Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 18:9 - ଓଡିଆ ବାଇବେଲ

9 ସେହି ଦିନାବଧି ଶାଉଲ ଦାଉଦଙ୍କ ପ୍ରତି କୁଦୃଷ୍ଟି ରଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ସେହି ଦିନାବଧି ଶାଉଲ ଦାଉଦଙ୍କ ପ୍ରତି କୁଦୃଷ୍ଟି ରଖିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସେହି ଦିନାବଧି ଶାଉଲ ଦାଉଦଙ୍କ ପ୍ରତି କୁଦୃଷ୍ଟି ରଖିଲେ।

Gade chapit la Kopi

ପବିତ୍ର ବାଇବଲ

9 ସେହି ଦିନଠାରୁ ଶାଉଲ ଦାଉଦଙ୍କ ପ୍ରତି ଦୃଷ୍ଟି ରଖିଲେ। ସେ ଈର୍ଷା ଓ ଘୃଣାରେ ତାଙ୍କୁ ଦୃଷ୍ଟି ପକାଇଲେ।

Gade chapit la Kopi




1 ଶାମୁୟେଲ 18:9
11 Referans Kwoze  

ଚୋର ଆଉ ଚୋରି ନ କରୁ,


ବେଶ୍ୟାଗମନ, ଚୋରି, ନରହତ୍ୟା, ବ୍ୟଭିଚାର, ଲୋଭ, ଦୁଷ୍ଟତା, ଶଠତା, କାମୁକତା, ଈର୍ଷାଦୃଷ୍ଟି, ନିନ୍ଦା, ଅହଙ୍କାର, ମୁର୍ଖତା;


ନିଜ ସମ୍ପତ୍ତିକୁ ନିଜ ଇଚ୍ଛାନୁସାରେ ବ୍ୟବହାର କରିବାକୁ କଅଣ ମୋର ଅଧିକାର ନାହିଁ ? ନା ମୁଁ ଦାନଶୀଳ ହେବାରୁ ତୁ ଈର୍ଷାଦୃଷ୍ଟି କରୁଅଛୁ ?


ପୁଣି, ଲାବନ ତାହା ପ୍ରତି ପୂର୍ବ ପରି ନୁହେଁ, ଏହା ଯାକୁବ ତାହାର ମୁଖ ଦେଖି ବୁଝିଲା।


ହେ ଭାଇମାନେ, ତୁମ୍ଭେମାନେ ଯେପରି ଦଣ୍ଡପ୍ରାପ୍ତ ନ ହୁଅ, ଏଥି ନିମନ୍ତେ ପରସ୍ପର ବିରୁଦ୍ଧରେ ବଚସା ନ କର, ଦେଖ, ବିଚାରକର୍ତ୍ତା ଦ୍ୱାର ନିକଟରେ ଦଣ୍ଡାୟମାନ ହୋଇଅଛନ୍ତି ।


ଏଥିରେ ଶାଉଲ ଅତି କ୍ରୁଦ୍ଧ ହେଲେ ଓ ଏହି କଥା ତାଙ୍କର ଦୃଷ୍ଟିରେ ମନ୍ଦ ବୋଧ ହେଲା; ଏଣୁ ସେ କହିଲେ, ସେମାନେ ଦାଉଦକୁ ଅୟୁତ ଅୟୁତର ଜୟୀ ଓ ଆମ୍ଭଙ୍କୁ କେବଳ ସହସ୍ର ସହସ୍ରର ଜୟୀ ବୋଲି କହିଲେ; ରାଜତ୍ୱ ଛଡ଼ା ତାହାର ଆଉ କଅଣ ପାଇବାର ବାକି ଅଛି ?


ପରଦିନ ପରମେଶ୍ୱରଙ୍କଠାରୁ ମନ୍ଦ-ଆତ୍ମା ଶାଉଲଙ୍କୁ ଆକ୍ରାନ୍ତ କରନ୍ତେ, ସେ ଗୃହ ମଧ୍ୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବାକୁ ଲାଗିଲେ; ପୁଣି, ଦାଉଦ ପ୍ରତିଦିନ ପରି ହସ୍ତରେ ବାଦ୍ୟ ବଜାଇଲେ; ସେସମୟରେ ଶାଉଲଙ୍କ ହସ୍ତରେ ବର୍ଚ୍ଛା ଥିଲା।


ଏଥିଉତ୍ତାରେ ଦାଉଦଙ୍କୁ ବଧ କରିବା ପାଇଁ ଶାଉଲ ଆପଣା ପୁତ୍ର ଯୋନାଥନକୁ ଓ ଆପଣା ଦାସ ସମସ୍ତଙ୍କୁ କହିଲେ।


କୋପ ନିଷ୍ଠୁର ଓ କ୍ରୋଧ ପ୍ରଳୟକାରୀ; ମାତ୍ର ଅନ୍ତର୍ଜ୍ୱାଳା ଆଗରେ କିଏ ଠିଆ ହୋଇ ପାରେ ?


ତହୁଁ ମୁଁ ସମସ୍ତ ପରିଶ୍ରମ ଓ ପ୍ରତ୍ୟେକ ଦକ୍ଷ କାର୍ଯ୍ୟ ଦେଖିଲି ଯେ, ତହିଁ ସକାଶୁ ମନୁଷ୍ୟ ଆପଣା ପ୍ରତିବାସୀର ଈର୍ଷାପାତ୍ର ହୁଏ। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର।


Swiv nou:

Piblisite


Piblisite