Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 4:13 - ଓଡିଆ ବାଇବେଲ

13 ପୁଣି, ସେ ଉପସ୍ଥିତ ହେବା ସମୟରେ, ଦେଖ, ଏଲି ବାଟ ପାଖରେ ଅପେକ୍ଷା କରି ଆପଣା ଆସନରେ ବସି ରହିଅଛନ୍ତି; କାରଣ ପରମେଶ୍ୱରଙ୍କ ସିନ୍ଦୁକ ନିମନ୍ତେ ତାଙ୍କର ଅନ୍ତଃକରଣ କମ୍ପିତ ହେଉଥିଲା। ଏଥିରେ ସେହି ଲୋକ ନଗରକୁ ଆସି ସମ୍ବାଦ ଦିଅନ୍ତେ, ନଗରଯାକ କାନ୍ଦି ଉଠିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ପୁଣି ସେ ଉପସ୍ଥିତ ହେବା ସମୟରେ, ଦେଖ, ଏଲି ବାଟ ପାଖରେ ଅପେକ୍ଷା କରି ଆପଣା ଆସନରେ ବସି ରହିଅଛନ୍ତି; କାରଣ ପରମେଶ୍ଵରଙ୍କ ସିନ୍ଦୁକ ନିମନ୍ତେ ତାଙ୍କର ଅନ୍ତଃକରଣ କମ୍ପିତ ହେଉଥିଲା। ଏଥିରେ ସେହି ଲୋକ ନଗରକୁ ଆସି ସମ୍ଵାଦ ଦିଅନ୍ତେ, ନଗରଯାକ କାନ୍ଦି ଉଠିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପୁଣି, ସେ ଉପସ୍ଥିତ ହେବା ସମୟରେ, ଦେଖ, ଏଲି ବାଟ ପାଖରେ ଅପେକ୍ଷା କରି ଆପଣା ଆସନରେ ବସି ରହିଅଛନ୍ତି; କାରଣ ପରମେଶ୍ୱରଙ୍କ ସିନ୍ଦୁକ ନିମନ୍ତେ ତାଙ୍କର ଅନ୍ତଃକରଣ କମ୍ପିତ ହେଉଥିଲା। ଏଥିରେ ସେହି ଲୋକ ନଗରକୁ ଆସି ସମ୍ବାଦ ଦିଅନ୍ତେ, ନଗରଯାକ କାନ୍ଦି ଉଠିଲେ।

Gade chapit la Kopi

ପବିତ୍ର ବାଇବଲ

13 ସେହି ସମୟରେ ଏଲି ଫାଟକ ପାଖରେ ବସି ଅପେକ୍ଷା କରିଥିଲେ, କାରଣ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ନିମନ୍ତେ ତାଙ୍କର ହୃଦୟ ଉତ୍କଣ୍ଠିତ ଥିଲା। ଇତ୍ୟବସରରେ ସେହିଲୋକ ସମ୍ବାଦ ଦେଲା ଏବଂ ନଗରଯାକ ଉଚ୍ଚସ୍ୱରରେ କାନ୍ଦି ଉଠିଲେ।

Gade chapit la Kopi




1 ଶାମୁୟେଲ 4:13
9 Referans Kwoze  

ଏହିରୂପେ ଏକ ସମୟରେ ସେମାନେ ଶୀଲୋରେ ଭୋଜନପାନ ସମାପ୍ତ କଲା ଉତ୍ତାରେ ହାନ୍ନା ଉଠିଲା। ସେସମୟରେ ଏଲି ଯାଜକ ସଦାପ୍ରଭୁଙ୍କ ମନ୍ଦିର-ଦ୍ୱାରବନ୍ଧ ନିକଟସ୍ଥ ଆପଣା ଆସନରେ ବସିଥିଲେ।


ଆଉ ସେ ପରମେଶ୍ୱରଙ୍କ ସିନ୍ଦୁକ ବିଷୟ କହିବା କ୍ଷଣେ ଏପରି ଘଟିଲା ଯେ, ଏଲି ଦ୍ୱାର ପାଖରେ ଆପଣା ଆସନରୁ ପଛଆଡ଼େ ପଡ଼ିଗଲେ, ତହୁଁ ତାଙ୍କର ବେକ ଭାଙ୍ଗିଯାଇ ସେ ମଲେ; କାରଣ ସେ ବୃଦ୍ଧ ଲୋକ ଓ ଭାରୀ ଥିଲେ। ସେ ଚାଳିଶ ବର୍ଷ ଇସ୍ରାଏଲର ବିଚାର କଲେ।


ହେ ସଦାପ୍ରଭୁ, ମୁଁ ତୁମ୍ଭର ନିବାସ-ଗୃହକୁ ଓ ତୁମ୍ଭ ଗୌରବର ବାସସ୍ଥାନକୁ ସ୍ନେହ କରେ।


କାରଣ କିଣାନୀୟମାନେ ଓ ଏ ଦେଶ ନିବାସୀ ସମସ୍ତେ ଏହା ଶୁଣିବେ, ପୁଣି ଆମ୍ଭମାନଙ୍କୁ ଚାରିଆଡ଼େ ଘେରି ପୃଥିବୀରୁ ଆମ୍ଭମାନଙ୍କ ନାମ ଉଚ୍ଛିନ୍ନ କରିବେ, ତହିଁରେ ତୁମ୍ଭେ ଆପଣା ମହାନାମ ନିମନ୍ତେ କ’ଣ କରିବ?


ପୁଣି, ଏଲି ସେହି କ୍ରନ୍ଦନ ଶବ୍ଦ ଶୁଣି କହିଲେ, ଏହି କୋଳାହଳ ଶବ୍ଦର ଅଭିପ୍ରାୟ କଅଣ ? ତହୁଁ ସେହି ଲୋକ ଶୀଘ୍ର ଆସି ଏଲିଙ୍କୁ ସମ୍ବାଦ ଦେଲା।


ହେ ଅରୋୟେର ନିବାସିନୀ, ତୁମ୍ଭେ ପଥ ପାର୍ଶ୍ୱରେ ଠିଆ ହୋଇ ନିରୀକ୍ଷଣ କର; ପୁଣି, ପଳାତକ ଲୋକକୁ ଓ ରକ୍ଷାପ୍ରାପ୍ତା ସ୍ତ୍ରୀକୁ ପଚାର; “କଅଣ କରାଯାଇଅଛି କୁହ ?”


Swiv nou:

Piblisite


Piblisite