1 ଶାମୁୟେଲ 18:10 - ଓଡିଆ ବାଇବେଲ10 ପରଦିନ ପରମେଶ୍ୱରଙ୍କଠାରୁ ମନ୍ଦ-ଆତ୍ମା ଶାଉଲଙ୍କୁ ଆକ୍ରାନ୍ତ କରନ୍ତେ, ସେ ଗୃହ ମଧ୍ୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବାକୁ ଲାଗିଲେ; ପୁଣି, ଦାଉଦ ପ୍ରତିଦିନ ପରି ହସ୍ତରେ ବାଦ୍ୟ ବଜାଇଲେ; ସେସମୟରେ ଶାଉଲଙ୍କ ହସ୍ତରେ ବର୍ଚ୍ଛା ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)10 ପରଦିନ ପରମେଶ୍ଵରଙ୍କଠାରୁ ମନ୍ଦ-ଆତ୍ମା ଶାଉଲଙ୍କୁ ଆକ୍ରା; କରନ୍ତେ, ସେ ଗୃହ ମଧ୍ୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବାକୁ ଲାଗିଲେ; ପୁଣି ଦାଉଦ ପ୍ରତିଦିନ ପରି ହସ୍ତରେ ବାଦ୍ୟ ବଜାଇଲେ; ସେସମୟରେ ଶାଉଲଙ୍କ ହସ୍ତରେ ବର୍ଚ୍ଛା ଥିଲା । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପରଦିନ ପରମେଶ୍ୱରଙ୍କଠାରୁ ମନ୍ଦ ଆତ୍ମା ଶାଉଲଙ୍କୁ ଆକ୍ରାନ୍ତ କରନ୍ତେ, ସେ ଗୃହ ମଧ୍ୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବାକୁ ଲାଗିଲେ; ପୁଣି, ଦାଉଦ ପ୍ରତିଦିନ ପରି ହସ୍ତରେ ବାଦ୍ୟ ବଜାଇଲେ; ସେସମୟରେ ଶାଉଲଙ୍କ ହସ୍ତରେ ବର୍ଚ୍ଛା ଥିଲା। Gade chapit laପବିତ୍ର ବାଇବଲ10 ପରଦିନ ପରମେଶ୍ୱରଙ୍କଠାରୁ ଯେତେବେଳେ ମନ୍ଦ ଆତ୍ମା ଶାଉଲଙ୍କୁ ଅକ୍ତିଆର କଲା, ସେ ତାଙ୍କ ଗୃହ ମଧ୍ୟରେ ଅବାନ୍ତର କାର୍ଯ୍ୟ କରିବାକୁ ଲାଗିଲେ। ଦାଉଦ ପ୍ରତିଦିନପରି ହସ୍ତରେ ବୀଣା ବଜାଇଲେ, ସେ ସମୟରେ ଶାଉଲଙ୍କ ଗୋଟିଏ ବର୍ଚ୍ଛା ଧରିଥିଲେ। Gade chapit la |
ଏହେତୁ ଏବେ ମୋର ପ୍ରଭୁ ମହାରାଜ ଆପଣା ଦାସ କଥା ଶୁଣନ୍ତୁ। ଯେବେ ସଦାପ୍ରଭୁ ଆପଣଙ୍କୁ ମୋର ପ୍ରତିକୂଳରେ ପ୍ରବର୍ତ୍ତାଇଥାଆନ୍ତି, ତେବେ ସେ ଉପହାର ଗ୍ରହଣ କରନ୍ତୁ; ମାତ୍ର ଯେବେ ମନୁଷ୍ୟ ସନ୍ତାନମାନେ ତାହା କରିଥା’ନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଶାପଗ୍ରସ୍ତ ହେଉନ୍ତୁ; କାରଣ ମୁଁ ଯେପରି ସଦାପ୍ରଭୁଙ୍କ ଅଧିକାରରେ ସଂଲଗ୍ନ ହୋଇ ନ ରହିବି, ଏଥିପାଇଁ ସେମାନେ ଆଜି ମୋତେ ତଡ଼ିଦେଇ କହିଅଛନ୍ତି, ଯାଅ ଅନ୍ୟ ଦେବଗଣର ସେବା କର।