Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 6:18 - ଓଡିଆ ବାଇବେଲ

18 ପୁଣି, ବେଥ୍-ଶେମଶୀୟ ଯିହୋଶୂୟର କ୍ଷେତ୍ରସ୍ଥିତ ଯେଉଁ ବଡ଼ ପଥର ଆଜି ପର୍ଯ୍ୟନ୍ତ ଅଛି, ଯହିଁ ଉପରେ ସେମାନେ ସଦାପ୍ରଭୁଙ୍କ ସିନ୍ଦୁକ ରଖିଥିଲେ, ସେପର୍ଯ୍ୟନ୍ତ ପାଞ୍ଚ ଅଧିପତିଙ୍କ ଅଧୀନସ୍ଥ ପ୍ରାଚୀରବେଷ୍ଟିତ ନଗର ହେଉ କି ଦେଶୀୟ ଗ୍ରାମମାନ ହେଉ, ପଲେଷ୍ଟୀୟମାନଙ୍କ ନଗରସକଳର ସଂଖ୍ୟାନୁସାରେ ସ୍ୱର୍ଣ୍ଣମୟ ମୂଷିକ ପଠାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ପୁଣି ବୈଥ୍-ଶେମଶୀୟ ଯିହୋଶୂୟର କ୍ଷେତ୍ରସ୍ଥିତ ଯେଉଁ ବଡ଼ ପଥର ଆଜି ପର୍ଯ୍ୟନ୍ତ ଅଛି, ଯହିଁ ଉପରେ ସେମାନେ ସଦାପ୍ରଭୁଙ୍କ ସିନ୍ଦୁକ ରଖିଥିଲେ, ସେପର୍ଯ୍ୟନ୍ତ ପାଞ୍ଚ ଅଧିପତିଙ୍କ ଅଧୀନସ୍ଥ ପ୍ରାଚୀରବେଷ୍ଟିତ ନଗର ହେଉ କି ଦେଶୀୟ ଗ୍ରାମମାନ ହେଉ, ପଲେଷ୍ଟୀୟମାନଙ୍କ ନଗର-ସକଳର ସଂଖ୍ୟାନୁସାରେ ସ୍ଵର୍ଣ୍ଣମୟ ମୂଷିକ ପଠାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପୁଣି, ବେଥ୍-ଶେମଶୀୟ ଯିହୋଶୂୟର କ୍ଷେତ୍ରସ୍ଥିତ ଯେଉଁ ବଡ଼ ପଥର ଆଜି ପର୍ଯ୍ୟନ୍ତ ଅଛି, ଯହିଁ ଉପରେ ସେମାନେ ସଦାପ୍ରଭୁଙ୍କ ସିନ୍ଦୁକ ରଖିଥିଲେ, ସେପର୍ଯ୍ୟନ୍ତ ପାଞ୍ଚ ଅଧିପତିଙ୍କ ଅଧୀନସ୍ଥ ପ୍ରାଚୀର-ବେଷ୍ଟିତ ନଗର ହେଉ କି ଦେଶୀୟ ଗ୍ରାମମାନ ହେଉ, ପଲେଷ୍ଟୀୟମାନଙ୍କ ନଗରସକଳର ସଂଖ୍ୟାନୁସାରେ ସ୍ୱର୍ଣ୍ଣମୟ ମୂଷିକ ପଠାଇଲେ।

Gade chapit la Kopi

ପବିତ୍ର ବାଇବଲ

18 ସେମାନେ ମଧ୍ୟ ସୁବର୍ଣ୍ଣର ମୂଷିକମାନଙ୍କର ନ‌କ୍‌ସା ପଠାଇଲେ। ଏହି ସୁବର୍ଣ୍ଣ ମୂଷିକମାନଙ୍କର ସଂଖ୍ୟା, ପାଞ୍ଚ ଜଣ ପଲେଷ୍ଟୀୟ ଶାସକମାନଙ୍କର ନଗରର ସଂଖ୍ୟା ସହିତ ସମାନ। ଏହି ନଗରର ଗ୍ଭରିପଟେ ପ୍ରାଚୀର ବେଷ୍ଟିତ ଓ ଗ୍ରାମ ବେଷ୍ଟିତ ଥିଲା। ବୈଥ୍-ଶେମଶର ଲୋକମାନେ ସଦାପ୍ରଭୁଙ୍କର ନିୟମ-ସିନ୍ଦୁକ ପଥର ଉପରେ ରଖିଲେ।

Gade chapit la Kopi




1 ଶାମୁୟେଲ 6:18
4 Referans Kwoze  

ଅର୍ଥାତ୍‍, ମିସର-ସମ୍ମୁଖସ୍ଥିତ ଶୀହୋରଠାରୁ ଇକ୍ରୋଣର ଉତ୍ତରସୀମା ପର୍ଯ୍ୟନ୍ତ କିଣାନୀୟମାନଙ୍କ ଦେଶ; ଘସାତୀୟ ଓ ଅସ୍‍ଦୋଦୀୟ, ଅସ୍କିଲୋନୀୟ, ଗାଥୀୟ ଓ ଇକ୍ରୋଣୀୟ, ପଲେଷ୍ଟୀୟ ଏହି ପାଞ୍ଚ ଅଧିପତିମାନଙ୍କ ଦେଶ;


ସେହିସବୁ ନଗର ଉଚ୍ଚ ପ୍ରାଚୀର ଓ ଦ୍ୱାର ଓ ଅର୍ଗଳରେ ସୁରକ୍ଷିତ ଥିଲା; ତାହା ଛଡ଼ା ଅନେକ ପ୍ରାଚୀରହୀନ ନଗର ଥିଲା।


ତହୁଁ ସେମାନେ ପଚାରିଲେ, ଆମ୍ଭେମାନେ କି ପ୍ରକାର ଦୋଷାର୍ଥକ ଉପହାର ତାହାଙ୍କ ନିକଟକୁ ଫେରି ପଠାଇବା ? ଏଥିରେ ସେମାନେ କହିଲେ, ପଲେଷ୍ଟୀୟମାନଙ୍କ ଅଧିପତିଗଣର ସଂଖ୍ୟାନୁସାରେ ସ୍ୱର୍ଣ୍ଣମୟ ପାଞ୍ଚ ଅର୍ଶ ଓ ସ୍ୱର୍ଣ୍ଣମୟ ପାଞ୍ଚ ମୂଷିକ, କାରଣ ତୁମ୍ଭ ସମସ୍ତଙ୍କୁ ଓ ତୁମ୍ଭମାନଙ୍କ ଅଧିପତିଗଣଙ୍କୁ ଏକରୂପ ମହାମାରୀ ଘଟିଥିଲା।


Swiv nou:

Piblisite


Piblisite