Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 25:2 - ଓଡିଆ ବାଇବେଲ

2 ସେହି ସମୟରେ ମାୟୋନ୍‌ସ୍ଥିତ ଜଣେ ଲୋକ କର୍ମିଲରେ ବ୍ୟବସାୟ କରୁଥିଲା; ସେ ଅତି ବଡ଼ ଲୋକ ଓ ତାହାର ତିନି ସହସ୍ର ମେଷ ଓ ଏକ ସହସ୍ର ଛାଗୀ ଥିଲେ; ପୁଣି, ସେ କର୍ମିଲରେ ଆପଣା ମେଷଲୋମ ଛେଦନ କରୁଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେହି ସମୟରେ ମାୟୋନସ୍ଥିତ ଜଣେ ଲୋକ କର୍ମିଲରେ ବ୍ୟବସାୟ କରୁଥିଲା; ସେ ଅତି ବଡ଼ ଲୋକ ଓ ତାହାର ତିନି ସହସ୍ର ମେଷ ଓ ଏକ ସହସ୍ର ଛାଗୀ ଥିଲେ; ପୁଣି ସେ କର୍ମିଲରେ ଆପଣା ମେଷଲୋମ ଛେଦନ କରୁଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେହି ସମୟରେ ମାୟୋନ୍‌ସ୍ଥିତ ଜଣେ ଲୋକ କର୍ମିଲରେ ବ୍ୟବସାୟ କରୁଥିଲା; ସେ ଅତି ବଡ଼ ଲୋକ ଓ ତାହାର ତିନି ସହସ୍ର ମେଷ ଓ ଏକ ସହସ୍ର ଛାଗୀ ଥିଲେ; ପୁଣି, ସେ କର୍ମିଲରେ ଆପଣା ମେଷଲୋମ ଛେଦନ କରୁଥିଲା।

Gade chapit la Kopi

ପବିତ୍ର ବାଇବଲ

2 ମାୟୋନରେ ଜଣେ ଧନି ଲୋକ ବାସ କରୁଥିଲେ। ତାଙ୍କର 3,000 ମେଣ୍ଢା ଏବଂ 1,000 ଛେଳି ଥିଲା। ସେ ଲୋକ ଜଣକ କର୍ମିଲକୁ ମେଣ୍ଢାମାନଙ୍କର ଲୋମ କାଟିବାକୁ ଯାଇଥିଲା।

Gade chapit la Kopi




1 ଶାମୁୟେଲ 25:2
17 Referans Kwoze  

ତହୁଁ ସେମାନେ ଉଠି ଶାଉଲଙ୍କ ଆଗେ ସୀଫ୍‍କୁ ଗଲେ; ସେତେବେଳେ ଦାଉଦ ଓ ତାଙ୍କର ଲୋକମାନେ ମରୁଭୂମିର ଦକ୍ଷିଣସ୍ଥିତ ପଦାରେ ମାୟୋନ୍‍ ପ୍ରାନ୍ତରରେ ଥିଲେ।


ମାୟୋନ୍‍, କର୍ମିଲ ଓ ସୀଫ୍ ଓ ଯୁଟା


ସେତେବେଳେ କେହି ଜଣେ ତାମରକୁ ସମ୍ବାଦ ଦେଇ କହିଲା, “ଦେଖ, ତୁମ୍ଭ ଶ୍ୱଶୁର ଆପଣା ମେଷର ଲୋମ ଚ୍ଛେଦନ କରିବା ପାଇଁ ତିମ୍ନାକୁ ଯାଉଅଛି।”


ଏହିରୂପେ ସଦାପ୍ରଭୁ ଆୟୁବର ଆଦ୍ୟ ଅବସ୍ଥା ଅପେକ୍ଷା ଶେଷ ଅବସ୍ଥାକୁ ଅଧିକ ଆଶୀର୍ବାଦଯୁକ୍ତ କଲେ; ତହିଁରେ ତାହାର ଚଉଦ ହଜାର ମେଷ ଓ ଛଅ ହଜାର ଉଷ୍ଟ୍ର ଓ ଏକ ହଜାର ହଳ ବଳଦ ଓ ଏକ ହଜାର ଗର୍ଦ୍ଦଭୀ ହେଲେ।


ମଧ୍ୟ ତାହାର ସମ୍ପତ୍ତି ସାତ ହଜାର ମେଷ, ତିନି ହଜାର ଉଷ୍ଟ୍ର, ପାଞ୍ଚ ଶହ ହଳ ବଳଦ, ପାଞ୍ଚ ଶହ ଗର୍ଦ୍ଦଭୀ ଓ ଅନେକ ଦାସ ଦାସୀ ଥିଲେ। ତେଣୁ ସେ ପୂର୍ବଦେଶୀୟ ସମସ୍ତ ଲୋକଙ୍କ ଅପେକ୍ଷା ମହାନ୍ ହୋଇଥିଲା।


