1 ଶାମୁୟେଲ 22:16 - ଓଡିଆ ବାଇବେଲ16 ଏଥିରେ ରାଜା କହିଲେ, ହେ ଅହୀମେଲକ୍, ତୁମ୍ଭେ ଓ ତୁମ୍ଭ ପିତୃଗୃହ ସମସ୍ତେ ନିଶ୍ଚୟ ମରିବ। Gade chapit laପବିତ୍ର ବାଇବଲ (Re-edited) - (BSI)16 ଏଥିରେ ରାଜା କହିଲେ, ହେ ଅହୀମେଲକ୍, ତୁମ୍ଭେ ଓ ତୁମ୍ଭ ପିତୃଗୃହ ସମସ୍ତେ ନିଶ୍ଚୟ ମରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏଥିରେ ରାଜା କହିଲେ, “ହେ ଅହୀମେଲକ୍, ତୁମ୍ଭେ ଓ ତୁମ୍ଭ ପିତୃଗୃହ ସମସ୍ତେ ନିଶ୍ଚୟ ମରିବ।” Gade chapit laପବିତ୍ର ବାଇବଲ16 କିନ୍ତୁ ରାଜା କହିଲେ, ଅହୀମେଲକ, “ତୁମ୍ଭେ ଏବଂ ତୁମ୍ଭର ସମସ୍ତ ସମ୍ପର୍କୀୟ ମରିବ।” Gade chapit la |
ତହୁଁ ରାଜା ଆପଣା ଚତୁର୍ଦ୍ଦିଗରେ ଠିଆ ହୋଇଥିବା ଧାଉଡ଼ିଆମାନଙ୍କୁ କହିଲେ, ତୁମ୍ଭେମାନେ ଫେରି ସଦାପ୍ରଭୁଙ୍କ ଯାଜକମାନଙ୍କୁ ବଧ କର; କାରଣ ଦାଉଦ ପକ୍ଷରେ ସେମାନଙ୍କର ମଧ୍ୟ ହସ୍ତ ଅଛି, ଆଉ ସେମାନେ ଦାଉଦର ପଳାଇବା କଥା ଜାଣିଲେ ହେଁ ତାହା ମୋହର କର୍ଣ୍ଣଗୋଚର କଲେ ନାହିଁ। ମାତ୍ର ରାଜାଙ୍କର ଦାସମାନେ ସଦାପ୍ରଭୁଙ୍କ ଯାଜକମାନଙ୍କୁ ଆକ୍ରମଣ କରିବା ପାଇଁ ହସ୍ତ ବଢ଼ାଇବାକୁ ଅସମ୍ମତ ହେଲେ।