Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 7:13 - ଓଡିଆ ବାଇବେଲ

13 ଏହି ପ୍ରକାରେ ପଲେଷ୍ଟୀୟମାନେ ବଶୀଭୂତ ହୋଇ ଇସ୍ରାଏଲର ଅଞ୍ଚଳ ମଧ୍ୟକୁ ଆଉ ଆସିଲେ ନାହିଁ; ପୁଣି, ଶାମୁୟେଲଙ୍କର ଯାବଜ୍ଜୀବନ ସଦାପ୍ରଭୁଙ୍କ ହସ୍ତ ପଲେଷ୍ଟୀୟମାନଙ୍କର ପ୍ରତିକୂଳ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଏହି ପ୍ରକାରେ ପଲେଷ୍ଟୀୟମାନେ ବଶୀଭୂତ ହୋଇ ଇସ୍ରାଏଲର ଅଞ୍ଚଳ ମଧ୍ୟକୁ ଆଉ ଆସିଲେ ନାହିଁ; ପୁଣି ଶାମୁୟେଲଙ୍କର ଯାବଜ୍ଜୀବନ ସଦାପ୍ରଭୁଙ୍କ ହସ୍ତ ପଲେଷ୍ଟୀୟ-ମାନଙ୍କର ପ୍ରତିକୂଳ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏହି ପ୍ରକାରେ ପଲେଷ୍ଟୀୟମାନେ ବଶୀଭୂତ ହୋଇ ଇସ୍ରାଏଲର ଅଞ୍ଚଳ ମଧ୍ୟକୁ ଆଉ ଆସିଲେ ନାହିଁ; ପୁଣି, ଶାମୁୟେଲଙ୍କର ଯାବଜ୍ଜୀବନ ସଦାପ୍ରଭୁଙ୍କ ହସ୍ତ ପଲେଷ୍ଟୀୟମାନଙ୍କର ପ୍ରତିକୂଳ ହେଲା।

Gade chapit la Kopi

ପବିତ୍ର ବାଇବଲ

13 ପଲେଷ୍ଟୀୟମାନେ ପରାସ୍ତ ହେଲେ। ସେମାନେ ପୁଣି ଇସ୍ରାଏଲରେ ପ୍ରବେଶ କଲେ ନାହିଁ। ସଦାପ୍ରଭୁ ଶାମୁୟେଲଙ୍କ ଅବଶିଷ୍ଟ ଜୀବନ କାଳରେ ପଲେଷ୍ଟୀୟଙ୍କ ବିରୁଦ୍ଧରେ ଗଲେ।

Gade chapit la Kopi




1 ଶାମୁୟେଲ 7:13
12 Referans Kwoze  

ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ; ତହିଁରେ ସଦାପ୍ରଭୁ ଚାଳିଶବର୍ଷ ଯାଏ ସେମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରେ ସମର୍ପଣ କଲେ।


କାରଣ ଦେଖ, ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ, ଆଉ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ; ଯେହେତୁ ସେ ବାଳକ ଗର୍ଭାବଧି ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ହେବ ଓ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କରିବାକୁ ଆରମ୍ଭ କରିବ।


ପୁଣି, ସେମାନେ ତାହା ନେଇ ଗଲା ଉତ୍ତାରେ ଏପରି ହେଲା ଯେ, ସଦାପ୍ରଭୁଙ୍କ ହସ୍ତ ନଗର ବିରୁଦ୍ଧରେ ଅତି ମହା ବ୍ୟାକୁଳତାଜନକ ହେଲା; ପୁଣି, ସେ ନଗରସ୍ଥ ସାନ ବଡ଼ ଉଭୟଙ୍କୁ ଆଘାତ କଲେ ଓ ସେମାନଙ୍କଠାରେ ଅର୍ଶ ରୋଗ ବାହାରିଲା।


ଏହିରୂପେ ମିଦୀୟନ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ବଶୀଭୂତ ହେଲା ଓ ସେମାନେ ଆଉ ଆପଣାମାନଙ୍କ ମସ୍ତକ ଉଠାଇଲେ ନାହିଁ। ତହୁଁ ଗିଦିୟୋନ୍‍ଙ୍କର ସମୟରେ ଦେଶ ଚାଳିଶ ବର୍ଷ ବିଶ୍ରାମ ପାଇଲା।


ଏଥିଉତ୍ତାରେ ସଦାପ୍ରଭୁ ଯିରୁବ୍ବାଲକୁ ଓ ବଦାନକୁ ଓ ଯିପ୍ତହକୁ ଓ ଶାମୁୟେଲଙ୍କୁ ପଠାଇ ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ରକ୍ଷା କଲେ, ତହିଁରେ ତୁମ୍ଭେମାନେ ନିର୍ଭୟରେ ବାସ କଲ।


ଏଥିଉତ୍ତାରେ ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ ଓ ଦାଉଦ ପଲେଷ୍ଟୀୟମାନଙ୍କ ହସ୍ତରୁ ଗାଥ୍ ଏବଂ ମାତୃନଗରର କର୍ତ୍ତୃତ୍ୱ ନେଲେ।


Swiv nou:

Piblisite


Piblisite