Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 25:3 - ଓଡିଆ ବାଇବେଲ

3 ସେହି ମନୁଷ୍ୟର ନାମ ନାବଲ ଓ ତାହାର ଭାର୍ଯ୍ୟାର ନାମ ଅବୀଗଲ; ସେହି ସ୍ତ୍ରୀ ବୁଦ୍ଧିମତୀ ଓ ରୂପବତୀ; ମାତ୍ର ସେହି ପୁରୁଷ କଟୁଭାଷୀ ଓ କୁକର୍ମକାରୀ ଓ ସେ କାଲେବ ବଂଶଜ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେହି ମନୁଷ୍ୟର ନାମ ନାବଲ ଓ ତାହାର ଭାର୍ଯ୍ୟାର ନାମ ଅବୀଗଲ; ସେହି ସ୍ତ୍ରୀ ବୁଦ୍ଧିମତୀ ଓ ରୂପବତୀ; ମାତ୍ର ସେହି ପୁରୁଷ କଟୁଭାଷୀ ଓ କୁକର୍ମକାରୀ ଓ ସେ କାଲେବ୍ ବଂଶଜ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେହି ମନୁଷ୍ୟର ନାମ ନାବଲ ଓ ତାହାର ଭାର୍ଯ୍ୟାର ନାମ ଅବୀଗଲ; ସେହି ସ୍ତ୍ରୀ ବୁଦ୍ଧିମତୀ ଓ ରୂପବତୀ; ମାତ୍ର ସେହି ପୁରୁଷ କଟୁଭାଷୀ ଓ କୁକର୍ମକାରୀ ଓ ସେ କାଲେବ ବଂଶଜ ଥିଲା।

Gade chapit la Kopi

ପବିତ୍ର ବାଇବଲ

3 ସେ ଲୋକ ଜଣକର ନାମ ନାବଲ ଥିଲା ଏବଂ ତାଙ୍କ ସ୍ତ୍ରୀର ନାମ ଅବୀଗଲ ଥିଲା, ସେ ଭାରି ସୁନ୍ଦରୀ ଓ ବୁଦ୍ଧିମତୀ ମଧ୍ୟ ଥିଲା। କିନ୍ତୁ ନାବଲ ଭାରି ନିର୍ଦ୍ଦୟ ଓ ପାପିଷ୍ଠ ଥିଲା। ସେ କାଲେବ ପରିବାରର ଥିଲା।

Gade chapit la Kopi




1 ଶାମୁୟେଲ 25:3
15 Referans Kwoze  

ଜ୍ଞାନବତୀ ସ୍ତ୍ରୀ ଆପଣା ଗୃହ ଗୁନ୍ଥେ; ମାତ୍ର ଅଜ୍ଞାନ ସ୍ୱହସ୍ତରେ ତାହା ଭାଙ୍ଗି ପକାଏ।


ଗୁଣବତୀ ସ୍ତ୍ରୀ କିଏ ପାଇପାରେ ? ମୁକ୍ତାଠାରୁ ହିଁ ତାହାର ମୂଲ୍ୟ ଅଧିକ।


କାରଣ ଦୁଷ୍ଟ ଆପଣା ମନୋବାଞ୍ଛା ବିଷୟରେ ଦର୍ପ କରେ; ଆଉ, ଲୋଭୀ ସଦାପ୍ରଭୁଙ୍କୁ ତ୍ୟାଗ କରେ, ମଧ୍ୟ ତାହାଙ୍କୁ ଅବଜ୍ଞା କରେ।


ସେ ଜ୍ଞାନରେ ଆପଣା ମୁଖ ଫିଟାଏ; ତାହାର ଜିହ୍ୱାରେ ଦୟାର ବ୍ୟବସ୍ଥା ଥାଏ।


ଏହେତୁ ଏବେ ତୁମ୍ଭର କି କର୍ତ୍ତବ୍ୟ, ଏହା ବିବେଚନା କରି ବୁଝ; କାରଣ ଆମ୍ଭମାନଙ୍କ କର୍ତ୍ତା ଓ ତାଙ୍କର ସମସ୍ତ ଗୃହ ପ୍ରତିକୂଳରେ ଅମଙ୍ଗଳ ସ୍ଥିର ହୋଇଅଛି; ମାତ୍ର ସେ ଏପରି ଦୁଷ୍ଟ ଲୋକ ଯେ, ତାଙ୍କୁ କେହି କିଛି କହି ନ ପାରେ।


ଆମ୍ଭେମାନେ କରେଥୀୟମାନଙ୍କ ଦକ୍ଷିଣାଞ୍ଚଳ ଆକ୍ରମଣ କଲୁ ଓ ଆମ୍ଭେମାନେ ସିକ୍ଲଗ୍‍କୁ ଅଗ୍ନିରେ ଓ ଯିହୁଦାର ଅଧିକାର ଓ କାଲେବର ଦକ୍ଷିଣାଞ୍ଚଳ ଦଗ୍ଧ କଲୁ।


ଏଥିଉତ୍ତାରେ ଯିହୋଶୂୟଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଯିହୁଦା-ସନ୍ତାନଗଣ ମଧ୍ୟରେ ଯିଫୁନ୍ନିର ପୁତ୍ର କାଲେବଙ୍କର ଭାଗ ନିମନ୍ତେ ହିବ୍ରୋଣ ନାମରେ ପ୍ରସିଦ୍ଧ କିରୀୟଥ୍‍-ଅର୍ବ ଦେଲେ, ଅର୍ବ ଅନାକର ପିତା ଥିଲା।


ଆଉ ନାବଲ ଆପଣା ମେଷର ଲୋମ ଛେଦନ କରୁଅଛି ବୋଲି ଦାଉଦ ପ୍ରାନ୍ତରରେ ଶୁଣିଲେ।


ଏଥିଉତ୍ତାରେ ମିସର ଦେଶରେ ପ୍ରବେଶ କରିବାକୁ ଉଦ୍ୟତ ହୁଅନ୍ତେ, ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ କହିଲେ, “ଶୁଣ, ତୁମ୍ଭେ ଦେଖିବାକୁ ସୁନ୍ଦରୀ, ତାହା ମୁଁ ଜାଣେ।


ବିନୟ କରୁଅଛି, ମୋହର ପ୍ରଭୁ, ସେହି ଦୁଷ୍ଟ ମନୁଷ୍ୟ ନାବଲକୁ ମନରେ ନ କରନ୍ତୁ; କାରଣ ତାହାର ନାମ ଯେପରି, ସେ ସେପରି; ତାହାର ନାମ ନାବଲ ଓ ମୂଢ଼ତା ତାହାଠାରେ ଅଛି; ମାତ୍ର ଆପଣଙ୍କ ଏହି ଦାସୀ ମୋହର ପ୍ରଭୁଙ୍କ ପ୍ରେରିତ ଯୁବାମାନଙ୍କୁ ଦେଖି ନାହିଁ।


ଗୃହ ଓ ଧନ ମାତା-ପିତାଙ୍କଠାରୁ ପ୍ରାପ୍ତ ଅଧିକାର; ମାତ୍ର ବୁଦ୍ଧିମତୀ ଭାର୍ଯ୍ୟା ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ହୁଏ।


ରାଜତ୍ୱପ୍ରାପ୍ତ ଦାସର ଭାର ଓ ଆହାରରେ ପରିତୃପ୍ତ ମୂଢ଼ର ଭାର; ବିବାହ ହେବା ଘୃଣ୍ୟ ସ୍ତ୍ରୀର ଭାର;


Swiv nou:

Piblisite


Piblisite