Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 24:1 - ଓଡିଆ ବାଇବେଲ

1 ଏଥିଉତ୍ତାରେ ଶାଉଲ ପଲେଷ୍ଟୀୟମାନଙ୍କ ପଶ୍ଚାଦ୍‍ଗମନରୁ ଫେରନ୍ତେ, ଲୋକମାନେ ତାଙ୍କୁ ଜଣାଇ କହିଲେ, ଦେଖନ୍ତୁ, ଦାଉଦ ଐନଗଦୀସ୍ଥ ପ୍ରାନ୍ତରରେ ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଶାଉଲ ପଲେଷ୍ଟୀୟମାନଙ୍କ ପଶ୍ଚାଦ୍-ଗମନରୁ ଫେରନ୍ତେ, ଲୋକମାନେ ତାଙ୍କୁ ଜଣାଇ କହିଲେ, ଦେଖନ୍ତୁ, ଦାଉଦ ଐନଗଦୀସ୍ଥ ପ୍ରାନ୍ତରରେ ଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଶାଉଲ ପଲେଷ୍ଟୀୟମାନଙ୍କ ପଶ୍ଚାଦ୍‍ଗମନରୁ ଫେରନ୍ତେ, ଲୋକମାନେ ତାଙ୍କୁ ଜଣାଇ କହିଲେ, ଦେଖନ୍ତୁ, ଦାଉଦ ଐନଗଦୀସ୍ଥ ପ୍ରାନ୍ତରରେ ଅଛି।

Gade chapit la Kopi

ପବିତ୍ର ବାଇବଲ

1 ଏହା ପରେ ଶାଉଲ ପଲେଷ୍ଟୀୟମାନଙ୍କ ପଶ୍ଚା‌‌ଦ୍‌ଗମନରୁ ଫେରିଲା ପରେ ଲୋକମାନେ ଶାଉଲଙ୍କୁ କହିଲେ ଯେ, “ଦାଉଦ ଐନଗଦୀସ୍ଥ ମରୁଭୂମିରେ ଅଛି।”

Gade chapit la Kopi




1 ଶାମୁୟେଲ 24:1
8 Referans Kwoze  

ସେମାନେ ଆପଣାମାନଙ୍କର ଦୁଷ୍ଟତା ଦ୍ୱାରା ରାଜାକୁ ଓ ଆପଣାମାନଙ୍କ ମିଥ୍ୟା ଦ୍ୱାରା ଅଧିପତିମାନଙ୍କୁ ଆନନ୍ଦିତ କରନ୍ତି।


ରକ୍ତପାତ କରିବା ପାଇଁ ନିନ୍ଦକମାନେ ତୁମ୍ଭ ମଧ୍ୟରେ ରହିଅଛନ୍ତି ଓ ତୁମ୍ଭ ମଧ୍ୟରେ ଲୋକମାନେ ପର୍ବତ ଉପରେ ଭୋଜନ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ଲମ୍ପଟାଚରଣ କରିଅଛନ୍ତି।


ଶାସନକର୍ତ୍ତା ଯେବେ ମିଥ୍ୟା କଥାରେ କାନ ଡେରେ, ତେବେ ତାହାର ସେବକ ସବୁ ଦୁଷ୍ଟ ହୁଅନ୍ତି।


ରାଜାର ସମ୍ମୁଖରୁ ଦୁଷ୍ଟମାନଙ୍କୁ ଦୂର କରିଦିଅ, ଆଉ, ତାହାର ସିଂହାସନ ଧର୍ମରେ ସୁସ୍ଥିର ହେବ।


ଏଉତ୍ତାରେ ସୀଫୀୟ ଲୋକମାନେ ଗିବୀୟାକୁ ଶାଉଲଙ୍କ କତିକି ଆସି କହିଲେ, ଦାଉଦ କ’ଣ ଆମ୍ଭମାନଙ୍କ ମଧ୍ୟରେ ମରୁଭୂମିର ଦକ୍ଷିଣ ଦିଗସ୍ଥ ହଖୀଲା ପର୍ବତର ବଣରେ ନାନା ଦୁର୍ଗମ ସ୍ଥାନରେ ଲୁଚି ରହି ନାହିଁ ?


ଓ ନିବ୍‍ଶନ୍‍ ଓ ଲବଣ ନଗର ଓ ଐନଗଦୀ; ଏସବୁ ଗ୍ରାମ ସମେତ ଛଅ ନଗର।


ଆଉ, ତହିଁ ନିକଟରେ ମତ୍ସ୍ୟଧାରୀମାନେ ଠିଆ ହେବେ; ଐନଗଦୀଠାରୁ ଐନଇଗ୍ଳଇମ୍‍ ପର୍ଯ୍ୟନ୍ତ ଜାଲ ପ୍ରସାରିବାର ସ୍ଥାନ ହେବ ଓ ମତ୍ସ୍ୟସବୁ ସ୍ୱ ସ୍ୱ ଜାତି ଅନୁସାରେ ମହାସମୁଦ୍ରର ମତ୍ସ୍ୟନ୍ୟାୟ ସଂଖ୍ୟାରେ ଅତିଶୟ ହେବେ।


Swiv nou:

Piblisite


Piblisite