Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 26:17 - ଓଡିଆ ବାଇବେଲ

17 ସେତେବେଳେ ଶାଉଲ ଦାଉଦଙ୍କର ରବ ବାରି କହିଲେ, ହେ ମୋର ପୁତ୍ର ଦାଉଦ, ଏ କ’ଣ ତୁମ୍ଭର ରବ ? ତହିଁରେ ଦାଉଦ କହିଲେ, ମୋହର ରବ, ମୋହର ପ୍ରଭୁ, ମହାରାଜ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ସେତେବେଳେ ଶାଉଲ ଦାଉଦଙ୍କର ରବ ବାରି କହିଲେ, ହେ ମୋର ପୁତ୍ର ଦାଉଦ, ଏ କʼଣ ତୁମ୍ଭର ରବ? ତହିଁରେ ଦାଉଦ କହିଲେ, ମୋହର ରବ, ମୋହର ପ୍ରଭୁ, ମହାରାଜ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସେତେବେଳେ ଶାଉଲ ଦାଉଦଙ୍କର ରବ ବାରି କହିଲେ, “ହେ ମୋର ପୁତ୍ର ଦାଉଦ, ଏ କʼଣ ତୁମ୍ଭର ରବ?” ତହିଁରେ ଦାଉଦ କହିଲେ, “ମୋହର ରବ, ମୋହର ପ୍ରଭୁ, ମହାରାଜ।”

Gade chapit la Kopi

ପବିତ୍ର ବାଇବଲ

17 ଶାଉଲ ଦାଉଦଙ୍କ ସ୍ୱର ଜାଣିଥିଲେ। ଶାଉଲ କହିଲେ, “ଏହା କ’ଣ ତୁମ୍ଭ ସ୍ୱର ହେ ମୋହର ପୁତ୍ର ଦାଉଦ?” ଦାଉଦ ଉତ୍ତର ଦେଲେ, “ହଁ, ଏହା ମୋର ସ୍ୱର ଅଟେ। ହେ ମୋର ପ୍ରଭୁ, ମୋର ମହାଶୟ।”

Gade chapit la Kopi




1 ଶାମୁୟେଲ 26:17
4 Referans Kwoze  

ଦାଉଦ ଶାଉଲଙ୍କୁ ଏହିସବୁ କଥା କହିସାରିଲା ଉତ୍ତାରେ ଶାଉଲ କହିଲେ, ଆମ୍ଭର ପୁତ୍ର ଦାଉଦ, ଏ କ’ଣ ତୁମ୍ଭର ରବ ? ତହୁଁ ଶାଉଲ ରବ ଉଠାଇ ରୋଦନ କଲେ।


ଦାଉଦ ମଧ୍ୟ ତହିଁ ଉତ୍ତାରେ ଉଠି ଗୁମ୍ଫାରୁ ବାହାରକୁ ଗଲେ ଓ ଶାଉଲଙ୍କର ପଛେ ଡାକି କହିଲେ, ହେ ମୋହର ପ୍ରଭୁ, ମହାରାଜ। ତହିଁରେ ଶାଉଲ ଆପଣା ପଛକୁ ଅନାନ୍ତେ, ଦାଉଦ ଭୂମିଷ୍ଠ ହୋଇ ପ୍ରଣାମ କଲେ।


ତହିଁରେ ସେ ତାହା ଚିହ୍ନି କହିଲେ, “ଏହି ଅଙ୍ଗରଖା ତ ମୋ’ ପୁତ୍ରର; କୌଣସି ହିଂସ୍ରକ ଜନ୍ତୁ ତାହାକୁ ଖାଇ ପକାଇଅଛି, ଯୋଷେଫ ନିଶ୍ଚୟ ଖଣ୍ଡ ଖଣ୍ଡ ହୋଇ ବିଦୀର୍ଣ୍ଣ ହୋଇଅଛି।”


ପୁଣି, ସେ ଦାଉଦଙ୍କୁ କହିଲେ, ତୁମ୍ଭେ ମୋ’ଠାରୁ ଅଧିକ ଧାର୍ମିକ; କାରଣ ମୁଁ ତୁମ୍ଭର ମନ୍ଦ କଲେ ହେଁ ତୁମ୍ଭେ ମୋହର ଭଲ କରିଅଛ।


Swiv nou:

Piblisite


Piblisite