Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 28:7 - ଓଡିଆ ବାଇବେଲ

7 ତେବେ ଶାଉଲ ଆପଣା ଦାସମାନଙ୍କୁ କହିଲେ, ମୋ’ ପାଇଁ ଗୋଟିଏ ଭୂତୁଡ଼ିଆ ସ୍ତ୍ରୀ ଖୋଜ, ମୁଁ ତାହା କତିକି ଯାଇ ତାହାଠାରୁ ବୁଝିବି। ଏଥିରେ ତାଙ୍କର ଦାସମାନେ ତାଙ୍କୁ କହିଲେ, ଦେଖନ୍ତୁ, ଐନ୍‍-ଦୋରରେ ଏକ ଭୂତୁଡ଼ିଆ ସ୍ତ୍ରୀ ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତେବେ ଶାଉଲ ଆପଣା ଦାସମାନଙ୍କୁ କହିଲେ, ମୋʼ ପାଇଁ ଗୋଟିଏ ଭୂତୁଡ଼ିଆ ସ୍ତ୍ରୀ ଖୋଜ, ମୁଁ ତାହା କତିକି ଯାଇ ତାହାଠାରୁ ବୁଝିବି। ଏଥିରେ ତାଙ୍କର ଦାସମାନେ ତାଙ୍କୁ କହିଲେ, ଦେଖନ୍ତୁ, ଐନଦୋରରେ ଏକ ଭୂତୁଡ଼ିଆ ସ୍ତ୍ରୀ ଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତେବେ ଶାଉଲ ଆପଣା ଦାସମାନଙ୍କୁ କହିଲେ, “ମୋʼ ପାଇଁ ଗୋଟିଏ ଭୂତୁଡ଼ିଆ ସ୍ତ୍ରୀ ଖୋଜ, ମୁଁ ତାହା କତିକି ଯାଇ ତାହାଠାରୁ ବୁଝିବି।” ଏଥିରେ ତାଙ୍କର ଦାସମାନେ ତାଙ୍କୁ କହିଲେ, “ଦେଖନ୍ତୁ, ଐନ୍‍-ଦୋରରେ ଏକ ଭୂତୁଡ଼ିଆ ସ୍ତ୍ରୀ ଅଛି।”

Gade chapit la Kopi

ପବିତ୍ର ବାଇବଲ

7 ତା'ପରେ ଶାଉଲ ନିଜର ଦାସମାନଙ୍କୁ ଆଦେଶ ଦେଲେ, “ମୋ’ ପାଇଁ ଏକ ସ୍ତ୍ରୀଲୋକ ଖୋଜ ଯେ କି ମୃତ ଲୋକମାନଙ୍କର ଆତ୍ମା ସହିତ କଥା ହୋଇ ପାରିବ। ମୁଁ ତାକୁ ପଗ୍ଭରିବି ଯାହାସବୁ ଘଟିବାକୁ ଯାଉଛି।” ତାଙ୍କର ଦାସମାନେ ତାଙ୍କୁ କହିଲେ, “ଐନ ନଗରରେ ଏହିପରି ଏକ ସ୍ତ୍ରୀଲୋକ ଅଛି।”

Gade chapit la Kopi




1 ଶାମୁୟେଲ 28:7
13 Referans Kwoze  

ଦିନେ ଆମ୍ଭେମାନେ ପ୍ରାର୍ଥନା ସ୍ଥାନକୁ ଯାଉ ଯାଉ ମନ୍ଦ ଆତ୍ମାବିଷ୍ଟ ଜଣେ ଦାସୀ ଆମ୍ଭମାନଙ୍କୁ ଭେଟିଲା, ତାହାର ଭାଗ୍ୟଗଣନା ଦ୍ୱାରା ତାହାର କର୍ତ୍ତାମାନଙ୍କର ବହୁତ ଲାଭ ହେଉଥିଲା ।


ସେମାନେ ଐନ୍‍-ଦୋର ନିକଟରେ ବିନଷ୍ଟ ହେଲେ; ସେମାନେ ଭୂମି ପାଇଁ ଖତ ସ୍ୱରୂପ ହେଲେ।


ଏହିରୂପେ ଶାଉଲ ସଦାପ୍ରଭୁଙ୍କ ବିରୁଦ୍ଧରେ କୃତ ଆପଣା ଅବିଶ୍ବସ୍ତତା ସକାଶୁ ମଲେ, କାରଣ ସେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ ନାହିଁ; ମଧ୍ୟ ସେ ଭୂତୁଡ଼ିଆଠାରୁ ମନ୍ତ୍ରଣା ମାଗି ସଦାପ୍ରଭୁଙ୍କୁ ପଚାରିଲେ ନାହିଁ।


