Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 23:12 - ଓଡିଆ ବାଇବେଲ

12 ତେବେ ଦାଉଦ କହିଲେ, କିୟୀଲା ନିବାସୀମାନେ ମୋତେ ଓ ମୋ’ ଲୋକମାନଙ୍କୁ କ’ଣ ଶାଉଲଙ୍କ ହସ୍ତରେ ସମର୍ପଣ କରିବେ ? ତହିଁରେ ସଦାପ୍ରଭୁ କହିଲେ, ସେମାନେ ତୁମ୍ଭକୁ ସମର୍ପଣ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତେବେ ଦାଉଦ କହିଲେ, କିୟୀଲା ନିବାସୀମାନେ ମୋତେ ଓ ମୋʼ ଲୋକମାନଙ୍କୁ କʼଣ ଶାଉଲଙ୍କ ହସ୍ତରେ ସମର୍ପଣ କରିବେ? ତହିଁରେ ସଦାପ୍ରଭୁ କହିଲେ, ସେମାନେ ତୁମ୍ଭକୁ ସମର୍ପଣ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତେବେ ଦାଉଦ କହିଲେ, “କିୟୀଲା ନିବାସୀମାନେ ମୋତେ ଓ ମୋʼ ଲୋକମାନଙ୍କୁ କʼଣ ଶାଉଲଙ୍କ ହସ୍ତରେ ସମର୍ପଣ କରିବେ?” ତହିଁରେ ସଦାପ୍ରଭୁ କହିଲେ, “ସେମାନେ ତୁମ୍ଭକୁ ସମର୍ପଣ କରିବେ।”

Gade chapit la Kopi

ପବିତ୍ର ବାଇବଲ

12 ଆଉଥରେ ଦାଉଦ ପଗ୍ଭରିଲେ, “କିୟୀଲାର ଲୋକମାନେ କ’ଣ ମୋତେ ଓ ମୋର ଲୋକମାନଙ୍କୁ ତାଙ୍କ ହସ୍ତରେ ଧରାଇ ଦେବେ?” ସଦାପ୍ରଭୁ ଉତ୍ତର ଦେଲେ, “ହଁ ସେମାନେ କରିବେ।”

Gade chapit la Kopi




1 ଶାମୁୟେଲ 23:12
12 Referans Kwoze  

ପୁଣି, ଶତ୍ରୁ ହସ୍ତରେ ତୁମ୍ଭେ ମୋତେ ବନ୍ଦ କରି ନାହଁ; ତୁମ୍ଭେ ପ୍ରଶସ୍ତ ସ୍ଥାନରେ ମୋର ଚରଣ ସ୍ଥାପନ କରିଅଛ।


ଏହେତୁ ହେ ମହାରାଜ, ଆପଣଙ୍କ ଆଗମନର ସମସ୍ତ ମନୋବାଞ୍ଛାନୁସାରେ ଆସନ୍ତୁ, ପୁଣି, ମହାରାଜଙ୍କ ହସ୍ତରେ ତାହାକୁ ସମର୍ପଣ କରିବା ଭାର ଆମ୍ଭମାନଙ୍କର।


ମୋହର ପ୍ରାଣ କେବଳ ପରମେଶ୍ୱରଙ୍କର ଅପେକ୍ଷା କରେ; ତାହାଙ୍କଠାରୁ ମୋହର ପରିତ୍ରାଣ ଆସେ।


ଈଶ୍ୱରଙ୍କ ସମ୍ମୁଖରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଙ୍ଗ ଓ ଅନାବୃତ ଅଟେ ।


ଯେଉଁମାନେ ସଦାପ୍ରଭୁଙ୍କଠାରୁ ଆପଣା ଆପଣା ମନ୍ତ୍ରଣା ଗୁପ୍ତ କରିବାକୁ ଅତିଶୟ ଚେଷ୍ଟା କରନ୍ତି, ସେମାନେ ସନ୍ତାପର ପାତ୍ର ! ଆଉ, ସେମାନେ ଅନ୍ଧକାରରେ ଆପଣା ଆପଣା କର୍ମ କରି କହନ୍ତି, “ଆମ୍ଭମାନଙ୍କୁ କିଏ ଦେଖୁଅଛି ? ଓ ଆମ୍ଭମାନଙ୍କୁ କିଏ ଚିହ୍ନୁଅଛି ?”


ପୁଣି, ଦାଉଦ କିୟୀଲାକୁ ଆସିଅଛି ବୋଲି ଶାଉଲଙ୍କୁ କୁହାଯାଆନ୍ତେ, ଶାଉଲ କହିଲେ, ପରମେଶ୍ୱର ତାହାକୁ ମୋ’ ହସ୍ତରେ ପରିତ୍ୟାଗ କରିଅଛନ୍ତି; ଯେହେତୁ ସେ ଦ୍ୱାର ଓ ଅର୍ଗଳବିଶିଷ୍ଟ ନଗରରେ ପ୍ରବେଶ କରିବା ହେତୁରୁ ଅବରୁଦ୍ଧ ହୋଇଅଛି।


ମନୁଷ୍ୟ ଉପରେ ନିର୍ଭର ରଖିବା ଅପେକ୍ଷା ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ।


ତହିଁରେ ଯିହୁଦାର ଲୋକମାନେ ପଚାରିଲେ, ତୁମ୍ଭେମାନେ କାହିଁକି ଆମ୍ଭମାନଙ୍କ ବିରୁଦ୍ଧରେ ଆସିଅଛ ? ସେମାନେ କହିଲେ, ଶାମ୍‍ଶୋନ୍‍କୁ ବାନ୍ଧି ସେ ଯେପରି ଆମ୍ଭମାନଙ୍କ ପ୍ରତି କରିଅଛି, ସେପରି ଆମ୍ଭେମାନେ ତାହା ପ୍ରତି କରିବାକୁ ଆସିଅଛୁ।


କିୟୀଲା ନିବାସୀମାନେ କ’ଣ ମୋତେ ତାଙ୍କ ହସ୍ତରେ ସମର୍ପି ଦେବେ ? ତୁମ୍ଭ ଦାସ ଯେପରି ଶୁଣିଅଛି, ସେପରି କ’ଣ ଶାଉଲ ଆସିବେ ? ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ମୁଁ ବିନୟ କରୁଅଛି, ଆପଣା ଦାସକୁ ଏହା ଜଣାଅ। ତହିଁରେ ସଦାପ୍ରଭୁ କହିଲେ, ସେ ଆସିବ।


ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭକୁ ଜ୍ଞାନ ଦିଅନ୍ତେ, ମୁଁ ତାହା ଜାଣିଲି; ସେସମୟରେ ତୁମ୍ଭେ ମୋତେ ସେମାନଙ୍କର କ୍ରିୟା ଦେଖାଇଲ।


ପ୍ରଭାତରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର କଥା ମୋତେ ଶୁଣାଅ; କାରଣ ମୁଁ ତୁମ୍ଭଠାରେ ଭରସା ରଖେ; ମୋହର ଗନ୍ତବ୍ୟ ପଥ ମୋତେ ଜଣାଅ; କାରଣ ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ।


Swiv nou:

Piblisite


Piblisite