Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 23:3 - ଓଡିଆ ବାଇବେଲ

3 ଏଥିରେ ଦାଉଦଙ୍କର ଲୋକମାନେ ତାଙ୍କୁ କହିଲେ, ଦେଖ, ଆମ୍ଭେମାନେ ଏ ଯିହୁଦା ଦେଶରେ ଭୟ କରୁଅଛୁ; ଯେବେ ପଲେଷ୍ଟୀୟମାନଙ୍କ ସୈନ୍ୟଗଣ ବିରୁଦ୍ଧରେ କିୟୀଲାକୁ ଯିବା, ତେବେ କେତେ ଅଧିକ ଭୟ ନ କରିବା ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଏଥିରେ ଦାଉଦଙ୍କର ଲୋକମାନେ ତାଙ୍କୁ କହିଲେ, ଦେଖ, ଆମ୍ଭେମାନେ ଏ ଯିହୁଦା ଦେଶରେ ଭୟ କରୁଅଛୁ; ଯେବେ ପଲେଷ୍ଟୀୟମାନଙ୍କ ସୈନ୍ୟଗଣ ବିରୁଦ୍ଧରେ କିୟୀଲାକୁ ଯିବା, ତେବେ କେତେ ଅଧିକ ଭୟ ନ କରିବା?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏଥିରେ ଦାଉଦଙ୍କର ଲୋକମାନେ ତାଙ୍କୁ କହିଲେ, “ଦେଖ, ଆମ୍ଭେମାନେ ଏ ଯିହୁଦା ଦେଶରେ ଭୟ କରୁଅଛୁ; ଯେବେ ପଲେଷ୍ଟୀୟମାନଙ୍କ ସୈନ୍ୟଗଣ ବିରୁଦ୍ଧରେ କିୟୀଲାକୁ ଯିବା, ତେବେ କେତେ ଅଧିକ ଭୟ ନ କରିବା?”

Gade chapit la Kopi

ପବିତ୍ର ବାଇବଲ

3 ଦାଉଦଙ୍କ ଲୋକମାନେ ତାଙ୍କୁ କହିଲେ, “ଦେଖ, ଆମ୍ଭେମାନେ ଏ ଯିହୁଦା ଦେଶରେ କେତେ ଭୟ କରୁଅଛୁ। ଯଦି ପଲେଷ୍ଟୀୟମାନଙ୍କ ସୈନ୍ୟଗଣ ବିରୁଦ୍ଧରେ କିୟୀଲାକୁ ଯିବା, ତେବେ ଚିନ୍ତା କର କେତେ ଅଧିକ ଭୟ ନ କରିବା?”

Gade chapit la Kopi




1 ଶାମୁୟେଲ 23:3
7 Referans Kwoze  

ଯଦି ତୁମ୍ଭେ ପଦାତିକଗଣର ସଙ୍ଗେ ଦୌଡ଼ିଲେ ସେମାନେ ତୁମ୍ଭକୁ କ୍ଳାନ୍ତ କରିଅଛନ୍ତି, ଯଦି ତୁମ୍ଭେ ଅଶ୍ୱଗଣ ସଙ୍ଗରେ କିପରି ପଣ କରି ପାରିବ ? ପୁଣି, ଯଦ୍ୟପି ଶାନ୍ତିର ଦେଶରେ ନିର୍ଭୟ ହୁଅ, ତଥାପି ଯର୍ଦ୍ଦନର ଦର୍ପ ସ୍ଥାନରେ ତୁମ୍ଭେ କଅଣ କରିବ ?


ମୁଁ ସଦାପ୍ରଭୁଙ୍କଠାରେ ଶରଣ ନିଏ; ତୁମ୍ଭେମାନେ କିପରି ମୋ’ ପ୍ରାଣକୁ କହୁଅଛ, ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ ?


ପୁଣି, ଶାଉଲ ପର୍ବତର ଏକ ପାର୍ଶ୍ୱକୁ ଗଲେ, ଆଉ ଦାଉଦ ଓ ତାଙ୍କର ଲୋକମାନେ ଅନ୍ୟ ପାର୍ଶ୍ୱକୁ ଗଲେ; ତହୁଁ ଦାଉଦ ଶାଉଲଙ୍କ ଭୟରୁ ପଳାଇବାକୁ ଚଞ୍ଚଳ ହେଲେ; କାରଣ ଶାଉଲ ଓ ତାଙ୍କର ଲୋକମାନେ ଦାଉଦଙ୍କୁ ଓ ତାଙ୍କର ଲୋକଙ୍କୁ ଧରିବା ନିମନ୍ତେ ସେମାନଙ୍କ ଚାରିଆଡ଼େ ଘେରିଥିଲେ।


ଏହେତୁ ଯେ ଯେ ଲୁଚିବା ସ୍ଥାନରେ ସେ ଆପଣାକୁ ଲୁଚାଏ, ସେସବୁ ଦେଖି ବୁଝ ଓ ତୁମ୍ଭେମାନେ ମୋ’ କତିକି ନିଶ୍ଚୟ ଫେରି ଆସ, ତହିଁରେ ମୁଁ ତୁମ୍ଭମାନଙ୍କ ସଙ୍ଗେ ଯିବି; ସେ ଯେବେ ଦେଶରେ ଥାଏ, ତେବେ ମୁଁ ଯିହୁଦାର ସମୁଦାୟ ସହସ୍ର ମଧ୍ୟରେ ତାହାକୁ ଖୋଜିବି।


ଏଉତ୍ତାରେ ଦାଉଦ ଜାଣିଲେ ଯେ, ଶାଉଲ ତାଙ୍କ ପ୍ରାଣ ନେବା ପାଇଁ ବାହାର ହୋଇ ଆସିଅଛନ୍ତି; ସେସମୟରେ ଦାଉଦ ସୀଫ୍‍ ପ୍ରାନ୍ତରସ୍ଥ ବଣରେ ଥିଲେ।


ଏନିମନ୍ତେ ଦାଉଦ ସଦାପ୍ରଭୁଙ୍କୁ ପଚାରି କହିଲେ, ମୁଁ ଯାଇ କି ଏହି ପଲେଷ୍ଟୀୟମାନଙ୍କୁ ଆଘାତ କରିବି ? ତହିଁରେ ସଦାପ୍ରଭୁ ଦାଉଦଙ୍କୁ କହିଲେ, ଯାଅ, ପଲେଷ୍ଟୀୟମାନଙ୍କୁ ଆଘାତ କରି କିୟୀଲାକୁ ଉଦ୍ଧାର କର।


ତେଣୁ ଦାଉଦ ସଦାପ୍ରଭୁଙ୍କୁ ପୁନର୍ବାର ପଚାରିଲେ। ତହିଁରେ ସଦାପ୍ରଭୁ ଉତ୍ତର ଦେଇ କହିଲେ, ଉଠ, କିୟୀଲାକୁ ଯାଅ; କାରଣ ଆମ୍ଭେ ପଲେଷ୍ଟୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା।


Swiv nou:

Piblisite


Piblisite