Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 8:17 - ଓଡିଆ ବାଇବେଲ

17 ସେ ତୁମ୍ଭମାନଙ୍କ ମେଷପଲର ଦଶମାଂଶ ନେବ ଓ ତୁମ୍ଭେମାନେ ତାହାର ଦାସ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ସେ ତୁମ୍ଭମାନଙ୍କ ମେଷପଲର ଦଶମାଂଶ ନେବ ଓ ତୁମ୍ଭେମାନେ ତାହାର ଦାସ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସେ ତୁମ୍ଭମାନଙ୍କ ମେଷପଲର ଦଶମାଂଶ ନେବ ଓ ତୁମ୍ଭେମାନେ ତାହାର ଦାସ ହେବ।

Gade chapit la Kopi

ପବିତ୍ର ବାଇବଲ

17 ସେ ତୁମ୍ଭମାନଙ୍କର ଗୋଠର ଏକ-ଦଶମାଂଶ ନେଇଯିବେ। “ଏବଂ ତୁମ୍ଭେମାନେ ରାଜାଙ୍କର କ୍ରୀତଦାସ ହୋଇ ରହିବ।

Gade chapit la Kopi




1 ଶାମୁୟେଲ 8:17
5 Referans Kwoze  

ଆଉ ସେ ତୁମ୍ଭମାନଙ୍କ ଦାସମାନଙ୍କୁ ଓ ତୁମ୍ଭମାନଙ୍କ ଦାସୀମାନଙ୍କୁ ଓ ତୁମ୍ଭମାନଙ୍କ ସର୍ବୋତ୍ତମ ଯୁବା ପୁରୁଷମାନଙ୍କୁ ଓ ତୁମ୍ଭମାନଙ୍କ ଗର୍ଦ୍ଦଭ ସକଳ ନେଇ ଆପଣା କାର୍ଯ୍ୟରେ ଲଗାଇବ।


ପୁଣି, ସେ ସମୟରେ ତୁମ୍ଭେମାନେ ଆପଣା ମନୋନୀତ ରାଜା ସକାଶୁ କ୍ରନ୍ଦନ କରିବ; ମାତ୍ର ସେସମୟରେ ସଦାପ୍ରଭୁ ତୁମ୍ଭମାନଙ୍କୁ ଉତ୍ତର ଦେବେ ନାହିଁ।


ଆଉ ସେ ଛିଡ଼ା ହୋଇ ଇସ୍ରାଏଲର ସୈନ୍ୟଶ୍ରେଣୀ ଆଡ଼େ ଡାକି ସେମାନଙ୍କୁ କହିଲା, ତୁମ୍ଭେମାନେ କାହିଁକି ଯୁଦ୍ଧ ସାଜିବା ପାଇଁ ବାହାର ହୋଇ ଆସିଅଛ ? ମୁଁ କି ସେହି ପଲେଷ୍ଟୀୟ ଲୋକ ନୁହେଁ ? ଓ ତୁମ୍ଭେମାନେ କି ଶାଉଲର ଦାସ ନୁହଁ ? ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଜଣେ ଲୋକ ମନୋନୀତ କର ଓ ସେ ମୋହର କତିକି ଓହ୍ଲାଇ ଆସୁ।


“ଆପଣଙ୍କ ପିତା ଆମ୍ଭମାନଙ୍କ ଯୁଆଳି ଅସହ୍ୟ କରିଥିଲେ; ଏହେତୁ ଆପଣଙ୍କ ପିତା ଆମ୍ଭମାନଙ୍କ ଉପରେ ଯେଉଁ ଅସହ୍ୟ ଦାସ୍ୟକର୍ମର ଭାର ଓ ଭାରୀ ଯୁଆଳି ଦେଇଥିଲେ, ତାହା ଆପଣ ହାଲୁକା କରନ୍ତୁ; ତହିଁରେ ଆମ୍ଭେମାନେ ଆପଣଙ୍କ ସେବା କରିବୁ।”


ଅବ୍ରହାମ ମଧ୍ୟ ତାହାଙ୍କୁ ସମସ୍ତ ପଦାର୍ଥରୁ ଦଶମାଂଶ ଦେଇଥିଲେ । ଅନୁବାଦ କଲେ ମଲ୍‍କୀଷେଦକଙ୍କ ନାମର ଅର୍ଥ ଧାର୍ମିକତାର ରାଜା, ଏବଂ ଶାଲେମର ରାଜା, ଅର୍ଥାତ୍‍, ଶାନ୍ତିରାଜା ।


Swiv nou:

Piblisite


Piblisite