1 ଶାମୁୟେଲ 19:21 - ଓଡିଆ ବାଇବେଲ21 ଆଉ ଏହି କଥା ଶାଉଲଙ୍କୁ ଜଣାଇ ଦିଆଯାଆନ୍ତେ, ସେ ଅନ୍ୟ ଦୂତମାନଙ୍କୁ ପଠାଇଲେ, ମାତ୍ର ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ। ଏଉତ୍ତାରେ ଶାଉଲ ପୁନର୍ବାର ତୃତୀୟ ଥର ଦୂତମାନଙ୍କୁ ପଠାଇଲେ ଓ ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)21 ଆଉ ଏହି କଥା ଶାଉଲଙ୍କୁ ଜଣାଇ ଦିଆଯାʼନ୍ତେ, ସେ ଅନ୍ୟ ଦୂତମାନଙ୍କୁ ପଠାଇଲେ, ମାତ୍ର ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ। ଏଉତ୍ତାରେ ଶାଉଲ ପୁନର୍ବାର ତୃତୀୟ ଥର ଦୂତମାନଙ୍କୁ ପଠାଇଲେ ଓ ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଆଉ ଏହି କଥା ଶାଉଲଙ୍କୁ ଜଣାଇ ଦିଆଯାଆନ୍ତେ, ସେ ଅନ୍ୟ ଦୂତମାନଙ୍କୁ ପଠାଇଲେ, ମାତ୍ର ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ। ଏଉତ୍ତାରେ ଶାଉଲ ପୁନର୍ବାର ତୃତୀୟ ଥର ଦୂତମାନଙ୍କୁ ପଠାଇଲେ ଓ ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ। Gade chapit laପବିତ୍ର ବାଇବଲ21 ଏହିକଥା ଶାଉଲଙ୍କୁ ଜଣାଇ ଦିଆଯା’ନ୍ତେ ସେ ଅନ୍ୟ ଦୂତମାନଙ୍କୁ ପଠାଇଲେ, ମାତ୍ର ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କଲେ, ଶାଉଲ ପୁନର୍ବାର ତୃତୀୟ ଥର ପାଇଁ ଦୂତମାନଙ୍କୁ ପଠାଇଲେ ଓ ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କଲେ। Gade chapit la |