Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 18:4 - ଓଡିଆ ବାଇବେଲ

4 ପୁଣି, ଯୋନାଥନ ଆପଣା ଦେହରୁ ଚୋଗା କାଢ଼ି ଦାଉଦଙ୍କୁ ଦେଲା, ମଧ୍ୟ ଆପଣା ବସ୍ତ୍ର ଓ ଖଡ୍ଗ ଓ ଧନୁ ଓ କଟିବନ୍ଧନ ପର୍ଯ୍ୟନ୍ତ ତାଙ୍କୁ ଦେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି ଯୋନାଥନ ଆପଣା ଦେହରୁ ଚୋଗା କାଢ଼ି ଦାଉଦଙ୍କୁ ଦେଲା, ମଧ୍ୟ ଆପଣା ବସ୍ତ୍ର ଓ ଖଡ଼୍‍ଗ ଓ ଧନୁ ଓ କଟିବନ୍ଧନ ପର୍ଯ୍ୟନ୍ତ ତାଙ୍କୁ ଦେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ଯୋନାଥନ ଆପଣା ଦେହରୁ ଚୋଗା କାଢ଼ି ଦାଉଦଙ୍କୁ ଦେଲା, ମଧ୍ୟ ଆପଣା ବସ୍ତ୍ର ଓ ଖଡ୍ଗ ଓ ଧନୁ ଓ କଟିବନ୍ଧନ ପର୍ଯ୍ୟନ୍ତ ତାଙ୍କୁ ଦେଲା।

Gade chapit la Kopi

ପବିତ୍ର ବାଇବଲ

4 ଯୋନାଥନ ଆପଣା ଦେହରୁ ବସ୍ତ୍ର କାଢ଼ି ଦାଉଦଙ୍କୁ ଦେଲେ। ଆପଣା ବସ୍ତ୍ର, ‌‌ଖ‌ଡ଼୍‌ଗ, ଧନୁ ଓ କଟିବନ୍ଧନ ପର୍ଯ୍ୟନ୍ତ ତାହାଙ୍କୁ ଦେଲେ।

Gade chapit la Kopi




1 ଶାମୁୟେଲ 18:4
10 Referans Kwoze  

ଏଥିଉତ୍ତାରେ ଫାରୋ ଆପଣା ହସ୍ତରୁ ନିଜ ସନ୍ତକ-ଅଙ୍ଗୁରୀୟ କାଢ଼ି ଯୋଷେଫଙ୍କ ହସ୍ତରେ ଦେଇ ତାଙ୍କୁ ସୂକ୍ଷ୍ମବସ୍ତ୍ର ପିନ୍ଧାଇ ତାଙ୍କ ଗଳାରେ ସୁବର୍ଣ୍ଣ ହାର ଦେଲେ।


କିନ୍ତୁ ପିତା ଆପଣା ଦାସମାନଙ୍କୁ କହିଲେ, ସବୁଠାରୁ ଭଲ ଲୁଗା ଶୀଘ୍ର ନେଇ ଆସି ଏହାକୁ ପିନ୍ଧାଅ, ଏହାର ହାତରେ ମୂଦି ଓ ପାଦରେ ପାଦୁକା ଦିଅ,


ମୁଁ ସଦାପ୍ରଭୁଙ୍କଠାରେ ଅତିଶୟ ଆନନ୍ଦ କରିବି; ମୋର ପ୍ରାଣ ମୋ’ ପରମେଶ୍ୱରଙ୍କଠାରେ ଉଲ୍ଲସିତ ହେବ; କାରଣ ବର ଯେପରି ଭୂଷଣରେ ଆପଣାକୁ ଭୂଷିତ କରେ ଓ କନ୍ୟା ଯେପରି ଆପଣା ରତ୍ନରେ ଆପଣାକୁ ଭୂଷିତା କରେ, ସେହିପରି ସେ ପରିତ୍ରାଣରୂପ ବସ୍ତ୍ରରେ ମୋତେ ବସ୍ତ୍ରାନ୍ୱିତ କରିଅଛନ୍ତି ଓ ଧର୍ମରୂପ ରାଜବସ୍ତ୍ରରେ ମୋତେ ଆଚ୍ଛାଦିତ କରିଅଛନ୍ତି।


ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା,ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ୱରଙ୍କର ଧାର୍ମିକତାସ୍ୱରୂପ ହେଉ ।


ତହୁଁ ଶାଉଲ ଦାଉଦଙ୍କୁ ଆପଣା ବସ୍ତ୍ର ପିନ୍ଧାଇ ତାଙ୍କର ମସ୍ତକରେ ପିତ୍ତଳ ଟୋପର ଦେଇ ତାଙ୍କୁ ସାଞ୍ଜୁଆ ପିନ୍ଧାଇଲେ।


ଆଉ ଶାଉଲ ଦାଉଦଙ୍କୁ ଯେକୌଣସି ସ୍ଥାନକୁ ପଠାନ୍ତି, ସେ ସେଠାକୁ ଯାଇ ବୁଦ୍ଧିରେ କାର୍ଯ୍ୟ କରନ୍ତି, ଏହେତୁ ଶାଉଲ ତାଙ୍କୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ କଲେ ଓ ଏହା ସମସ୍ତ ଲୋକଙ୍କ ଦୃଷ୍ଟିରେ ଓ ଶାଉଲଙ୍କ ଦାସମାନଙ୍କ ଦୃଷ୍ଟିରେ ମଧ୍ୟ ଉତ୍ତମ ଦେଖାଗଲା।


ହତ ଲୋକମାନଙ୍କ ରକ୍ତରୁ, ବୀରମାନଙ୍କ ମେଦରୁ ଯୋନାଥନଙ୍କ ଧନୁ ଫେରେ ନାହିଁ ଓ ଶାଉଲଙ୍କର ଖଡ୍ଗ ଖାଲି ହୋଇ ଫେରେ ନାହିଁ।


ସେମାନଙ୍କ କଟୀରେ ପଟୁକା ବନ୍ଧା, ମସ୍ତକରେ ରଙ୍ଗ ଚିତ୍ରିତ ଭୂଷଣ ଥିଲା, ସେମାନେ ସମସ୍ତେ ଦେଖିବାକୁ କଲ୍‍ଦୀୟ ଦେଶଜାତ ବାବିଲୀୟମାନଙ୍କ ରୂପବିଶିଷ୍ଟ ଅଧିପତିଗଣର ତୁଲ୍ୟ ଥିଲେ।


Swiv nou:

Piblisite


Piblisite