Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 28:9 - ଓଡିଆ ବାଇବେଲ

9 ଏଥିରେ ସେ ସ୍ତ୍ରୀ କହିଲା, ଦେଖ, ଶାଉଲ ଯାହା କରିଅଛି, କିପରି ସେ ଭୂତୁଡ଼ିଆ ଓ ଗୁଣିଆମାନଙ୍କୁ ଦେଶରୁ ଉଚ୍ଛିନ୍ନ କରିଅଛି, ତାହା ତୁମ୍ଭେ ଜାଣ; ଏଣୁ ମୋହର ମୃତ୍ୟୁୁ ଘଟାଇବା ପାଇଁ କାହିଁକି ମୋହର ପ୍ରାଣ ବିରୁଦ୍ଧରେ ଫାନ୍ଦ ପାତୁଅଛ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଏଥିରେ ସେ ସ୍ତ୍ରୀ କହିଲା, ଦେଖ, ଶାଉଲ ଯାହା କରିଅଛି, କିପରି ସେ ଭୂତୁଡ଼ିଆ ଓ ଗୁଣିଆମାନଙ୍କୁ ଦେଶରୁ ଉଚ୍ଛିନ୍ନ କରିଅଛି, ତାହା ତୁମ୍ଭେ ଜାଣ; ଏଣୁ ମୋହର ମୃତ୍ୟୁ ଘଟାଇବା ପାଇଁ କିହେତୁ ମୋହର ପ୍ରାଣ ବିରୁଦ୍ଧରେ ଫାନ୍ଦ ପାତୁଅଛ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଥିରେ ସେ ସ୍ତ୍ରୀ କହିଲା, “ଦେଖ, ଶାଉଲ ଯାହା କରିଅଛି, କିପରି ସେ ଭୂତୁଡ଼ିଆ ଓ ଗୁଣିଆମାନଙ୍କୁ ଦେଶରୁ ଉଚ୍ଛିନ୍ନ କରିଅଛି, ତାହା ତୁମ୍ଭେ ଜାଣ; ଏଣୁ ମୋହର ମୃତ୍ୟୁୁ ଘଟାଇବା ପାଇଁ କାହିଁକି ମୋହର ପ୍ରାଣ ବିରୁଦ୍ଧରେ ଫାନ୍ଦ ପାତୁଅଛ?”

Gade chapit la Kopi

ପବିତ୍ର ବାଇବଲ

9 କିନ୍ତୁ ସ୍ତ୍ରୀଲୋକଟି ଶାଉଲଙ୍କୁ କହିଲା, “ତୁମ୍ଭେ ଜାଣ ଶାଉଲ ଯାହା କରିଅଛି। କିପରି ସେ ଭୂତୁଡ଼ିଆ ଓ ଗୁଣିଆମାନଙ୍କୁ ଇସ୍ରାଏଲ ଦେଶରୁ ବିତାଡ଼ିତ କରିଛି। ତୁମ୍ଭେ ମୋତେ ଫାନ୍ଦରେ ପକାଇ ମାରିବା ପାଇଁ ଗ୍ଭହୁଁଛ।”

Gade chapit la Kopi




1 ଶାମୁୟେଲ 28:9
5 Referans Kwoze  

ଏହି ସମୟକୁ ଶାମୁୟେଲ ମରିଯାଇଥିଲେ ଓ ସମୁଦାୟ ଇସ୍ରାଏଲ ତାଙ୍କ ପାଇଁ ଶୋକ କରି ତାଙ୍କର ନିଜ ନଗର ରାମାରେ ତାଙ୍କୁ କବର ଦେଇଥିଲେ। ପୁଣି, ଶାଉଲ ଭୂତୁଡ଼ିଆ ଓ ଗୁଣିଆ ଲୋକମାନଙ୍କୁ ଦେଶରୁ ଦୂର କରି ଦେଇଥିଲେ।


ତହୁଁ ଇସ୍ରାଏଲର ରାଜା ଏହି ପତ୍ର ପାଠ କରନ୍ତେ, ଆପଣା ବସ୍ତ୍ର ଚିରି କହିଲା, “ମାରିବାକୁ ଓ ବଞ୍ଚାଇବାକୁ ସମର୍ଥ ପରମେଶ୍ୱର କି ମୁଁ, ଯେ ଏହି ଲୋକ ଏକ ମନୁଷ୍ୟକୁ ତାହାର କୁଷ୍ଠରୋଗରୁ ସୁସ୍ଥ କରିବା ପାଇଁ ମୋ’ ନିକଟକୁ ପଠାଇଅଛି ? କିନ୍ତୁ ମୁଁ ବିନୟ କରୁଅଛି, ତୁମ୍ଭେମାନେ ବିବେଚନା କର, ସେ କିପରି ଆମ୍ଭ ବିରୁଦ୍ଧରେ ଛିଦ୍ର ଖୋଜୁଅଛି।”


ଯଦି ମୁଁ ତାହାର ପ୍ରାଣ ବିରୁଦ୍ଧରେ ବିଶ୍ୱାସଘାତକତା କରିଥା’ନ୍ତି, ତେବେ ତୁମ୍ଭେ ନିଜେ ତ ଅଲଗା ହୋଇ ଠିଆ ହୋଇଥା’ନ୍ତ; କାରଣ ରାଜାଙ୍କଠାରୁ କୌଣସି ବିଷୟ ଗୁପ୍ତ ରହେ ନାହିଁ।”


ତୁମ୍ଭେମାନେ ଭୂତୁଡ଼ିଆ କି ଗୁଣିଆମାନଙ୍କର ଅନୁସରଣ କର ନାହିଁ; ସେମାନଙ୍କ ଦ୍ୱାରା ଅପବିତ୍ର ହେବା ନିମନ୍ତେ ସେମାନଙ୍କର ଅନ୍ୱେଷଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଟୁ।


ଏଥିରେ ଶାଉଲ ସଦାପ୍ରଭୁଙ୍କ ନାମରେ ଶପଥ କରି ତାହାକୁ କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କଥା ସକାଶୁ ତୁମ୍ଭ ପ୍ରତି କୌଣସି ଦଣ୍ଡ ବର୍ତ୍ତିବ ନାହିଁ।


Swiv nou:

Piblisite


Piblisite