Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 4:17 - ଓଡିଆ ବାଇବେଲ

17 ତହୁଁ ସମାଚାର ଆଣିବା ଲୋକ ଉତ୍ତର କରି କହିଲା, ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇଲେ ଓ ଲୋକମାନଙ୍କ ମଧ୍ୟରେ ମହାସଂହାର ହେଲା; ମଧ୍ୟ ତୁମ୍ଭର ଦୁଇ ପୁତ୍ର ହଫ୍‍ନି ଓ ପୀନହସ୍‍ ମଲେ, ପୁଣି, ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ତହୁଁ ସମାଚାର ଆଣିବା ଲୋକ ଉତ୍ତର କରି କହିଲା, ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇଲେ ଓ ଲୋକମାନଙ୍କ ମଧ୍ୟରେ ମହାସଂହାର ହେଲା; ମଧ୍ୟ ତୁମ୍ଭର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ମଲେ, ପୁଣି ପରମେଶ୍ଵରଙ୍କ ସିନ୍ଦୁକ ଧରାଗଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତହୁଁ ସମାଚାର ଆଣିବା ଲୋକ ଉତ୍ତର କରି କହିଲା, “ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇଲେ ଓ ଲୋକମାନଙ୍କ ମଧ୍ୟରେ ମହାସଂହାର ହେଲା; ମଧ୍ୟ ତୁମ୍ଭର ଦୁଇ ପୁତ୍ର ହଫ୍ନି ଓ ପୀନହସ୍‍ ମଲେ, ପୁଣି, ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା।”

Gade chapit la Kopi

ପବିତ୍ର ବାଇବଲ

17 ତହୁଁ ସମାଗ୍ଭର ଆଣିଥିବା ଲୋକ ଉତ୍ତର ଦେଇ କହିଲା, “ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ଦୌଡ଼ି ପଳାଇଲେ। ଇସ୍ରାଏଲୀୟ ସୈନ୍ୟବାହିନୀ ତାଙ୍କର ବହୁତ ସୈନ୍ୟ ହରାଇଲେ। ତୁମ୍ଭର ଦୁଇ ପୁତ୍ର ହ‌ଫ୍‌ନି ଓ ପୀନହସ୍ ମଲେ ଓ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ନେଇଗଲେ।”

Gade chapit la Kopi




1 ଶାମୁୟେଲ 4:17
8 Referans Kwoze  

ତହୁଁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଦେଖ, ଆମ୍ଭେ ଇସ୍ରାଏଲ ମଧ୍ୟରେ ଏକ କର୍ମ କରିବା, ଯେ ପ୍ରତ୍ୟେକ ଲୋକ ତାହା ଶୁଣିବ, ତାହାର ଦୁଇ କର୍ଣ୍ଣ ଝାଁ ଝାଁ ହେବ।


ପୁଣି, ତୁମ୍ଭର ଦୁଇ ପୁତ୍ର ହଫ୍‍ନି ଓ ପୀନହସ୍‍ ପ୍ରତି ଯାହା ଘଟିବ, ତାହା ତୁମ୍ଭ ପାଇଁ ଚିହ୍ନ ସ୍ୱରୂପ ହେବ; ସେ ଦୁହେଁ ଏକ ଦିନରେ ମରିବେ।


ପୁଣି, ସେହି ମନୁଷ୍ୟ ଏଲିଙ୍କୁ କହିଲା, ଆମ୍ଭେ ସୈନ୍ୟ ମଧ୍ୟରୁ ଆଗତ ଲୋକ ଓ ଆମ୍ଭେ ଆଜି ସୈନ୍ୟ ମଧ୍ୟରୁ ପଳାଇ ଆସିଲୁ। ତହିଁରେ ସେ କହିଲେ, ହେ ପୁତ୍ର, କି କଥା ହେଲା ?


ଆଉ ସେ ପରମେଶ୍ୱରଙ୍କ ସିନ୍ଦୁକ ବିଷୟ କହିବା କ୍ଷଣେ ଏପରି ଘଟିଲା ଯେ, ଏଲି ଦ୍ୱାର ପାଖରେ ଆପଣା ଆସନରୁ ପଛଆଡ଼େ ପଡ଼ିଗଲେ, ତହୁଁ ତାଙ୍କର ବେକ ଭାଙ୍ଗିଯାଇ ସେ ମଲେ; କାରଣ ସେ ବୃଦ୍ଧ ଲୋକ ଓ ଭାରୀ ଥିଲେ। ସେ ଚାଳିଶ ବର୍ଷ ଇସ୍ରାଏଲର ବିଚାର କଲେ।


ପୁଣି, ସେ ବନ୍ଦୀତ୍ୱରେ ଆପଣା ପରାକ୍ରମ ଓ ବିପକ୍ଷ ହସ୍ତରେ ଆପଣା ଗୌରବ ସମର୍ପଣ କଲେ।


ସେମାନଙ୍କ ଯାଜକଗଣ ଖଡ୍ଗରେ ପତିତ ହେଲେ ଓ ସେମାନଙ୍କ ବିଧବାଗଣ କିଛି ବିଳାପ କଲେ ନାହିଁ।


ଆମ୍ଭେ ଏଲି ବିରୁଦ୍ଧରେ ତାହାର ପରିବାର ବିଷୟରେ ଯାହା ଯାହା କହିଅଛୁ, ସେସମସ୍ତ ପ୍ରଥମାବଧି ଶେଷ ପର୍ଯ୍ୟନ୍ତ ସେହିଦିନ ସଫଳ କରିବା।


Swiv nou:

Piblisite


Piblisite