Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 30:2 - ଓଡିଆ ବାଇବେଲ

2 ପୁଣି, ତନ୍ମଧ୍ୟସ୍ଥିତ ସ୍ତ୍ରୀମାନଙ୍କୁ ଓ ସାନ ବଡ଼ ସମସ୍ତଙ୍କୁ ବନ୍ଦୀ କରି ନେଇ ଯାଇଥିଲେ; ସେମାନେ କାହାକୁ ବଧ ନ କରି ସମସ୍ତଙ୍କୁ ନେଇ ଆପଣା ପଥରେ ଚାଲି ଯାଇଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି ତନ୍ମଧ୍ୟସ୍ଥିତ ସ୍ତ୍ରୀମାନଙ୍କୁ ଓ ସାନ ବଡ଼ ସମସ୍ତଙ୍କୁ ବନ୍ଦୀ କରି ନେଇ ଯାଇଥିଲେ; ସେମାନେ କାହାକୁ ବଧ ନ କରି ସମସ୍ତଙ୍କୁ ନେଇ ଆପଣା ପଥରେ ଚାଲି ଯାଇଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ତନ୍ମଧ୍ୟସ୍ଥିତ ସ୍ତ୍ରୀମାନଙ୍କୁ ଓ ସାନ ବଡ଼ ସମସ୍ତଙ୍କୁ ବନ୍ଦୀ କରି ନେଇ ଯାଇଥିଲେ; ସେମାନେ କାହାକୁ ବଧ ନ କରି ସମସ୍ତଙ୍କୁ ନେଇ ଆପଣା ପଥରେ ଚାଲି ଯାଇଥିଲେ।

Gade chapit la Kopi

ପବିତ୍ର ବାଇବଲ

2 ସେମାନେ ସିକ୍ଳ‌ଗ୍‌ର ସମସ୍ତ ସ୍ତ୍ରୀଲୋକମାନଙ୍କୁ ବନ୍ଦୀକରି ଆଣିଥିଲେ ଏବଂ ସେମାନେ ସମସ୍ତ ବୃଦ୍ଧ ଓ ସମସ୍ତ ଯୁବକମାନଙ୍କୁ ବନ୍ଦୀ କରି ଆଣିଥିଲେ। ସେମାନେ କାହାରିକୁ ମାରି ଦେଇ ନ ଥିଲେ। ସେମାନଙ୍କୁ ହତ୍ୟା କରିବା ପରିବର୍ତ୍ତେ ସେମାନଙ୍କୁ ନିଜ ନିଜ ପଥରେ ନେଇ ଯାଇଥିଲେ।

Gade chapit la Kopi




1 ଶାମୁୟେଲ 30:2
6 Referans Kwoze  

ପୁଣି, ଦାଉଦ ଏପରି କରନ୍ତି ଓ ପଲେଷ୍ଟୀୟମାନଙ୍କ ଦେଶରେ ବାସ କରିବା ସମୟାବଧି ଏପରି କରିବାର ତାଙ୍କର ରୀତି ହୋଇଅଛି, ଏହି କଥା କେହି ଅବା ଆମ୍ଭମାନଙ୍କ ବିରୁଦ୍ଧରେ କହିବ ବୋଲି ଭାବି ଦାଉଦ ଗାଥ୍‍କୁ ଆଣିବା ପାଇଁ ପୁରୁଷ କି ସ୍ତ୍ରୀ କାହାକୁ ଜୀବିତ ରଖନ୍ତି ନାହିଁ।


ମନୁଷ୍ୟର କ୍ରୋଧ ନିତାନ୍ତ ତୁମ୍ଭର ପ୍ରଶଂସା କରିବ; ତୁମ୍ଭେ କ୍ରୋଧର ଅବଶେଷ ଦ୍ୱାରା ଆପଣା କଟିବନ୍ଧନ କରିବ।


ତୁମ୍ଭେ ଏପର୍ଯ୍ୟନ୍ତ ଆସିବ, ମାତ୍ର ଆଉ ବଢ଼ିବ ନାହିଁ ଓ ଏହିଠାରେ ତୁମ୍ଭର ଗର୍ବିତ ତରଙ୍ଗ ନିବାରିତ ହେବ ବୋଲି କହିଲୁ; ସେତେବେଳେ କିଏ କବାଟ ଦେଇ ସମୁଦ୍ରକୁ ରୁଦ୍ଧ କଲା ?


ପୁଣି, ସେମାନଙ୍କର ସାନ କି ବଡ଼, ପୁତ୍ର କି କନ୍ୟା, ଲୁଟଦ୍ରବ୍ୟ କି ଯାହା କିଛି ଅମାଲେକୀୟମାନେ ନେଇଥିଲେ, ତହିଁରୁ କିଛି ଊଣା ହେଲା ନାହିଁ; ଦାଉଦ ସବୁ ଫେରି ପାଇଲେ।


ପୁଣି, ଦାଉଦ ଓ ତାଙ୍କର ଲୋକମାନେ ନଗରରେ ଉପସ୍ଥିତ ହୁଅନ୍ତେ, ଦେଖ, ନଗର ଅଗ୍ନିରେ ଦଗ୍ଧ ଓ ସେମାନଙ୍କ ଭାର୍ଯ୍ୟା, ପୁତ୍ର ଓ କନ୍ୟାଗଣ ବନ୍ଦୀ ରୂପେ ନୀତ ହୋଇଅଛନ୍ତି।


Swiv nou:

Piblisite


Piblisite