Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 28:11 - ଓଡିଆ ବାଇବେଲ

11 ସେତେବେଳେ ସେହି ସ୍ତ୍ରୀ କହିଲା, ମୁଁ କାହାକୁ ତୁମ୍ଭ କତିକି ଉଠାଇ ଆଣିବି ? ସେ କହିଲେ, ମୋ’ କତିକି ଶାମୁୟେଲଙ୍କୁ ଉଠାଇ ଆଣ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ସେତେବେଳେ ସେହି ସ୍ତ୍ରୀ କହିଲା, ମୁଁ କାହାକୁ ତୁମ୍ଭ କତିକି ଉଠାଇ ଆଣିବି? ସେ କହିଲେ, ମୋʼ କତିକି ଶାମୁୟେଲଙ୍କୁ ଉଠାଇ ଆଣ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସେତେବେଳେ ସେହି ସ୍ତ୍ରୀ କହିଲା, “ମୁଁ କାହାକୁ ତୁମ୍ଭ କତିକି ଉଠାଇ ଆଣିବି?” ସେ କହିଲେ, “ମୋʼ କତିକି ଶାମୁୟେଲଙ୍କୁ ଉଠାଇ ଆଣ।”

Gade chapit la Kopi

ପବିତ୍ର ବାଇବଲ

11 ସ୍ତ୍ରୀଲୋକଟି କହିଲା, “ମୁଁ କାହାକୁ ତୁମ୍ଭ ନିକଟକୁ ଉଠାଇ ଆଣିବି।” ସେ କହିଲେ, “ମୋ’ ପାଖକୁ ଶାମୁୟେଲଙ୍କୁ ଉଠାଇ ଆଣ।”

Gade chapit la Kopi




1 ଶାମୁୟେଲ 28:11
5 Referans Kwoze  

ଏଥିରେ ଶାଉଲ ସଦାପ୍ରଭୁଙ୍କ ନାମରେ ଶପଥ କରି ତାହାକୁ କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କଥା ସକାଶୁ ତୁମ୍ଭ ପ୍ରତି କୌଣସି ଦଣ୍ଡ ବର୍ତ୍ତିବ ନାହିଁ।


ଏଥିରେ ସେ ସ୍ତ୍ରୀ ଶାମୁୟେଲଙ୍କୁ ଦେଖି ଉଚ୍ଚୈଃସ୍ୱରରେ କ୍ରନ୍ଦନ କଲା, ଆଉ ସେ ଶାଉଲଙ୍କୁ କହିଲା, ଆପଣ କାହିଁକି ମୋତେ ପ୍ରତାରଣା କଲେ ? କାରଣ ଆପଣ ଶାଉଲ।


କି ମୋହକ, କି ଭୂତୁଡ଼ିଆ, କି ଗୁଣିଆ, କି ପ୍ରେତପରାମର୍ଶୀ ଲୋକ ତୁମ୍ଭ ମଧ୍ୟରେ ଦେଖାଯିବ ନାହିଁ।


ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, ତୁମ୍ଭେ ମୋତେ ଉଠାଇ ଆଣି କାହିଁକି ବ୍ୟସ୍ତ କଲ ? ତହୁଁ ଶାଉଲ ଉତ୍ତର ଦେଲେ, ମୁଁ ଅତ୍ୟନ୍ତ ବିପଦଗ୍ରସ୍ତ ହୋଇଅଛି; କାରଣ ପଲେଷ୍ଟୀୟମାନେ ମୋ’ ସଙ୍ଗେ ଯୁଦ୍ଧ କରୁଅଛନ୍ତି ଓ ପରମେଶ୍ୱର ମୋତେ ତ୍ୟାଗ କରିଅଛନ୍ତି, ପୁଣି, ମୋତେ ଆଉ ଉତ୍ତର ଦେଉ ନାହାନ୍ତି, ନା ଭବିଷ୍ୟଦ୍‍ବକ୍ତାମାନଙ୍କ ହାତରେ, ନା ସ୍ୱପ୍ନରେ (ଉତ୍ତର ଦେଉ ନାହାନ୍ତି); ଏଥିପାଇଁ ମୁଁ କଅଣ କରିବି, ଏହା ମୋତେ ଜଣାଇବା ପାଇଁ ମୁଁ ତୁମ୍ଭକୁ ଡକାଇଲି।


ପୁଣି, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ କହିବେ, ଯେଉଁ ଭୂତୁଡ଼ିଆ ଓ ଗୁଣିଆମାନେ ଗଣ ଗଣ ଓ ଫୁସ୍‍ ଫୁସ୍‍ କରି କହନ୍ତି, ସେମାନଙ୍କର ଅନ୍ଵେଷଣ କର; (ତୁମ୍ଭେମାନେ କୁହ) ଲୋକମାନେ କ’ଣ ଆପଣାମାନଙ୍କ ପରମେଶ୍ୱରଙ୍କ ଅନ୍ଵେଷଣ କରିବେ ନାହିଁ ? ସେମାନେ କ’ଣ ଜୀବିତମାନଙ୍କ ସପକ୍ଷରେ ମୃତମାନଙ୍କର ଅନ୍ଵେଷଣ କରିବେ ?


Swiv nou:

Piblisite


Piblisite