Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 21:3 - ଓଡିଆ ବାଇବେଲ

3 ଏବେ ତୁମ୍ଭ ହସ୍ତରେ କଅଣ ଅଛି ? ପାଞ୍ଚଟି ରୁଟି, ଅବା ଯାହା କିଛି ଅଛି, ତାହା ମୋ’ ହସ୍ତରେ ଦିଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଏବେ ତୁମ୍ଭ ହସ୍ତରେ କଅଣ ଅଛି? ପାଞ୍ଚଟି ରୋଟୀ, ଅବା ଯାହା କିଛି ଅଛି, ତାହା ମୋʼ ହସ୍ତରେ ଦିଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏବେ ତୁମ୍ଭ ହସ୍ତରେ କଅଣ ଅଛି? ପାଞ୍ଚୋଟି ରୁଟି, ଅବା ଯାହା କିଛି ଅଛି, ତାହା ମୋʼ ହସ୍ତରେ ଦିଅ।”

Gade chapit la Kopi

ପବିତ୍ର ବାଇବଲ

3 ତୁମ୍ଭ ପାଖରେ ବର୍ତ୍ତମାନ କି ଖାଦ୍ୟ ଅଛି? ମୋତେ ବର୍ତ୍ତମାନ ପାଞ୍ଚପଟ ରୋଟୀ ଦିଅ କିମ୍ବା ଯାହାକିଛି ଅଛି ମୋତେ ଖାଇବାକୁ ଦିଅ।”

Gade chapit la Kopi




1 ଶାମୁୟେଲ 21:3
4 Referans Kwoze  

କେହି କେହି ଆପଣା ଭ୍ରାତାକୁ ତାହାର ପିତୃଗୃହରେ ଧରି କହିବେ, ତୁମ୍ଭର ବସ୍ତ୍ର ଅଛି, ତୁମ୍ଭେ ଆମ୍ଭମାନଙ୍କର ଶାସନକର୍ତ୍ତା ହୁଅ, ପୁଣି, ଏହି ନିପତିତ (ରାଜ୍ୟ) ତୁମ୍ଭ ହସ୍ତାଧୀନ ହେଉ;


ଏଥିରେ ଯାଜକ ଦାଉଦଙ୍କୁ ଉତ୍ତର କରି କହିଲା, ମୋ’ ହସ୍ତରେ ସାଧାରଣ ରୁଟି ନାହିଁ; ଯେବେ ଯୁବାମାନେ ସ୍ତ୍ରୀମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ରଖିଥିବେ, ତେବେ କେବଳ ପବିତ୍ର ରୁଟି ଅଛି।


ଆଃ, ଏହି ଲୋକମାନେ ଯେବେ ମୋର ହସ୍ତଗତ ହୁଅନ୍ତେ ! ତେବେ ଆମ୍ଭେ ଅବୀମେଲକ୍‍କୁ ଦୂର କରି ଦିଅନ୍ତୁ। ପୁଣି ସେ ଅବୀମେଲକ୍‍କୁ ଲକ୍ଷ୍ୟ କରି କହିଲା, ତୁମ୍ଭେ ଆପଣା ସୈନ୍ୟ ବଢ଼ାଇ ବାହାରକୁ ଆସ।


ଏଥିରେ ଦାଉଦ ଅହୀମେଲକ୍‍ ଯାଜକକୁ କହିଲେ, ରାଜା ମୋତେ ଗୋଟିଏ କାର୍ଯ୍ୟ କରିବାକୁ ଆଜ୍ଞା କରିଅଛନ୍ତି ଓ ମୋତେ କହିଅଛନ୍ତି, ଯେଉଁ କାର୍ଯ୍ୟ ନିମନ୍ତେ ମୁଁ ତୁମ୍ଭକୁ ପଠାଏ ଓ ମୁଁ ତୁମ୍ଭକୁ ଯାହା ଆଜ୍ଞା କରିଅଛି, ସେହି ବିଷୟ କେହି କିଛି ନ ଜାଣୁ; ଆଉ ମୁଁ ଯୁବାମାନଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନମାନଙ୍କରେ ନିଯୁକ୍ତ କରିଅଛି।


Swiv nou:

Piblisite


Piblisite