Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 19:13 - ଓଡିଆ ବାଇବେଲ

13 ତହୁଁ ମୀଖଲ ମୂର୍ତ୍ତି ନେଇ ଶଯ୍ୟାରେ ଶୁଆଇଲା ଓ ଛାଗଲୋମ ନିର୍ମିତ ରେଜାଇ ତହିଁର ମସ୍ତକରେ ଦେଇ ତାହାକୁ ଚାଦରରେ ଘୋଡ଼ାଇ ରଖିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ତହୁଁ ମୀଖଲ ମୂର୍ତ୍ତି ନେଇ ଶଯ୍ୟାରେ ଶୁଆଇଲା ଓ ଛାଗଲୋମ ନିର୍ମିତ ରେଜାଇ ତହିଁର ମସ୍ତକରେ ଦେଇ ତାହାକୁ ଚାଦରରେ ଘୋଡ଼ାଇ ରଖିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତହୁଁ ମୀଖଲ ମୂର୍ତ୍ତି ନେଇ ଶଯ୍ୟାରେ ଶୁଆଇଲା ଓ ଛାଗଲୋମ ନିର୍ମିତ ରେଜାଇ ତହିଁର ମସ୍ତକରେ ଦେଇ ତାହାକୁ ଚାଦରରେ ଘୋଡ଼ାଇ ରଖିଲା।

Gade chapit la Kopi

ପବିତ୍ର ବାଇବଲ

13 ମୀଖଲ ଗୃହର ଦେବତାଙ୍କୁ ଲୁଗାରେ ଘୋଡ଼ାଇ ଦେଲା। ତା'ପରେ ସେ ପ୍ରତିମୂର୍ତ୍ତିକୁ ବିଛଣା ମଧ୍ୟରେ ପୁରାଇ ଦେଲା। ସେ ମଧ୍ୟ ଛାଗ ଚମଡ଼ାକୁ ତହିଁର ମସ୍ତକରେ ଘୋଡ଼ାଇ ଦେଲା।

Gade chapit la Kopi




1 ଶାମୁୟେଲ 19:13
6 Referans Kwoze  

ସେହି ସମୟରେ ଲାବନ ମେଷର ଲୋମ ଛେଦନ କରିବାକୁ ଯାଇଥିଲା; ପୁଣି, ରାହେଲ ଆପଣା ପିତାଙ୍କର ଠାକୁରମାନଙ୍କୁ ହରଣ କଲା।


ଏଥିରେ ଦେଶାନୁସନ୍ଧାନ ନିମିତ୍ତ ଯାଇଥିବା ସେହି ପାଞ୍ଚ ଜଣ ଉପରକୁ ଗଲେ, ପୁଣି ତହିଁ ଭିତରକୁ ଯାଇ ଖୋଦିତ ପ୍ରତିମା ଓ ଏଫୋଦ ଓ ଠାକୁରମାନ ଓ ଢଳା ପ୍ରତିମା ଉଠାଇ ନେଲେ; ସେ ସମୟରେ ଯାଜକ ଦ୍ୱାର ପ୍ରବେଶ ସ୍ଥାନରେ ଯୁଦ୍ଧାସ୍ତ୍ରରେ ସସଜ୍ଜ ସେହି ଛଅ ଶହ ଲୋକ ସଙ୍ଗରେ ଛିଡ଼ା ହୋଇଥିଲା।


ସେତେବେଳେ ଯେଉଁ ପାଞ୍ଚ ଜଣ ଲୟିଶ୍‍ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲେ, ସେମାନେ ଆପଣା ଭ୍ରାତୃଗଣକୁ କହିଲେ, ଏହି ଗୃହରେ ଯେ ଏକ ଏଫୋଦ ଓ ଠାକୁରମାନ, ଆଉ ଏକ ଖୋଦିତ ପ୍ରତିମା ଓ ଏକ ଢଳା ପ୍ରତିମା ଅଛି, ଏହା କ’ଣ ତୁମ୍ଭେମାନେ ଜାଣ ? ଏଣୁ ତୁମ୍ଭମାନଙ୍କର କି କର୍ତ୍ତବ୍ୟ, ତାହା ବିବେଚନା କର।


କାରଣ ଇସ୍ରାଏଲ ସନ୍ତାନଗଣ ଅନେକ ଦିନ ପର୍ଯ୍ୟନ୍ତ ରାଜାହୀନ, ଅଧିପତିହୀନ, ଯଜ୍ଞହୀନ, ସ୍ତମ୍ଭହୀନ ଓ ଏଫୋଦ ଅବା ଠାକୁରହୀନ ହୋଇ ରହିବେ;


ପୁଣି ଏହି ମୀଖାର ଏକ ଦେବାଳୟ ଥିଲା ଓ ସେ ଏକ ଏଫୋଦ ଓ କେତେକ ଠାକୁର ନିର୍ମାଣ କରି ଆପଣା ପୁତ୍ରମାନଙ୍କ ମଧ୍ୟରୁ ଜଣକୁ ନିଯୁକ୍ତ କରନ୍ତେ, ସେ ଯାଜକ ହେଲା।


ତହୁଁ ଦୂତମାନେ ଭିତରେ ଯାଆନ୍ତେ, ଦେଖ, ଶଯ୍ୟାରେ ମୂର୍ତ୍ତି ଅଛି ଓ ତହିଁର ମସ୍ତକରେ ଛାଗଲୋମ ନିର୍ମିତ ରେଜାଇ ଅଛି।


Swiv nou:

Piblisite


Piblisite