Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 19:11 - ଓଡିଆ ବାଇବେଲ

11 ତହୁଁ ଦାଉଦଙ୍କୁ ଜଗି ସକାଳେ ବଧ କରିବା ପାଇଁ ତାଙ୍କର ଗୃହକୁ ଶାଉଲ ଦୂତମାନଙ୍କୁ ପଠାଇଲେ; ଏଥିରେ ଦାଉଦଙ୍କର ଭାର୍ଯ୍ୟା ମୀଖଲ ତାଙ୍କୁ କହିଲା, ତୁମ୍ଭେ ଆଜି ରାତ୍ରି ଆପଣା ପ୍ରାଣରକ୍ଷା ନ କଲେ, କାଲି ହତ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତହୁଁ ଦାଉଦଙ୍କୁ ଜଗି ସକାଳେ ବଧ କରିବା ପାଇଁ ତାଙ୍କର ଗୃହକୁ ଶାଉଲ ଦୂତମାନଙ୍କୁ ପଠାଇଲେ; ଏଥିରେ ଦାଉଦଙ୍କର ଭାର୍ଯ୍ୟା ମୀଖଲ ତାଙ୍କୁ କହିଲା, ତୁମ୍ଭେ ଆଜି ରାତ୍ରି ଆପଣା ପ୍ରାଣରକ୍ଷା ନ କଲେ, କାଲି ହତ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତହୁଁ ଦାଉଦଙ୍କୁ ଜଗି ସକାଳେ ବଧ କରିବା ପାଇଁ ତାଙ୍କର ଗୃହକୁ ଶାଉଲ ଦୂତମାନଙ୍କୁ ପଠାଇଲେ; ଏଥିରେ ଦାଉଦଙ୍କର ଭାର୍ଯ୍ୟା ମୀଖଲ ତାଙ୍କୁ କହିଲା, “ତୁମ୍ଭେ ଆଜି ରାତ୍ରି ଆପଣା ପ୍ରାଣରକ୍ଷା ନ କଲେ, କାଲି ହତ ହେବ।”

Gade chapit la Kopi

ପବିତ୍ର ବାଇବଲ

11 ଶାଉଲ ଦାଉଦଙ୍କ ଘରକୁ ଲୋକ ପଠାଇଲେ। ଲୋକମାନେ ଦାଉଦଙ୍କ ଗୃହକୁ ଜଗି ରହିଲେ। ସେମାନେ ସେଠାରେ ରାତ୍ରି ତମାମ ଜଗି ରହିଲେ। ସେମାନେ ଦାଉଦଙ୍କୁ ପ୍ରଭାତରେ ମାରି ଦେବା ପାଇଁ ଅପେକ୍ଷା କରିଥିଲେ, କିନ୍ତୁ ଦାଉଦଙ୍କ ସ୍ତ୍ରୀ ମୀଖଲ ତାଙ୍କୁ ସତର୍କ କରାଇ ଦେଲା। ସେ କହିଲା, “ତୁମ୍ଭେ ରାତ୍ରିରେ ପଳାୟନ କରି ଜୀବନ ରକ୍ଷା କର। ଯଦି ତୁମ୍ଭେ ଏହା ନ କର ତେବେ ସେମାନେ ତୁମ୍ଭକୁ ଆସନ୍ତା କାଲି ମାରି ଦେବେ।”

Gade chapit la Kopi




1 ଶାମୁୟେଲ 19:11
5 Referans Kwoze  

ତହିଁରେ ଶାମ୍‍ଶୋନ୍‍ ଏହି ସ୍ଥାନକୁ ଆସିଅଛି, ଏହି କଥା ଘସାତୀୟ ଲୋକମାନଙ୍କୁ କୁହାଗଲା। ତହୁଁ ସେମାନେ ତାହାକୁ ଘେରି ସମସ୍ତ ରାତ୍ରି ତାହା ପାଇଁ ନଗର ଦ୍ୱାରରେ ଛକି ବସିଲେ, ପୁଣି ସାରାରାତ୍ରି ତୁନି ରହି କହିଲେ, ସକାଳେ ଆଲୁଅ ହେଲେ ଆମ୍ଭେମାନେ ତାହାକୁ ବଧ କରିବୁ।


ତେଣୁ ଶାଉଲ ଦାଉଦଙ୍କୁ ଧରିବା ପାଇଁ ଦୂତମାନଙ୍କୁ ପଠାଇଲେ; ମାତ୍ର ସେମାନେ ଭବିଷ୍ୟଦ୍‍ବକ୍ତା ଦଳକୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବାର ଓ ସେମାନଙ୍କ ଉପରେ ନିଯୁକ୍ତ ଶାମୁୟେଲଙ୍କୁ ଠିଆ ହେବାର ଦେଖନ୍ତେ, ପରମେଶ୍ୱରଙ୍କ ଆତ୍ମା ଶାଉଲଙ୍କର ଦୂତମାନଙ୍କ ଉପରକୁ ଆସିଲେ, ତହିଁରେ ସେମାନେ ମଧ୍ୟ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।


ଏଥିରେ ଦାଉଦ କହିଲେ, “ଭଲ; ମୁଁ ତୁମ୍ଭ ସଙ୍ଗରେ ନିୟମ କରିବି; ମାତ୍ର ମୁଁ ତୁମ୍ଭଠାରୁ ଗୋଟିଏ କଥା ଚାହେଁ, ତାହା ଏହି, ତୁମ୍ଭେ ମୋ’ ମୁଖ ଦେଖିବାକୁ ଆସିବା ବେଳେ ପ୍ରଥମେ ଶାଉଲଙ୍କର କନ୍ୟା ମୀଖଲକୁ ନ ଆଣିଲେ ମୋ’ ମୁଖ ଦେଖି ପାରିବ ନାହିଁ।”


କାରଣ ସେହି ଯିଶୀର ପୁତ୍ର ଯେଯାଏ ଭୂତଳରେ ବଞ୍ଚିଥାଏ, ସେଯାଏ, ତୁ, କି ତୋ’ ରାଜ୍ୟ ସ୍ଥିର ହେବ ନାହିଁ। ଏଥିପାଇଁ ଏବେ ଲୋକ ପଠାଇ ତାକୁ ମୋ’ କତିକି ଆଣ, କାରଣ ସେ ନିଶ୍ଚୟ ମରିବ।


Swiv nou:

Piblisite


Piblisite