1 ଶାମୁୟେଲ 24:7 - ଓଡିଆ ବାଇବେଲ7 ଏସବୁ କଥା ଦ୍ୱାରା ଦାଉଦ ଆପଣା ଲୋକମାନଙ୍କୁ ଦମନ କଲେ ଓ ଶାଉଲଙ୍କ ପ୍ରତିକୂଳରେ ସେମାନଙ୍କୁ ଉଠିବାକୁ ଦେଲେ ନାହିଁ। ଏଉତ୍ତାରେ ଶାଉଲ ଗୁମ୍ଫାରୁ ବାହାରି ଆପଣା ପଥରେ ଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)7 ଏସବୁ କଥା ଦ୍ଵାରା ଦାଉଦ ଆପଣା ଲୋକମାନଙ୍କୁ ଦମନ କଲେ ଓ ଶାଉଲଙ୍କ ପ୍ରତିକୂଳରେ ସେମାନଙ୍କୁ ଉଠିବାକୁ ଦେଲେ ନାହିଁ। ଏଉତ୍ତାରେ ଶାଉଲ ଗୁମ୍ପାରୁ ବାହାରି ଆପଣା ପଥରେ ଗଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏସବୁ କଥା ଦ୍ୱାରା ଦାଉଦ ଆପଣା ଲୋକମାନଙ୍କୁ ଦମନ କଲେ ଓ ଶାଉଲଙ୍କ ପ୍ରତିକୂଳରେ ସେମାନଙ୍କୁ ଉଠିବାକୁ ଦେଲେ ନାହିଁ। ଏଉତ୍ତାରେ ଶାଉଲ ଗୁମ୍ଫାରୁ ବାହାରି ଆପଣା ପଥରେ ଗଲେ। Gade chapit laପବିତ୍ର ବାଇବଲ7 ଦାଉଦ ତାଙ୍କର ଲୋକମାନଙ୍କୁ ଏପରି ଶାଉଲଙ୍କ ପଛରେ ଯିବା ବନ୍ଦ କରିବାକୁ ବାରଣ କଲେ ଏବଂ ତାଙ୍କୁ ବ୍ୟଥା ଅନୁଭବ କରିବା ଏବଂ ସେମାନଙ୍କୁ ଶାଉଲଙ୍କ ବିରୁଦ୍ଧରେ ଯିବା ଅଟକାଇଲେ। ଶାଉଲ ଗୁମ୍ଫାରୁ ବାହାରିଲେ ଓ ସେଠାରୁ ପଥଗମନ କଲେ। Gade chapit la |
ଦେଖ, ମୁଁ ଏଠାରେ ଅଛି; ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ଅଭିଷିକ୍ତଙ୍କ ସମ୍ମୁଖରେ, ମୋହର ବିରୁଦ୍ଧରେ ସାକ୍ଷ୍ୟ ଦିଅ; ମୁଁ କାହାର ଗୋରୁ ନେଇଅଛି ? ଅବା ମୁଁ କାହାର ଗଧ ନେଇଅଛି ? ଅବା ମୁଁ କାହାର ଅନ୍ୟାୟ କରିଅଛି ? ମୁଁ କାହା ପ୍ରତି ଉପଦ୍ରବ କରିଅଛି ? କିଅବା ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି ? ମୁଁ ତୁମ୍ଭମାନଙ୍କୁ ତାହା ଫେରାଇ ଦେବି।