1 ଶାମୁୟେଲ 20:16 - ଓଡିଆ ବାଇବେଲ16 ଏହିରୂପେ ଯୋନାଥନ ଦାଉଦ ବଂଶ ସହିତ ନିୟମ ସ୍ଥିର କରି କହିଲା, ସଦାପ୍ରଭୁ ଦାଉଦଙ୍କ ଶତ୍ରୁମାନଙ୍କ ହସ୍ତରୁ ପରିଶୋଧ ନେବେ। Gade chapit laପବିତ୍ର ବାଇବଲ (Re-edited) - (BSI)16 ଏହିରୂପେ ଯୋନାଥନ ଦାଉଦ ବଂଶ ସହିତ ନିୟମ ସ୍ଥିର କରି କହିଲା, ସଦାପ୍ରଭୁ ଦାଉଦଙ୍କ ଶତ୍ରୁମାନଙ୍କ ହସ୍ତରୁ ପରିଶୋଧ ନେବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏହିରୂପେ ଯୋନାଥନ ଦାଉଦ ବଂଶ ସହିତ ନିୟମ ସ୍ଥିର କରି କହିଲା, “ସଦାପ୍ରଭୁ ଦାଉଦଙ୍କ ଶତ୍ରୁମାନଙ୍କ ହସ୍ତରୁ ପରିଶୋଧ ନେବେ।” Gade chapit laପବିତ୍ର ବାଇବଲ16 ତେଣୁ ଯୋନାଥନ ଦାଉଦଙ୍କ ସହିତ ଏକ ଚୁକ୍ତି କଲେ, ସଦାପ୍ରଭୁ ଦାଉଦଙ୍କର ଶତ୍ରୁମାନଙ୍କୁ ଦଣ୍ତ ଦିଅନ୍ତୁ। Gade chapit la |
ଏଥିପାଇଁ କ’ଣ ତୁମ୍ଭେ ସମସ୍ତେ ମୋହର ବିରୁଦ୍ଧରେ କୁମନ୍ତ୍ରଣା କରୁଅଛ ? ଆଉ, ମୋହର ପୁତ୍ର ଯିଶୀର ପୁତ୍ର ସଙ୍ଗେ ନିୟମ କଲା ବେଳେ କେହି ମୋହର କର୍ଣ୍ଣଗୋଚର କଲ ନାହିଁ ଓ ତୁମ୍ଭମାନଙ୍କର କେହି ମୋ’ ପାଇଁ ଚିନ୍ତିତ ହେଲ ନାହିଁ, କିଅବା ଆଜିର ପରି ମୋହର ପ୍ରତିକୂଳରେ ଛକି ବସି ଆକ୍ରମଣ କରିବା ପାଇଁ ମୋର ପୁତ୍ର ଯେ ମୋର ଦାସକୁ ମତାଇ ଅଛି, ଏହା କେହି ମୋର କର୍ଣ୍ଣଗୋଚର କଲ ନାହିଁ ?