Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 6:11 - ଓଡିଆ ବାଇବେଲ

11 ଆଉ ସେମାନେ ଶଗଡ଼ ଉପରେ ସଦାପ୍ରଭୁଙ୍କ ସିନ୍ଦୁକ ଓ ସ୍ୱର୍ଣ୍ଣ ମୂଷିକ ଓ ସେମାନଙ୍କ ଅର୍ଶ-ପ୍ରତିମାର ସିନ୍ଦୁକ ରଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଆଉ ସେମାନେ ଶଗଡ଼ ଉପରେ ସଦାପ୍ରଭୁଙ୍କ ସିନ୍ଦୁକ ଓ ସ୍ଵର୍ଣ୍ଣ ମୂଷିକ ଓ ସେମାନଙ୍କ ଅର୍ଶ-ପ୍ରତିମାର ସିନ୍ଦୁକ ରଖିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆଉ ସେମାନେ ଶଗଡ଼ ଉପରେ ସଦାପ୍ରଭୁଙ୍କ ସିନ୍ଦୁକ ଓ ସ୍ୱର୍ଣ୍ଣ ମୂଷିକ ଓ ସେମାନଙ୍କ ଅର୍ଶ-ପ୍ରତିମାର ସିନ୍ଦୁକ ରଖିଲେ।

Gade chapit la Kopi

ପବିତ୍ର ବାଇବଲ

11 ଆଉ ସେମାନେ ଶଗଡ଼ ଉପରେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ଓ ସ୍ୱର୍ଣ୍ଣମୂଷିକ ଓ ସେମାନଙ୍କ ଅର୍ଶ ପ୍ରତିମାର ସିନ୍ଦୁକ ରଖିଲେ।

Gade chapit la Kopi




1 ଶାମୁୟେଲ 6:11
7 Referans Kwoze  

ପୁଣି, ସେମାନେ ଗୋଟିଏ ନୂତନ ଶଗଡ଼ରେ ପରମେଶ୍ୱରଙ୍କ ସିନ୍ଦୁକକୁ ଅବୀନାଦବର ଗୃହରୁ ବାହାର କରି ବୋହି ଆଣିଲେ; ଆଉ ଉଷ ଓ ଅହୀୟୋ ଶଗଡ଼ ଚଳାଇଲେ।


ପୁଣି ସେମାନେ ପରମେଶ୍ୱରଙ୍କ ସିନ୍ଦୁକ ଏକ ନୂଆ ଶଗଡ଼ରେ ରଖି ପର୍ବତସ୍ଥ ଅବୀନାଦବର ଗୃହରୁ ଆଣିଲେ; ପୁଣି ଅବୀନାଦବର ପୁତ୍ର ଉଷ ଓ ଅହୀୟୋ ସେହି ନୂଆ ଶଗଡ଼ ଚଳାଇଲେ।


ସଦାପ୍ରଭୁ ତୁମ୍ଭକୁ ମିସ୍ରୀୟ ବଥ ଓ ଅର୍ଶ ଓ ଜାଦୁ ଓ କୁଣ୍ଡିଆ ଦ୍ୱାରା ଆଘାତ କରିବେ, ଏହି ସବୁରୁ ତୁମ୍ଭେ ସୁସ୍ଥ ହୋଇ ପାରିବ ନାହିଁ।


ତହୁଁ ସେମାନେ ପଚାରିଲେ, ଆମ୍ଭେମାନେ କି ପ୍ରକାର ଦୋଷାର୍ଥକ ଉପହାର ତାହାଙ୍କ ନିକଟକୁ ଫେରି ପଠାଇବା ? ଏଥିରେ ସେମାନେ କହିଲେ, ପଲେଷ୍ଟୀୟମାନଙ୍କ ଅଧିପତିଗଣର ସଂଖ୍ୟାନୁସାରେ ସ୍ୱର୍ଣ୍ଣମୟ ପାଞ୍ଚ ଅର୍ଶ ଓ ସ୍ୱର୍ଣ୍ଣମୟ ପାଞ୍ଚ ମୂଷିକ, କାରଣ ତୁମ୍ଭ ସମସ୍ତଙ୍କୁ ଓ ତୁମ୍ଭମାନଙ୍କ ଅଧିପତିଗଣଙ୍କୁ ଏକରୂପ ମହାମାରୀ ଘଟିଥିଲା।


ତହିଁରେ ଲୋକମାନେ ସେପରି କଲେ; ପୁଣି, ଦୁଇ ଦୁଗ୍ଧବତୀ ଗାଭୀ ନେଇ ଶଗଡ଼ରେ ଯୋଚିଲେ ଓ ସେମାନଙ୍କ ବାଛୁରିକୁ ଘରେ ବନ୍ଦ କଲେ।


ତହୁଁ ସେହି ଗାଭୀମାନେ ସଳଖ ପଥ ଧରି ବେଥ୍-ଶେମଶକୁ ଯିବା ବାଟରେ ଗଲେ; ସେମାନେ ଯାଉ ଯାଉ ହମ୍ବାରବ ପକାଇ ସଡ଼କରେ ଗଲେ, ଦକ୍ଷିଣକୁ କି ବାମକୁ ଫେରିଲେ ନାହିଁ; ଆଉ ସେମାନଙ୍କ ପଛେ ପଛେ ପଲେଷ୍ଟୀୟ ଅଧିପତିମାନେ ବେଥ୍-ଶେମଶ ସୀମା ପର୍ଯ୍ୟନ୍ତ ଗଲେ।


Swiv nou:

Piblisite


Piblisite