ପୁଣି ଇଷାଖର ଓ ଆଶେର ମଧ୍ୟରେ ବେଥ୍-ଶାନ ଓ ତହିଁର ଉପନଗର, ଯିବ୍ଲିୟିମ ଓ ତହିଁର ଉପନଗର, ଦୋର ଓ ତହିଁର ଉପନଗର ନିବାସୀଗଣ, ଐନ୍‍-ଦୋର ଓ ତହିଁର ଉପନଗର ନିବାସୀଗଣ, ତାନକ୍‍ ଓ ତହିଁର ଉପନଗର ନିବାସୀଗଣ, ମଗିଦ୍ଦୋ ଓ ତହିଁର ଉପନଗର ନିବାସୀଗଣ, ଏହି ତିନି ଉପପର୍ବତ ମନଃଶି ପାଇଲା।


କାରଣ ଏହି ଦର୍ଶନ ଏବେ ହେଁ ନିରୂପିତ କାଳର ଅପେକ୍ଷା ଓ ପରିଣାମର ଆକାଂକ୍ଷା କରେ ଓ ତାହା ମିଥ୍ୟା ହେବ ନାହିଁ; ତାହା ବିଳମ୍ବ ହେଲେ ହେଁ ତହିଁ ପାଇଁ ଅପେକ୍ଷା କର; କାରଣ ତାହା ଅବଶ୍ୟ ଘଟିବ, ବିଳମ୍ବ ହେବ ନାହିଁ।


ତୁମ୍ଭେମାନେ ଭୂତୁଡ଼ିଆ କି ଗୁଣିଆମାନଙ୍କର ଅନୁସରଣ କର ନାହିଁ; ସେମାନଙ୍କ ଦ୍ୱାରା ଅପବିତ୍ର ହେବା ନିମନ୍ତେ ସେମାନଙ୍କର ଅନ୍ୱେଷଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଟୁ।


ଆଉ, ମିସରର ଆତ୍ମା ତାହା ମଧ୍ୟରେ ଶୂନ୍ୟ କରାଯିବ ଓ ଆମ୍ଭେ ତାହାର ମନ୍ତ୍ରଣା ଗ୍ରାସ କରିବା; ତହିଁରେ ସେମାନେ ପ୍ରତିମା, ମୋହକ, ଭୂତୁଡ଼ିଆ ଓ ଗୁଣିଆମାନଙ୍କର ଅନ୍ଵେଷଣ କରିବେ।


ପୁଣି ସେ ସେମାନଙ୍କ ସହିତ କଥାବାର୍ତ୍ତା କରୁ କରୁ ଦେଖ, ସେହି ଦୂତ ତାଙ୍କ ନିକଟକୁ ଓହ୍ଲାଇ ଆସିଲା; ଆଉ ସେ କହିଲା, “ଦେଖ, ଏହି ଅମଙ୍ଗଳ ସଦାପ୍ରଭୁଙ୍କଠାରୁ; ମୁଁ କାହିଁକି ଆଉ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରିବି ?”


ଏହି ସମୟକୁ ଶାମୁୟେଲ ମରିଯାଇଥିଲେ ଓ ସମୁଦାୟ ଇସ୍ରାଏଲ ତାଙ୍କ ପାଇଁ ଶୋକ କରି ତାଙ୍କର ନିଜ ନଗର ରାମାରେ ତାଙ୍କୁ କବର ଦେଇଥିଲେ। ପୁଣି, ଶାଉଲ ଭୂତୁଡ଼ିଆ ଓ ଗୁଣିଆ ଲୋକମାନଙ୍କୁ ଦେଶରୁ ଦୂର କରି ଦେଇଥିଲେ।


କି ମୋହକ, କି ଭୂତୁଡ଼ିଆ, କି ଗୁଣିଆ, କି ପ୍ରେତପରାମର୍ଶୀ ଲୋକ ତୁମ୍ଭ ମଧ୍ୟରେ ଦେଖାଯିବ ନାହିଁ।


Swiv nou:

Piblisite


Piblisite