1 ଶାମୁୟେଲ 26:9 - ଓଡିଆ ବାଇବେଲ9 ଏଥିରେ ଦାଉଦ ଅବୀଶୟକୁ କହିଲେ, ତାଙ୍କୁ ବିନାଶ କର ନାହିଁ, କାରଣ ସଦାପ୍ରଭୁଙ୍କ ଅଭିଷିକ୍ତର ପ୍ରତିକୂଳରେ କିଏ ହସ୍ତ ବିସ୍ତାର କରି ନିର୍ଦ୍ଦୋଷ ହୋଇପାରେ ? Gade chapit laପବିତ୍ର ବାଇବଲ (Re-edited) - (BSI)9 ଏଥିରେ ଦାଉଦ ଅବୀଶୟକୁ କହିଲେ, ତାଙ୍କୁ ବିନାଶ କର ନାହିଁ, କାରଣ ସଦାପ୍ରଭୁଙ୍କ ଅଭିଷିକ୍ତର ପ୍ରତିକୂଳରେ କିଏ ହସ୍ତ ବିସ୍ତାର କରି ନିର୍ଦ୍ଦୋଷ ହୋଇପାରେ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଥିରେ ଦାଉଦ ଅବୀଶୟକୁ କହିଲେ, “ତାଙ୍କୁ ବିନାଶ କର ନାହିଁ, କାରଣ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ କିଏ ହସ୍ତ ବିସ୍ତାର କରି ନିର୍ଦ୍ଦୋଷ ହୋଇପାରେ?” Gade chapit laପବିତ୍ର ବାଇବଲ9 କିନ୍ତୁ ଦାଉଦ ଅବୀଶୟକୁ କହିଲେ, “ଶାଉଲଙ୍କୁ ମାର ନାହିଁ। ଯେକୌଣସି ଲୋକ ଯେବେ ସଦାପ୍ରଭୁଙ୍କ ଦ୍ୱାରା ବଛା ଯାଇଥିବା ରାଜାଙ୍କୁ ବଧ କରିବ ତାଙ୍କୁ ପ୍ରଭୁ ଦଣ୍ତ ଦେବେ। Gade chapit la |
ଦେଖ, ମୁଁ ଏଠାରେ ଅଛି; ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ଅଭିଷିକ୍ତଙ୍କ ସମ୍ମୁଖରେ, ମୋହର ବିରୁଦ୍ଧରେ ସାକ୍ଷ୍ୟ ଦିଅ; ମୁଁ କାହାର ଗୋରୁ ନେଇଅଛି ? ଅବା ମୁଁ କାହାର ଗଧ ନେଇଅଛି ? ଅବା ମୁଁ କାହାର ଅନ୍ୟାୟ କରିଅଛି ? ମୁଁ କାହା ପ୍ରତି ଉପଦ୍ରବ କରିଅଛି ? କିଅବା ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି ? ମୁଁ ତୁମ୍ଭମାନଙ୍କୁ ତାହା ଫେରାଇ ଦେବି।