Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 27:6 - ଓଡିଆ ବାଇବେଲ

6 ତହିଁରେ ଆଖୀଶ୍‍ ସେହି ଦିନ ତାହାକୁ ସିକ୍ଲଗ୍‍ ନଗର ଦେଲା; ଏହି ହେତୁ ଆଜି ପର୍ଯ୍ୟନ୍ତ ସିକ୍ଲଗ୍‍ ଯିହୁଦା ରାଜାମାନଙ୍କ ଅଧିକାରରେ ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତହିଁରେ ଆଖୀଶ୍ ସେହି ଦିନ ତାହାକୁ ସିକ୍ଳଗ୍ ନଗର ଦେଲାନ୍ତଏହି ହେତୁ ଅଦ୍ୟାପି ସିକ୍ଳଗ୍ ଯିହୁଦା ରାଜାମାନଙ୍କ ଅଧିକାରରେ ଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତହିଁରେ ଆଖୀଶ୍‍ ସେହି ଦିନ ତାହାକୁ ସିକ୍ଲଗ୍‍ ନଗର ଦେଲା; ଏହି ହେତୁ ଆଜି ପର୍ଯ୍ୟନ୍ତ ସିକ୍ଲଗ୍‍ ଯିହୁଦା ରାଜାମାନଙ୍କ ଅଧିକାରରେ ଅଛି।

Gade chapit la Kopi

ପବିତ୍ର ବାଇବଲ

6 ସେହି ଦିନ ଆଖୀଶ୍ ଦାଉଦଙ୍କୁ ସିକ୍ଳଗ୍ ନଗର ଦେଲା ଏବଂ ସିକ୍ଳଗ୍ ନଗର ଅଦ୍ୟାପି ସିକ୍ଳଗ୍ ଯିହୁଦା ରାଜାମାନଙ୍କ ଅଧିକାରରେ ଅଛି।

Gade chapit la Kopi




1 ଶାମୁୟେଲ 27:6
12 Referans Kwoze  

ଆଉ ସିକ୍ଲଗ୍‍ରେ, ମକୋନା ଓ ତହିଁର ଉପନଗରରେ;


ଓ ସିକ୍ଲଗ୍‍ ଓ ମଦ୍‍ମନ୍ନା ଓ ସନ୍‍ସନ୍ନା


ଦାଉଦ ସିକ୍ଲଗ୍‍କୁ ଯିବା ବେଳେ ମନଃଶି ସମ୍ବନ୍ଧୀୟ ଅଦ୍ନହ, ଯୋଷାବଦ୍‍, ଯିଦୀୟେଲ, ମୀଖାୟେଲ, ଯୋଷାବଦ୍‍, ଇଲୀହୂ ଓ ସିଲ୍ଲଥୟ, ଏହି ମନଃଶି-ବଂଶୀୟ ସହସ୍ରପତିମାନେ ତାଙ୍କର ପକ୍ଷ ହେଲେ।


ଯେଉଁ ସମୟରେ ଦାଉଦ କୀଶ୍‍ର ପୁତ୍ର ଶାଉଲଙ୍କର ଭୟରେ ଆପଣାକୁ ରୁଦ୍ଧ କରିଥିଲେ, ସେହି ସମୟରେ ଏହି ଲୋକମାନେ ସିକ୍ଲଗ୍‍କୁ ତାଙ୍କ ନିକଟକୁ ଆସିଥିଲେ; ସେମାନେ ଯୁଦ୍ଧରେ ତାଙ୍କର ସାହାଯ୍ୟକାରୀ ବୀରମାନଙ୍କ ମଧ୍ୟରେ ଗଣିତ ଥିଲେ।


ବଥୂୟେଲରେ, ହର୍ମାରେ, ସିକ୍ଲଗ୍‍ରେ,


ଶାଉଲଙ୍କ ମୃତ୍ୟୁୁ ପରେ, ଦାଉଦ ଅମାଲେକୀୟମାନଙ୍କୁ ବଧକରି ଫେରି ସିକ୍ଲଗ୍‍ ନଗରରେ ଦୁଇ ଦିନ ରହିଲେ।


