Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 9:10 - ଓଡିଆ ବାଇବେଲ

10 ଏହେତୁ ଶାଉଲ ଆପଣା ଯୁବାକୁ କହିଲେ, ଭଲ କହିଲ; ଆସ, ଆମ୍ଭେମାନେ ଯାଉ। ତହିଁରେ ପରମେଶ୍ୱରଙ୍କ ଲୋକ ଯେଉଁ ନଗରରେ ଥିଲେ, ସେଠାକୁ ସେମାନେ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଏହେତୁ ଶାଉଲ ଆପଣା ଯୁବାକୁ କହିଲେ, ଭଲ କହିଲ; ଆସ, ଆମ୍ଭେମାନେ ଯାଉ। ତହିଁରେ ପରମେଶ୍ଵରଙ୍କ ଲୋକ ଯେଉଁ ନଗରରେ ଥିଲେ, ସେଠାକୁ ସେମାନେ ଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏହେତୁ ଶାଉଲ ଆପଣା ଯୁବାକୁ କହିଲେ, “ଭଲ କହିଲ; ଆସ, ଆମ୍ଭେମାନେ ଯାଉ।” ତହିଁରେ ପରମେଶ୍ୱରଙ୍କ ଲୋକ ଯେଉଁ ନଗରରେ ଥିଲେ, ସେଠାକୁ ସେମାନେ ଗଲେ।

Gade chapit la Kopi




1 ଶାମୁୟେଲ 9:10
4 Referans Kwoze  

(ପୂର୍ବକାଳେ ଇସ୍ରାଏଲ ମଧ୍ୟରେ କାହାରି ପରମେଶ୍ୱରଙ୍କ ନିକଟରେ ପଚାରିବା ପାଇଁ ଯିବାର ହେଲେ, ସେ ଏପରି କହେ, ଆସ, ଆମ୍ଭେମାନେ ଦର୍ଶକ ନିକଟକୁ ଯାଉ; କାରଣ, ବର୍ତ୍ତମାନ ଯାହାକୁ ଭବିଷ୍ୟଦ୍‍ବକ୍ତା କହନ୍ତି, ପୂର୍ବକାଳରେ ତାହାକୁ ଦର୍ଶକ କହୁଥିଲେ)।


ସେମାନେ ନଗରକୁ ଯିବା ଉଠାଣି ପଥରେ ଗଲା ବେଳେ ଜଳ କାଢ଼ିବା ପାଇଁ ବାହାରକୁ ଯିବା କେତେକ ଯୁବତୀଙ୍କୁ ଦେଖି ପଚାରିଲେ, ଏଠାରେ ଦର୍ଶକ ଅଛନ୍ତି କି ?


ଏଥିଉତ୍ତାରେ ଶାଉଲଙ୍କର ପିତୃବ୍ୟ ତାଙ୍କୁ ଓ ତାଙ୍କର ଯୁବାକୁ ପଚାରିଲେ, ତୁମ୍ଭେମାନେ କେଉଁଠାକୁ ଯାଇଥିଲ ? ସେ କହିଲେ, ଗଧ ଖୋଜିବା ପାଇଁ; ମାତ୍ର ସେମାନେ ମିଳିଲେ ନାହିଁ ବୋଲି ଦେଖି, ଆମ୍ଭେମାନେ ଶାମୁୟେଲଙ୍କ ନିକଟକୁ ଆସିଲୁ।


Swiv nou:

Piblisite


Piblisite