1 ଶାମୁୟେଲ 3:3 - ଓଡିଆ ବାଇବେଲ3 ଓ ପରମେଶ୍ୱରଙ୍କ ସିନ୍ଦୁକ ଯେଉଁ ସ୍ଥାନରେ ଥାଏ, ଏପରି ସଦାପ୍ରଭୁଙ୍କ ମନ୍ଦିରରେ ପରମେଶ୍ୱରଙ୍କ ପ୍ରଦୀପ ଲିଭିବା ପୂର୍ବେ ଯେତେବେଳେ ଶାମୁୟେଲ ଶୋଇଥିଲେ, Gade chapit laପବିତ୍ର ବାଇବଲ (Re-edited) - (BSI)3 ଓ ପରମେଶ୍ଵରଙ୍କ ସିନ୍ଦୁକ ଯେଉଁ ସ୍ଥାନରେ ଥାଏ, ଏପରି ସଦାପ୍ରଭୁଙ୍କ ମନ୍ଦିରରେ ପରମେଶ୍ଵରଙ୍କ ପ୍ରଦୀପ ଲିଭିବା ପୂର୍ବେ ଯେତେବେଳେ ଶାମୁୟେଲ ଶୋଇଥିଲେ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଓ ପରମେଶ୍ୱରଙ୍କ ସିନ୍ଦୁକ ଯେଉଁ ସ୍ଥାନରେ ଥାଏ, ଏପରି ସଦାପ୍ରଭୁଙ୍କ ମନ୍ଦିରରେ ପରମେଶ୍ୱରଙ୍କ ପ୍ରଦୀପ ଲିଭିବା ପୂର୍ବେ ଯେତେବେଳେ ଶାମୁୟେଲ ଶୋଇଥିଲେ, Gade chapit laପବିତ୍ର ବାଇବଲ3 ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଯେଉଁ ସ୍ଥାନରେ ଥାଏ, ଏମନ୍ତ ସଦାପ୍ରଭୁଙ୍କ ପବିତ୍ର ମନ୍ଦିରରେ ସଦାପ୍ରଭୁଙ୍କ ପ୍ରଦୀପ ଲିଭିବା ପୂର୍ବରୁ ଯେତେବେଳେ ଶାମୁୟେଲ ଶୋଇଥିଲେ, Gade chapit la |
ସେମାନେ ପ୍ରତି ପ୍ରଭାତରେ ଓ ପ୍ରତି ସନ୍ଧ୍ୟାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ସୁଗନ୍ଧି ଧୂପ ଦଗ୍ଧ କରୁଅଛନ୍ତି; ସେମାନେ ପବିତ୍ର ମେଜ ଉପରେ ଦର୍ଶନୀୟ ରୁଟି ଓ ପ୍ରତି ସନ୍ଧ୍ୟାରେ ଜ୍ୱଳାଇବା ପାଇଁ ପ୍ରଦୀପ ସହିତ ସ୍ୱର୍ଣ୍ଣମୟ ଦୀପବୃକ୍ଷ ସଜାନ୍ତି; କାରଣ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରକ୍ଷଣୀୟ ରକ୍ଷା କରୁଅଛୁ; ମାତ୍ର ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିଅଛ।