1 ଶାମୁୟେଲ 18:6 - ଓଡିଆ ବାଇବେଲ6 ଦାଉଦ ପଲେଷ୍ଟୀୟକୁ ବଧ କରି ଫେରିଲା ବେଳେ ଲୋକମାନେ ଆସୁ ଆସୁ ଏପରି ହେଲା ଯେ, ଇସ୍ରାଏଲୀୟ ସମସ୍ତ ନଗରରୁ ସ୍ତ୍ରୀମାନେ ବାହାରି ଦାରା, ଆନନ୍ଦଧ୍ୱନି ଓ ତ୍ରିତନ୍ତ୍ରୀ ବାଦ୍ୟ ସହିତ ଗାୟନ ଓ ନୃତ୍ୟ କରୁ କରୁ ଶାଉଲ ରାଜାଙ୍କୁ ଭେଟିବା ପାଇଁ ଆସିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଦାଉଦ ପଲେଷ୍ଟୀୟକୁ ବଧ କରି ଫେରିଲା ବେଳେ ଲୋକମାନେ ଆସୁ ଆସୁ ଏପରି ହେଲା ଯେ, ଇସ୍ରାଏଲୀୟ ସମସ୍ତ ନଗରରୁ ସ୍ତ୍ରୀମାନେ ବାହାରି ଦାରା, ଆନନ୍ଦଧ୍ଵନି ଓ ତ୍ରିତନ୍ତ୍ରୀ ବାଦ୍ୟ ସହିତ ଗାୟନ ଓ ନୃତ୍ୟ କରୁ କରୁ ଶାଉଲ ରାଜାଙ୍କୁ ଭେଟିବା ପାଇଁ ଆସିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଦାଉଦ ପଲେଷ୍ଟୀୟକୁ ବଧ କରି ଫେରିଲା ବେଳେ ଲୋକମାନେ ଆସୁ ଆସୁ ଏପରି ହେଲା ଯେ, ଇସ୍ରାଏଲୀୟ ସମସ୍ତ ନଗରରୁ ସ୍ତ୍ରୀମାନେ ବାହାରି ଦାରା, ଆନନ୍ଦଧ୍ୱନି ଓ ତ୍ରିତନ୍ତ୍ରୀ ବାଦ୍ୟ ସହିତ ଗାୟନ ଓ ନୃତ୍ୟ କରୁ କରୁ ଶାଉଲ ରାଜାଙ୍କୁ ଭେଟିବା ପାଇଁ ଆସିଲେ। Gade chapit laପବିତ୍ର ବାଇବଲ6 ଏପରି ହେଲା ଯେ, ଯେତେବେଳେ ଦାଉଦ ପଲେଷ୍ଟୀୟମାନଙ୍କୁ ଆକ୍ରମଣ କଲେ ଓ ଫେରିଲେ। ଇସ୍ରାଏଲର ସମସ୍ତ ନଗରର ସ୍ତ୍ରୀଲୋକମାନେ ରାଜା ଶାଉଲଙ୍କୁ ସାକ୍ଷାତ କରିବାକୁ ବାହାରି ଆସିଲେ ଏବଂ ତୁମ୍ଭୁରା ବଜାଇ ଆନନ୍ଦରେ ନାଚିଲେ ଓ ଗାଇଲେ। Gade chapit la |