ଆମ୍ଭେମାନେ କରେଥୀୟମାନଙ୍କ ଦକ୍ଷିଣାଞ୍ଚଳ ଆକ୍ରମଣ କଲୁ ଓ ଆମ୍ଭେମାନେ ସିକ୍ଲଗ୍‍କୁ ଅଗ୍ନିରେ ଓ ଯିହୁଦାର ଅଧିକାର ଓ କାଲେବର ଦକ୍ଷିଣାଞ୍ଚଳ ଦଗ୍ଧ କଲୁ।


ଏଉତ୍ତାରେ ଦାଉଦ ଓ ତାଙ୍କର ଲୋକମାନେ ତୃତୀୟ ଦିନରେ ସିକ୍ଲଗ୍‍ ନଗରରେ ଉପସ୍ଥିତ ହେଲେ, ସେସମୟକୁ ଅମାଲେକୀୟ ଲୋକମାନେ ଦକ୍ଷିଣାଞ୍ଚଳ ଓ ସିକ୍ଲଗ୍‍ ଆକ୍ରମଣ କରିଥିଲେ ଓ ସିକ୍ଲଗ୍‍କୁ ଆଘାତ କରି ଅଗ୍ନିରେ ଦଗ୍ଧ କରିଥିଲେ।


କାରଣ ସେ ଆପଣା ପ୍ରାଣ ହସ୍ତରେ ଧରି ସେହି ପଲେଷ୍ଟୀୟକୁ ବଧ କଲା, ତହିଁରେ ସଦାପ୍ରଭୁ ସମୁଦାୟ ଇସ୍ରାଏଲ ନିମନ୍ତେ ମହା ଉଦ୍ଧାର ସାଧନ କଲେ; ଆପଣ ତାହା ଦେଖିଥିଲେ ଓ ଆନନ୍ଦ କରିଥିଲେ; ତେବେ ଆପଣ ବିନା କାରଣରେ ଦାଉଦକୁ ବଧ କରି କାହିଁକି ନିର୍ଦ୍ଦୋଷ ରକ୍ତ ବିରୁଦ୍ଧରେ ପାପ କରିବେ ?


ଓ ସିକ୍ଲଗ୍‍ ଓ ବେଥ୍-ମର୍କାବୋତ୍‍ ଓ ହତ୍‍ସରସୂଷୀମ୍‍


ଏଥିଉତ୍ତାରେ ଦାଉଦ ଆଖୀଶ୍‍କୁ କହିଲେ, ଯେବେ ମୁଁ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ମୋହର ବାସ ନିମନ୍ତେ ଦେଶର ଲୋକମାନେ କୌଣସି ନଗରରେ ମୋତେ ସ୍ଥାନ ଦେଉନ୍ତୁ; କାହିଁକି ଆପଣଙ୍କ ଦାସ ଆପଣଙ୍କ ସହିତ ରାଜଧାନୀରେ ବାସ କରିବ ?


ମାତ୍ର ପଲେଷ୍ଟୀୟ ଅଧିପତିମାନେ ତାହା ଉପରେ କ୍ରୁଦ୍ଧ ହେଲେ ଓ ପଲେଷ୍ଟୀୟ ଅଧିପତିମାନେ ତାହାକୁ କହିଲେ, ତୁମ୍ଭେ ସେ ଲୋକକୁ ଫେରାଇ ଦିଅ, ତୁମ୍ଭେ ତାହା ପାଇଁ ଯେଉଁ ସ୍ଥାନ ନିରୂପଣ କରିଅଛ, ସେ ଆପଣାର ସେହି ସ୍ଥାନକୁ ଫେରିଯାଉ, ସେ ଆମ୍ଭମାନଙ୍କ ସଙ୍ଗରେ ଯୁଦ୍ଧକୁ ଯିବ ନାହିଁ, କେଜାଣି ଯୁଦ୍ଧ ସମୟରେ ସେ ଆମ୍ଭମାନଙ୍କର ବିପକ୍ଷ ହୋଇ ପଡ଼ିବ; ଏଇଟା ଆଉ କାହିଁରେ ଆପଣା ପ୍ରଭୁକୁ ପ୍ରସନ୍ନ କରିବ ? କି ଏହି ଲୋକମାନଙ୍କ ମସ୍ତକ ଦ୍ୱାରା ନୁହେଁ ?


Swiv nou:

Piblisite


Piblisite