Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 4:7 - ଓଡିଆ ବାଇବେଲ

7 ତହିଁରେ ପଲେଷ୍ଟୀୟମାନେ ଭୀତ ହୋଇ କହିଲେ, ପରମେଶ୍ୱର ଛାଉଣିକୁ ଆସିଅଛନ୍ତି। ଆହୁରି ସେମାନେ କହିଲେ, ହାୟ ହାୟ ! ପୂର୍ବରେ ଏପରି କେବେ ହୋଇ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତହିଁରେ ପଲେଷ୍ଟୀୟମାନେ ଭୀତ ହୋଇ କହିଲେ, ପରମେଶ୍ଵର ଛାଉଣିକି ଆସିଅଛନ୍ତି। ଆହୁରି ସେମାନେ କହିଲେ, ହାୟ ହାୟ ! ପୂର୍ବରେ ଏପରି କେବେ ହୋଇ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତହିଁରେ ପଲେଷ୍ଟୀୟମାନେ ଭୀତ ହୋଇ କହିଲେ, “ପରମେଶ୍ୱର ଛାଉଣିକୁ ଆସିଅଛନ୍ତି।” ଆହୁରି ସେମାନେ କହିଲେ, “ହାୟ ହାୟ! ପୂର୍ବରେ ଏପରି କେବେ ହୋଇ ନାହିଁ।

Gade chapit la Kopi

ପବିତ୍ର ବାଇବଲ

7 ତହିଁରେ ପଲେଷ୍ଟୀୟମାନେ ଭୀତ ହୋଇ କହିଲେ, “ପରମେଶ୍ୱର ଛାଉଣିକି ଆସି ଅଛନ୍ତି, ଆହୁରି ମଧ୍ୟ ସେମାନେ କହିଲେ, ହାୟ! ଆମ୍ଭେମାନେ ଅସୁବିଧାରେ ଅଛୁ। ଏହା ପୂର୍ବରୁ ଏପରି କେବେ ହୋଇ ନାହିଁ।

Gade chapit la Kopi




1 ଶାମୁୟେଲ 4:7
6 Referans Kwoze  

ଯେବେ ସେମାନଙ୍କର ଶୈଳ ସେମାନଙ୍କୁ ବିକ୍ରୟ କରିଦେଇ ନ ଥା’ନ୍ତେ ଓ ଯେବେ ସଦାପ୍ରଭୁ ସେମାନଙ୍କୁ ସମର୍ପଣ କରି ଦେଇ ନ ଥା’ନ୍ତେ, ତେବେ ସହସ୍ର ଜଣଙ୍କୁ ଏକ ଜଣ କିପରି ତଡ଼ି ଦିଅନ୍ତା, ପୁଣି ଦଶ ସହସ୍ର ଜଣଙ୍କୁ ଦୁଇ ଜଣ କିପରି ବିମୁଖ କରନ୍ତେ ?


ସେ ସେମାନଙ୍କ ରଥର ଚକ୍ର ବାହାର କରି ପକାନ୍ତେ, ସେମାନେ ଅତି କଷ୍ଟରେ ରଥ ଚଳାଇଲେ; ତହିଁରେ ମିସ୍ରୀୟ ଲୋକମାନେ କହିଲେ, “ଆସ, ଆମ୍ଭେମାନେ ଇସ୍ରାଏଲ ସମ୍ମୁଖରୁ ପଳାଇ ଯାଉ; କାରଣ ସଦାପ୍ରଭୁ ସେମାନଙ୍କର ସପକ୍ଷ ହୋଇ ମିସ୍ରୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି।”


ତହୁଁ ପଲେଷ୍ଟୀୟମାନେ ସେହି ଜୟଧ୍ୱନି ଶୁଣି କହିଲେ, ଏବ୍ରୀୟମାନଙ୍କ ଛାଉଣିରେ ଏହି ମହାଜୟଧ୍ୱନି ଶବ୍ଦର ଅଭିପ୍ରାୟ କଅଣ ? ଆଉ ସେମାନେ ଜାଣିଲେ ଯେ, ସଦାପ୍ରଭୁଙ୍କ ସିନ୍ଦୁକ ଛାଉଣିକୁ ଆସିଅଛି।


ହାୟ ହାୟ ! ଏହି ବଳବାନ ଦେବଗଣ ହସ୍ତରୁ ଆମ୍ଭମାନଙ୍କୁ କିଏ ଉଦ୍ଧାର କରିବ ? ଏହି ଦେବଗଣ ପ୍ରାନ୍ତରରେ ସର୍ବ ପ୍ରକାର ଆଘାତ ଦ୍ୱାରା ମିସ୍ରୀୟମାନଙ୍କୁ ଆଘାତ କରିଥିଲେ।


ସଦାପ୍ରଭୁ ତୁମ୍ଭମାନଙ୍କ ନିମନ୍ତେ ଯୁଦ୍ଧ କରିବେ, ତୁମ୍ଭେମାନେ ନୀରବ ରହିବ।


Swiv nou:

Piblisite


Piblisite