ସେହି ବର୍ସିଲ୍ଲୟ ଅଶୀ ବର୍ଷ ବୟସ୍କ ଅତି ବୃଦ୍ଧ ଲୋକ ଥିଲା; ଆଉ ସେ ଅତି ଧନୀ ଲୋକ ଥିବାରୁ ରାଜା ମହନୟିମରେ ଥିବା ବେଳେ ତାଙ୍କୁ ଖାଦ୍ୟସାମଗ୍ରୀ ଯୋଗାଇଥିଲା।


ପୁଣି, ଯିଷ୍ରିୟେଲୀୟା ଅହୀନୋୟମ୍‍ ଓ କର୍ମିଲୀୟ ନାବଲର ଭାର୍ଯ୍ୟା ଅବୀଗଲ ନାମ୍ନୀ ଦାଉଦଙ୍କର ଦୁଇ ଭାର୍ଯ୍ୟା ବନ୍ଦୀ ହୋଇଥିଲେ।


ଏନିମନ୍ତେ ସେ ବର୍ଦ୍ଧିଷ୍ଣୁ ହେଲେ, ପୁଣି, ସେ ଆହୁରି ଆହୁରି ବୃଦ୍ଧି ପାଇ ଅତି ମହାନ୍‍ ହେଲେ


ଅବ୍ରାମ ପଶୁ ଓ ସୁନା ରୂପାରେ ଅତିଶୟ ଧନବାନ ଥିଲେ।


ହେ ସଦାପ୍ରଭୁ, ଆପଣା ହସ୍ତ ଦ୍ୱାରା ଲୋକମାନଙ୍କଠାରୁ, ଯେଉଁମାନଙ୍କର ଅଂଶ ଇହଜୀବନରେ ଅଛି ଓ ଯେଉଁମାନଙ୍କ ଉଦର ତୁମ୍ଭେ ନିଜ ଧନରେ ପୂର୍ଣ୍ଣ କରୁଅଛ, ଏପରି ସାଂସାରିକ ଲୋକମାନଙ୍କଠାରୁ ମୋତେ ଉଦ୍ଧାର କର; ସେମାନେ ସନ୍ତାନସନ୍ତତିରେ ପରିତୃପ୍ତ ଓ ଆପଣା ଆପଣା ଶିଶୁଗଣ ନିମନ୍ତେ ଆପଣାମାନଙ୍କ ଅବଶିଷ୍ଟ ସମ୍ପତ୍ତି ଛାଡ଼ିଯା’ନ୍ତି।


ପୁଣି, ଶାମୁୟେଲ ଶାଉଲଙ୍କ ସହିତ ପ୍ରଭାତରେ ସାକ୍ଷାତ କରିବା ପାଇଁ ଶୀଘ୍ର ଉଠିଲେ, ତହୁଁ ଶାମୁୟେଲଙ୍କୁ ଏହି ସମ୍ବାଦ ଦିଆଗଲା ଯେ, ଶାଉଲ କର୍ମିଲକୁ ଆସିଥିଲେ, ଆଉ ଦେଖ, ସେ ଆପଣା ପାଇଁ ଜୟସ୍ତମ୍ଭ ସ୍ଥାପନ କରି ସେଠାରୁ ଫେରି, ପ୍ରସ୍ଥାନ କରି ଗିଲ୍‍ଗଲ୍‍କୁ ବାହାରି ଯାଇଅଛନ୍ତି।


ସେହି ସମୟରେ ଲାବନ ମେଷର ଲୋମ ଛେଦନ କରିବାକୁ ଯାଇଥିଲା; ପୁଣି, ରାହେଲ ଆପଣା ପିତାଙ୍କର ଠାକୁରମାନଙ୍କୁ ହରଣ କଲା।


ଅର୍ଥାତ୍‍, ଦୁଇଶହ ଛାଗୀ ଓ କୋଡ଼ିଏ ଛାଗ, ଦୁଇଶହ ମେଷୀ ଓ କୋଡିଏ ମେଷ,


ରାଜତ୍ୱପ୍ରାପ୍ତ ଦାସର ଭାର ଓ ଆହାରରେ ପରିତୃପ୍ତ ମୂଢ଼ର ଭାର; ବିବାହ ହେବା ଘୃଣ୍ୟ ସ୍ତ୍ରୀର ଭାର;


Swiv nou:

Piblisite


Piblisite