Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 8:19 - ଓଡିଆ ବାଇବେଲ

19 ତଥାପି ଲୋକମାନେ ଶାମୁୟେଲଙ୍କର ରବ ଶୁଣିବାକୁ ନାସ୍ତି କଲେ; ଆଉ ସେମାନେ କହିଲେ, ନା; ଆମ୍ଭମାନଙ୍କ ଉପରେ ଜଣେ ରାଜା ହେଉନ୍ତୁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ତଥାପି ଲୋକମାନେ ଶାମୁୟେଲଙ୍କର ରବ ଶୁଣିବାକୁ ନାସ୍ତି କଲେ; ଆଉ ସେମାନେ କହିଲେ, ନା; ଆମ୍ଭମାନଙ୍କ ଉପରେ ଜଣେ ରାଜା ହେଉନ୍ତୁ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ତଥାପି ଲୋକମାନେ ଶାମୁୟେଲଙ୍କର ରବ ଶୁଣିବାକୁ ନାସ୍ତି କଲେ; ଆଉ ସେମାନେ କହିଲେ, “ନା; ଆମ୍ଭମାନଙ୍କ ଉପରେ ଜଣେ ରାଜା ହେଉନ୍ତୁ;

Gade chapit la Kopi

ପବିତ୍ର ବାଇବଲ

19 କିନ୍ତୁ ଲୋକମାନେ ଶାମୁୟେଲଙ୍କ କଥାକୁ ଭୃକ୍ଷେପ କଲେ ନାହିଁ। ସେମାନେ କହିଲେ, “ନା, ଆମ୍ଭକୁ ଶାସନ କରିବା ପାଇଁ ରାଜା ଦରକାର।

Gade chapit la Kopi




1 ଶାମୁୟେଲ 8:19
9 Referans Kwoze  

“ତୁମ୍ଭେ ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କୁ ଯେଉଁ କଥା କହିଅଛ, ତୁମ୍ଭର ସେହି କଥା ଆମ୍ଭେମାନେ ଶୁଣିବୁ ନାହିଁ।


ପୁଣି, ସେମାନେ ଲୋକମାନଙ୍କ ପରି ତୁମ୍ଭ ନିକଟକୁ ଆସନ୍ତି ଓ ଆମ୍ଭ ଲୋକଙ୍କ ପରି ତୁମ୍ଭ ସମ୍ମୁଖରେ ବସନ୍ତି ଓ ତୁମ୍ଭ କଥା ଶୁଣନ୍ତି, ମାତ୍ର ତାହା ପାଳନ କରନ୍ତି ନାହିଁ; କାରଣ ସେମାନେ ମୁଖରେ ବହୁତ ପ୍ରେମ ଦେଖାନ୍ତି, ମାତ୍ର ସେମାନଙ୍କର ଅନ୍ତଃକରଣ ସେମାନଙ୍କର ଲାଭର ଅନୁଗାମୀ ହୁଏ।


ସଦାପ୍ରଭୁ କହନ୍ତି, ‘ତୁମ୍ଭେମାନେ ଏହିସବୁ କର୍ମ କରିଅଛ ଓ ଆମ୍ଭେ ପ୍ରତ୍ୟୁଷରେ ଉଠି କଥା କହିଲେ ହେଁ ତୁମ୍ଭେମାନେ ଶୁଣିଲ ନାହିଁ ଓ ଆମ୍ଭେ ଡାକିଲେ ହେଁ ତୁମ୍ଭେମାନେ ଉତ୍ତର ଦେଲ ନାହିଁ;


ଆମ୍ଭେ ମଧ୍ୟ ସେମାନଙ୍କର ଭ୍ରାନ୍ତିଜନକ ବିଷୟ ମନୋନୀତ କରିବା ଓ ସେମାନଙ୍କ ଭୟର ବିଷୟ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ଡାକିଲା ବେଳେ କେହି ଉତ୍ତର ଦେଲେ ନାହିଁ; ଆମ୍ଭେ କଥା କହିଲା ବେଳେ ସେମାନେ ଶୁଣିଲେ ନାହିଁ; ମାତ୍ର ଯାହା ଆମ୍ଭ ଦୃଷ୍ଟିରେ ମନ୍ଦ, ତାହା ସେମାନେ କଲେ ଓ ଯହିଁରେ ଆମ୍ଭର ସନ୍ତୋଷ ନାହିଁ, ତାହା ସେମାନେ ମନୋନୀତ କଲେ।”


ମାତ୍ର ଆମ୍ଭ ଲୋକେ ଆମ୍ଭ ରବ ଶୁଣିଲେ ନାହିଁ ଓ ଇସ୍ରାଏଲ ଆମ୍ଭଙ୍କୁ ଚାହିଁଲା ନାହିଁ।


ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦିଅନ୍ତି, ଯେତେବେଳେ ତୁମ୍ଭେ ତହିଁରେ ପ୍ରବେଶ କରି ତାହା ଅଧିକାର କରିବ ଓ ତହିଁ ମଧ୍ୟରେ ବାସ କରିବ; ଆଉ ଆମ୍ଭର ଚତୁର୍ଦ୍ଦିଗସ୍ଥିତ ସକଳ ଗୋଷ୍ଠୀୟମାନଙ୍କ ପରି ଆମ୍ଭେ ମଧ୍ୟ ଆପଣା ଉପରେ ଏକ ରାଜା ନିଯୁକ୍ତ କରିବା, ଯେବେ ଏହି କଥା କହିବ;


ଏଥିଉତ୍ତାରେ ଯେତେବେଳେ ତୁମ୍ଭେମାନେ ଦେଖିଲ ଯେ, ଅମ୍ମୋନ-ସନ୍ତାନଗଣର ରାଜା ନାହଶ୍‍ ତୁମ୍ଭମାନଙ୍କ ପ୍ରତିକୂଳରେ ବାହାର ହୋଇ ଆସୁଅଛି, ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କର ରାଜା ଥିଲେ ହେଁ ତୁମ୍ଭେମାନେ ମୋତେ କହିଲ; ନାହିଁ, ମାତ୍ର ଜଣେ ରାଜା ଆମ୍ଭମାନଙ୍କ ଉପରେ ରାଜତ୍ୱ କରିବ।


ମାତ୍ର ସେମାନେ ଶୁଣିଲେ ନାହିଁ; ପୁଣି ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରେ ଯେଉଁ ଦେଶୀୟମାନଙ୍କୁ ବିନାଶ କରିଥିଲେ, ସେମାନଙ୍କ ଅପେକ୍ଷା ଅଧିକ କୁକର୍ମ କରିବାକୁ ମନଃଶି ସେମାନଙ୍କୁ ଭୁଲାଇଲେ।


ତହିଁରେ ସେମାନେ ଯେପରି ଆପଣା ଆପଣା ମନ୍ତ୍ରଣାନୁସାରେ ଚାଲିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ହୃଦୟର କଠିନତାନୁସାରେ ଛାଡ଼ି ଦେଲୁ।


Swiv nou:

Piblisite


Piblisite