Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 20:22 - ଓଡିଆ ବାଇବେଲ

22 ମାତ୍ର ଦେଖ, ତୁମ୍ଭ ସେପାଖରେ ତୀର ଅଛି, ଯେବେ ମୁଁ ସେ ବାଳକକୁ ଏପରି କହେ; ତେବେ ତୁମ୍ଭେ ଚାଲି ଯାଅ; କାରଣ ସଦାପ୍ରଭୁ ତୁମ୍ଭକୁ ବିଦାୟ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ମାତ୍ର ଦେଖ, ତୁମ୍ଭ ସେପାଖରେ ତୀର ଅଛି, ଯେବେ ମୁଁ ସେ ବାଳକକୁ ଏପରି କହେ; ତେବେ ତୁମ୍ଭେ ଚାଲି ଯାଅନ୍ତକାରଣ ସଦାପ୍ରଭୁ ତୁମ୍ଭକୁ ବିଦାୟ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ମାତ୍ର ଦେଖ, ତୁମ୍ଭ ସେପାଖରେ ତୀର ଅଛି, ଯେବେ ମୁଁ ସେ ବାଳକକୁ ଏପରି କହେ; ତେବେ ତୁମ୍ଭେ ଚାଲିଯାଅ; କାରଣ ସଦାପ୍ରଭୁ ତୁମ୍ଭକୁ ବିଦାୟ କଲେ।

Gade chapit la Kopi

ପବିତ୍ର ବାଇବଲ

22 ଯଦି ଅସୁବିଧା ଥାଏ ତେବେ ମୁଁ ସେ ବାଳକକୁ କହିବି, ‘ତୀରଗୁଡ଼ିକ ବହୁତ ଦୂର ପଳାଇଛି। ଯାଅ ସେଗୁଡ଼ିକୁ ସଂଗ୍ରହ କର।’ ଯଦି ମୁଁ ଏହା କହେ, ତେବେ ତୁମ୍ଭେ ସେ ସ୍ଥାନ ଛାଡ଼ି ପଳାଇ ଯିବ। ସଦାପ୍ରଭୁ ତୁମ୍ଭକୁ ଦୂରକୁ ପଠାଇ ଦେବେ।

Gade chapit la Kopi




1 ଶାମୁୟେଲ 20:22
3 Referans Kwoze  

ଆଉ ଯୋନାଥନ ଯେଉଁ ସ୍ଥାନକୁ ତୀର ମାରିଥିଲା, ସେହି ସ୍ଥାନରେ ବାଳକ ଉପସ୍ଥିତ ହୁଅନ୍ତେ, ଯୋନାଥନ ବାଳକକୁ ଡାକି କହିଲା, ତୀର ତୋ’ ସେପାଖରେ ଅଛି ପରା ?


ଆଉ ଦେଖ, ମୁଁ ଏକ ବାଳକକୁ ପଠାଇ କହିବି, ଯାଇ ତୀର ଖୋଜ। ମୁଁ ଯେବେ ସେହି ବାଳକକୁ କହେ, ଦେଖ, ତୀର ତୁମ୍ଭ ଏପାଖରେ ଅଛି, ତାହା ନେଇ ଆସ; ତେବେ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭ ପାଇଁ ମଙ୍ଗଳ ଅଛି, କୌଣସି ଭୟ ନାହିଁ।


ଏଥିରେ ଯୋନାଥନ ଦାଉଦଙ୍କୁ କହିଲା, କୁଶଳରେ ଯାଅ, ଆମ୍ଭେ ଦୁହେଁ ତ ସଦାପ୍ରଭୁଙ୍କ ନାମରେ ଶପଥ କରି କହିଅଛୁ, ସଦାପ୍ରଭୁ ସର୍ବଦା ମୋର ଓ ତୁମ୍ଭର, ପୁଣି, ମୋ’ ବଂଶ ଓ ତୁମ୍ଭ ବଂଶର ମଧ୍ୟବର୍ତ୍ତୀ ହେଉନ୍ତୁ। ତହୁଁ ସେ ଉଠି ପ୍ରସ୍ଥାନ କଲେ, ପୁଣି, ଯୋନାଥନ ନଗରକୁ ଗଲା।


Swiv nou:

Piblisite


Piblisite