ ଶେକଲ ଲୌହ ଢାଲର ସମ୍ମୁଖରେ ଥିଲା। ତା'ର ଆଗେ ଆଗେ ତା'ର ଢାଲବାହକ ଗ୍ଭଲିଥିଲା।

Gade chapit la Kopi




1 ଶାମୁୟେଲ 17:7
5 Referans Kwoze  

ଏଉତ୍ତାରେ ପୁନର୍ବାର ପଲେଷ୍ଟୀୟମାନଙ୍କ ସହିତ ଗୋବ୍‍ରେ ଯୁଦ୍ଧ ହେଲା; ତହିଁରେ ବେଥଲିହିମୀୟ ଯାରେ-ଓରଗୀମର ପୁତ୍ର ଇଲ୍‍ହାନନ୍‍, ତନ୍ତୀ ନରାଜ ତୁଲ୍ୟ ବର୍ଚ୍ଛାଧାରୀ ଗାଥୀୟ ଗଲୀୟାତକୁ ବଧ କଲା।


ଆହୁରି ସେ ପାଞ୍ଚ ହାତ ଦୀର୍ଘ ବୃହତ୍‍କାୟ ଏକ ମିସ୍ରୀୟ ପୁରୁଷକୁ ବଧ କଲା; ସେହି ମିସ୍ରୀୟ ହସ୍ତରେ ତନ୍ତୀର ନରାଜ ତୁଲ୍ୟ ଏକ ବର୍ଚ୍ଛା ଥିଲା; ପୁଣି, ବନାୟ ଏକ ଯଷ୍ଟି ନେଇ ଯାଇ ସେହି ମିସ୍ରୀୟର ହସ୍ତରୁ ବର୍ଚ୍ଛା ଛଡ଼ାଇ ତାହାରି ବର୍ଚ୍ଛାରେ ତାହାକୁ ବଧ କଲା।


ଏଥିରେ ପଲେଷ୍ଟୀୟ ଅଗ୍ରସର ହୋଇ ଦାଉଦଙ୍କର ସନ୍ନିକଟ ହେଲା ଓ ତାହାର ଢାଲବାହକ ତାହାର ଆଗେ ଆଗେ ଚାଲିଲା।


ଏଉତ୍ତାରେ ପୁନର୍ବାର ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ହେଲା, ତହିଁରେ ଯାୟୀରର ପୁତ୍ର ଇଲ୍‍ହାନନ୍‍ ତନ୍ତୀର ନରାଜ ତୁଲ୍ୟ ବର୍ଚ୍ଛାଧାରୀ ଗାଥୀୟ ଗଲୀୟାତର ଭ୍ରାତା ଲହମିକୁ ବଧ କଲା।


ସେସମୟରେ ଇଶ୍‍ବୀ ବନୋବ୍‍ ନାମରେ ତିନି ଶହ ଶେକଲ ପରିମିତ ପିତ୍ତଳମୟ ବର୍ଚ୍ଛାଧାରୀ ଦୀର୍ଘକାୟ ବଂଶଜାତ ଜଣେ ନୂତନ ଖଡ୍ଗରେ ସସଜ୍ଜ ହୋଇ ଦାଉଦଙ୍କୁ ଆଘାତ କରିବାକୁ ମନସ୍ଥ କଲା।


Swiv nou:

Piblisite


Piblisite