Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 3:7 - ଓଡିଆ ବାଇବେଲ

7 ସେସମୟରେ ଶାମୁୟେଲ ସଦାପ୍ରଭୁଙ୍କର ପରିଚୟ ପାଇ ନ ଥିଲେ, କିଅବା ସଦାପ୍ରଭୁଙ୍କ ବାକ୍ୟ ତାଙ୍କ ପ୍ରତି ପ୍ରକାଶିତ ହୋଇ ନ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସେସମୟରେ ଶାମୁୟେଲ ସଦାପ୍ରଭୁଙ୍କର ପରିଚୟ ପାଇ ନ ଥିଲେ, କିଅବା ସଦାପ୍ରଭୁଙ୍କ ବାକ୍ୟ ତାଙ୍କ ପ୍ରତି ପ୍ରକାଶିତ ହୋଇ ନ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେସମୟରେ ଶାମୁୟେଲ ସଦାପ୍ରଭୁଙ୍କର ପରିଚୟ ପାଇ ନ ଥିଲେ, କିଅବା ସଦାପ୍ରଭୁଙ୍କ ବାକ୍ୟ ତାଙ୍କ ପ୍ରତି ପ୍ରକାଶିତ ହୋଇ ନ ଥିଲା।

Gade chapit la Kopi

ପବିତ୍ର ବାଇବଲ

7 ସେ ସମୟରେ ଶାମୁୟେଲ ସଦାପ୍ରଭୁଙ୍କୁ ଜାଣି ନ ଥିଲା, କାରଣ ସଦାପ୍ରଭୁ ତାଙ୍କଠାରେ ତାଙ୍କର ବାକ୍ୟ କଥା ପ୍ରକାଶ କରି ନ ଥିଲେ।

Gade chapit la Kopi




1 ଶାମୁୟେଲ 3:7
5 Referans Kwoze  

ସେ ସେମାନଙ୍କୁ ପଚାରିଲେ, ବିଶ୍ୱାସ କରିବା ସମୟରେ କ'ଣ ତୁମ୍ଭେମାନେ ପବିତ୍ର ଆତ୍ମାଙ୍କୁ ପାଇଥିଲ ? ସେମାନେ ତାହାଙ୍କୁ ଉତ୍ତର ଦେଲେ, ନା ପବିତ୍ର ଆତ୍ମା ଯେ ଦତ୍ତ ହୋଇଅଛନ୍ତି, ତାହା ସୁଦ୍ଧା ଆମ୍ଭେମାନେ ଶୁଣିନାହୁଁ ।


ମାତ୍ର ଯେବେ କେହି ଦର୍ପ କରେ, ତେବେ ସେ ଆମ୍ଭକୁ ଚିହ୍ନେ ଓ ଜାଣେ ବୋଲି ଦର୍ପ କରୁ; ଆମ୍ଭେ ସଦାପ୍ରଭୁ, ପୃଥିବୀରେ ସ୍ନେହପୂର୍ଣ୍ଣ କରୁଣା, ବିଚାର ଓ ଧର୍ମ ସାଧନ କରୁ, କାରଣ ସଦାପ୍ରଭୁ କହନ୍ତି, ଏସବୁରେ ଆମ୍ଭର ସନ୍ତୋଷ ଥାଏ।”


ଶିଶୁ ଥିବା ସମୟରେ ମୁଁ ଶିଶୁ ପରି କଥା କହୁଥିଲି, ଶିଶୁ ପରି ଭାବୁଥିଲି, ଶିଶୁ ପରି ବିଚାର କରୁଥିଲି; ବୟସପ୍ରାପ୍ତ ହୁଅନ୍ତେ ମୁଁ ଶିଶୁର ବିଷୟସବୁ ପରିତ୍ୟାଗ କଲି ।


ଏଉତ୍ତାରେ ସଦାପ୍ରଭୁ ଶାମୁୟେଲ ବୋଲି ପୁନର୍ବାର ଡାକିଲେ। ତହୁଁ ଶାମୁୟେଲ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା ? ସେ ଉତ୍ତର ଦେଲେ, ହେ ପୁତ୍ର, ମୁଁ ଡାକି ନାହିଁ; ଫେରିଯାଇ ଶୁଅ।


ଏଉତ୍ତାରେ ସଦାପ୍ରଭୁ ପୁନର୍ବାର ତୃତୀୟ ଥର ଶାମୁୟେଲଙ୍କୁ ଡାକିଲେ। ତହୁଁ ସେ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା ? ଏଥିରେ ସଦାପ୍ରଭୁ ଯେ ବାଳକକୁ ଡାକୁଅଛନ୍ତି, ଏହା ଏଲି ବୁଝିଲେ।


Swiv nou:

Piblisite


Piblisite