Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 23:25 - ଓଡିଆ ବାଇବେଲ

25 ଏଣୁ ଶାଉଲ ଓ ତାଙ୍କର ଲୋକମାନେ ତାଙ୍କୁ ଖୋଜିବାକୁ ଗଲେ; ମାତ୍ର ଲୋକମାନେ ଦାଉଦଙ୍କୁ ଏହା ଜଣାନ୍ତେ, ସେ ଶୈଳକୁ ଓହ୍ଲାଇ ଆସି ମାୟୋନ୍‍ ପ୍ରାନ୍ତରରେ ରହିଲେ। ଏଉତ୍ତାରେ ଶାଉଲ ତାହା ଶୁଣି ମାୟୋନ୍‍ ପ୍ରାନ୍ତରରେ ଦାଉଦଙ୍କ ପଛେ ପଛେ ଗୋଡ଼ାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଏଣୁ ଶାଉଲ ଓ ତାଙ୍କର ଲୋକମାନେ ତାଙ୍କୁ ଖୋଜିବାକୁ ଗଲେ; ମାତ୍ର ଲୋକମାନେ ଦାଉଦଙ୍କୁ ଏହା ଜଣାନ୍ତେ, ସେ ଶୈଳକୁ ଓହ୍ଲାଇ ଆସି ମାୟୋନ୍ ପ୍ରାନ୍ତରରେ ରହିଲେ। ଏଉତ୍ତାରେ ଶାଉଲ ତାହା ଶୁଣି ମାୟୋନ୍ ପ୍ରାନ୍ତରରେ ଦାଉଦଙ୍କ ପଛେ ପଛେ ଗୋଡ଼ାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଏଣୁ ଶାଉଲ ଓ ତାଙ୍କର ଲୋକମାନେ ତାଙ୍କୁ ଖୋଜିବାକୁ ଗଲେ; ମାତ୍ର ଲୋକମାନେ ଦାଉଦଙ୍କୁ ଏହା ଜଣାନ୍ତେ, ସେ ଶୈଳକୁ ଓହ୍ଲାଇ ଆସି ମାୟୋନ୍‍ ପ୍ରାନ୍ତରରେ ରହିଲେ। ଏଉତ୍ତାରେ ଶାଉଲ ତାହା ଶୁଣି ମାୟୋନ୍‍ ପ୍ରାନ୍ତରରେ ଦାଉଦଙ୍କ ପଛେ ପଛେ ଗୋଡ଼ାଇଲେ।

Gade chapit la Kopi

ପବିତ୍ର ବାଇବଲ

25 ଶାଉଲ ଓ ତାଙ୍କର ଲୋକମାନେ ତାହାଙ୍କୁ ଖୋଜିବା ପାଇଁ ଗଲେ। ମାତ୍ର ଲୋକମାନେ ଦାଉଦଙ୍କୁ ଏ କଥା ଜଣାନ୍ତେ ସେ, ଯାହାକୁ କୁହାଯାଏ “ଶୈଳ” ତଳକୁ ଓହ୍ଲାଇ ଆସି ମାୟୋନ୍ ମରୁଭୂମିରେ ରହିଲେ। ଏହା ପରେ ଶାଉଲ ତାହା ଶୁଣି ମାୟୋନ୍ ମରୁଭୂମିରେ ଦାଉଦଙ୍କୁ ଖୋଜିବାକୁ ଗଲେ।

Gade chapit la Kopi




1 ଶାମୁୟେଲ 23:25
5 Referans Kwoze  

ତହୁଁ ଶାଉଲ ଦାଉଦଙ୍କର ପଶ୍ଚାତ୍‍ ଗୋଡ଼ାଇବାରୁ ଫେରି ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯାତ୍ରା କଲେ; ଏଣୁ ସେମାନେ ସେହି ସ୍ଥାନର ନାମ ସେଲା-ହମ୍ମହଲିକୋତ୍‍ (ବିଭାଗକାରୀ ଶୈଳ) ରଖିଲେ।


ଏଣୁ ସେ ମହାସଂହାରରେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପରାସ୍ତ କଲା; ତହୁଁ ସେ ଯାଇ ଐଟମ୍‍ ଶୈଳର ସୁଡ଼ଙ୍ଗରେ ବାସ କଲା।


ତହୁଁ ସେମାନେ ଉଠି ଶାଉଲଙ୍କ ଆଗେ ସୀଫ୍‍କୁ ଗଲେ; ସେତେବେଳେ ଦାଉଦ ଓ ତାଙ୍କର ଲୋକମାନେ ମରୁଭୂମିର ଦକ୍ଷିଣସ୍ଥିତ ପଦାରେ ମାୟୋନ୍‍ ପ୍ରାନ୍ତରରେ ଥିଲେ।


ପୁଣି, ଶାଉଲ ପର୍ବତର ଏକ ପାର୍ଶ୍ୱକୁ ଗଲେ, ଆଉ ଦାଉଦ ଓ ତାଙ୍କର ଲୋକମାନେ ଅନ୍ୟ ପାର୍ଶ୍ୱକୁ ଗଲେ; ତହୁଁ ଦାଉଦ ଶାଉଲଙ୍କ ଭୟରୁ ପଳାଇବାକୁ ଚଞ୍ଚଳ ହେଲେ; କାରଣ ଶାଉଲ ଓ ତାଙ୍କର ଲୋକମାନେ ଦାଉଦଙ୍କୁ ଓ ତାଙ୍କର ଲୋକଙ୍କୁ ଧରିବା ନିମନ୍ତେ ସେମାନଙ୍କ ଚାରିଆଡ଼େ ଘେରିଥିଲେ।


ସେ କହିଲେ, “ସଦାପ୍ରଭୁ ମୋହର ଶୈଳ ଓ ମୋହର ଗଡ଼ ଓ ମୋହର ରକ୍ଷାକର୍ତ୍ତା,


Swiv nou:

Piblisite


Piblisite