1 ଶାମୁୟେଲ 24:6 - ଓଡିଆ ବାଇବେଲ6 ଏଣୁ ସେ ଆପଣା ଲୋକମାନଙ୍କୁ କହିଲେ, ମୁଁ ଯେ ସଦାପ୍ରଭୁଙ୍କ ଅଭିଷିକ୍ତ ମୋର ପ୍ରଭୁଙ୍କ ପ୍ରତିକୂଳରେ ହାତ ଉଠାଇବି, ସଦାପ୍ରଭୁ ଏହା କରିବାକୁ ମୋତେ ନ ଦେଉନ୍ତୁ; କାରଣ ସେ ସଦାପ୍ରଭୁଙ୍କ ଅଭିଷିକ୍ତ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଏଣୁ ସେ ଆପଣା ଲୋକମାନଙ୍କୁ କହିଲେ, ମୁଁ ଯେ ସଦାପ୍ରଭୁଙ୍କ ଅଭିଷିକ୍ତ ମୋର ପ୍ରଭୁଙ୍କ ପ୍ରତିକୂଳରେ ହାତ ଉଠାଇବି, ସଦାପ୍ରଭୁ ଏହା କରିବାକୁ ମୋତେ ନ ଦେଉନ୍ତୁ; କାରଣ ସେ ସଦାପ୍ରଭୁଙ୍କ ଅଭିଷିକ୍ତ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଣୁ ସେ ଆପଣା ଲୋକମାନଙ୍କୁ କହିଲେ, “ମୁଁ ଯେ ସଦାପ୍ରଭୁଙ୍କ ଅଭିଷିକ୍ତ ମୋର ପ୍ରଭୁଙ୍କ ପ୍ରତିକୂଳରେ ହାତ ଉଠାଇବି, ସଦାପ୍ରଭୁ ଏହା କରିବାକୁ ମୋତେ ନ ଦେଉନ୍ତୁ; କାରଣ ସେ ସଦାପ୍ରଭୁଙ୍କ ଅଭିଷିକ୍ତ।” Gade chapit laପବିତ୍ର ବାଇବଲ6 ଦାଉଦ ତାଙ୍କର ଲୋକମାନଙ୍କୁ କହିଲେ, “ସଦାପ୍ରଭୁ ବାରଣ କଲେ ଯେ, ମୋର ସ୍ୱାମୀ ବିରୁଦ୍ଧରେ ପୁଣି ଏପରି କରିବା ଉଚିତ୍। ମୋର ହସ୍ତ ତାଙ୍କ ବିରୁଦ୍ଧରେ ଉଠାଇବା, ଏହା ମୋ’ ପାଇଁ ଠିକ୍ ହେବ ନାହିଁ। କାରଣ ଶାଉଲ ସଦାପ୍ରଭୁଙ୍କର ମନୋନୀତ ରାଜା।” Gade chapit la |
ଦେଖ, ମୁଁ ଏଠାରେ ଅଛି; ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ଅଭିଷିକ୍ତଙ୍କ ସମ୍ମୁଖରେ, ମୋହର ବିରୁଦ୍ଧରେ ସାକ୍ଷ୍ୟ ଦିଅ; ମୁଁ କାହାର ଗୋରୁ ନେଇଅଛି ? ଅବା ମୁଁ କାହାର ଗଧ ନେଇଅଛି ? ଅବା ମୁଁ କାହାର ଅନ୍ୟାୟ କରିଅଛି ? ମୁଁ କାହା ପ୍ରତି ଉପଦ୍ରବ କରିଅଛି ? କିଅବା ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି ? ମୁଁ ତୁମ୍ଭମାନଙ୍କୁ ତାହା ଫେରାଇ ଦେବି।