1 ଶାମୁୟେଲ 18:18 - ଓଡିଆ ବାଇବେଲ18 ଏଥିରେ ଦାଉଦ ଶାଉଲଙ୍କୁ କହିଲେ, ମୁଁ କିଏ ଓ ମୋହର ଜୀବନ କଅଣ ଓ ଇସ୍ରାଏଲ ମଧ୍ୟରେ ମୋହର ପିତୃବଂଶ କଅଣ ଯେ, ମୁଁ ମହାରାଜାଙ୍କ ଜୁଆଁଇ ହେବି ? Gade chapit laପବିତ୍ର ବାଇବଲ (Re-edited) - (BSI)18 ଏଥିରେ ଦାଉଦ ଶାଉଲଙ୍କୁ କହିଲେ, ମୁଁ କିଏ ଓ ମୋହର ଜୀବନ କଅଣ ଓ ଇସ୍ରାଏଲ ମଧ୍ୟରେ ମୋହର ପିତୃବଂଶ କଅଣ ଯେ, ମୁଁ ମହାରାଜାଙ୍କ ଜୁଆଁଇ ହେବି? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏଥିରେ ଦାଉଦ ଶାଉଲଙ୍କୁ କହିଲେ, “ମୁଁ କିଏ ଓ ମୋହର ଜୀବନ କଅଣ ଓ ଇସ୍ରାଏଲ ମଧ୍ୟରେ ମୋହର ପିତୃବଂଶ କଅଣ ଯେ, ମୁଁ ମହାରାଜାଙ୍କ ଜୁଆଁଇ ହେବି?” Gade chapit laପବିତ୍ର ବାଇବଲ18 କିନ୍ତୁ ଦାଉଦ ଉତ୍ତର ଦେଲେ, “ମୁଁ ଏକ ଉଚ୍ଚ ପରିବାରର ନୁହେଁ କି ଜଣେ ଗୁରୁତ୍ୱପୂର୍ଣ୍ଣ ବ୍ୟକ୍ତି ନୁହେଁ, ମୁଁ କିପରି ରାଜାଙ୍କର ଝିଅକୁ ବିବାହ କରି ପାରିବି।” Gade chapit la |