Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 9:11 - ଓଡିଆ ବାଇବେଲ

11 ସେମାନେ ନଗରକୁ ଯିବା ଉଠାଣି ପଥରେ ଗଲା ବେଳେ ଜଳ କାଢ଼ିବା ପାଇଁ ବାହାରକୁ ଯିବା କେତେକ ଯୁବତୀଙ୍କୁ ଦେଖି ପଚାରିଲେ, ଏଠାରେ ଦର୍ଶକ ଅଛନ୍ତି କି ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ସେମାନେ ନଗରକୁ ଯିବା ଉଠାଣି ପଥରେ ଗଲା ବେଳେ ଜଳ କାଢ଼ିବା ପାଇଁ ବାହାରକୁ ଯିବା କେତେକ ଯୁବତୀଙ୍କି ଦେଖି ପଚାରିଲେ, ଏଠାରେ ଦର୍ଶକ ଅଛନ୍ତି କି?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସେମାନେ ନଗରକୁ ଯିବା ଉଠାଣି ପଥରେ ଗଲା ବେଳେ ଜଳ କାଢ଼ିବା ପାଇଁ ବାହାରକୁ ଯିବା କେତେକ ଯୁବତୀଙ୍କି ଦେଖି ପଚାରିଲେ, “ଏଠାରେ ଦର୍ଶକ ଅଛନ୍ତି କି?”

Gade chapit la Kopi




1 ଶାମୁୟେଲ 9:11
9 Referans Kwoze  

ଏଥିଉତ୍ତାରେ ସନ୍ଧ୍ୟା ବେଳେ, ଯେଉଁ ସମୟରେ କନ୍ୟାଗଣ ଜଳ କାଢ଼ିବାକୁ ଆସନ୍ତି, ସେହି ସମୟରେ ସେ ନଗରର ବାହାରେ କୂପ ନିକଟରେ ଓଟମାନଙ୍କୁ ଆଣ୍ଠୋଇ ବସାଇଲା।


ମିଦୀୟନୀୟ ଯାଜକଙ୍କର ସାତୋଟି କନ୍ୟା ଥିଲେ; ସେମାନେ ସେହି ସ୍ଥାନକୁ ଆସି ପିତାଙ୍କ ମେଷପଲକୁ ଜଳପାନ କରାଇବା ପାଇଁ ଜଳ କାଢ଼ି କୁଣ୍ଡ ପରିପୂର୍ଣ୍ଣ କଲେ।


ଧନୁର୍ଦ୍ଧରମାନଙ୍କ ଶବ୍ଦରୁ ଦୂରରେ, ଜଳକଢ଼ା ସ୍ଥଳମାନରେ, ଲୋକମାନେ ସଦାପ୍ରଭୁଙ୍କ ଧର୍ମକ୍ରିୟା ଓ ଇସ୍ରାଏଲ ମଧ୍ୟରେ ତାହାଙ୍କ ଶାସନ ସମ୍ବନ୍ଧୀୟ ଧର୍ମକ୍ରିୟା ସଂକୀର୍ତ୍ତନ କରିବେ। ସେ ସମୟରେ ସଦାପ୍ରଭୁଙ୍କ ଲୋକମାନେ ନଗରଦ୍ୱାରରୁ ଓହ୍ଲାଇ ଆସିଲେ।


ଏହି କଥା କହୁ କହୁ ଅବ୍ରହାମଙ୍କର ନାହୋର ନାମକ ଭ୍ରାତାର ଭାର୍ଯ୍ୟା ମିଲ୍‍କାର ପୁତ୍ର ଯେ ବଥୂୟେଲ, ତାହାର କନ୍ୟା ରିବିକା ସ୍କନ୍ଧରେ କଳସ ଘେନି ବାହାରି ଆସିଲା।


ମାତ୍ର ସେମାନେ କହିଲେ, “ତାହା ଆମ୍ଭେମାନେ କରି ନ ପାରୁ; ସମସ୍ତ ପଲ ଏକତ୍ର ହେବାର ଅପେକ୍ଷା କରିବାକୁ ହୁଏ; ତହିଁ ଉତ୍ତାରେ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଯାଏ, ତାହାହେଲେ, ଆମ୍ଭେମାନେ ମେଷଗଣକୁ ଜଳ ପାନ କରାଉ।”


ଯାକୁବ ସେମାନଙ୍କ ସହିତ ଏପ୍ରକାର କଥାବାର୍ତ୍ତା କରୁଅଛି, ଏଥିମଧ୍ୟରେ ରାହେଲ ଆପଣା ପିତାଙ୍କର ମେଷପଲ ଘେନି ଉପସ୍ଥିତ ହେଲା, କାରଣ ସେ ମେଷପାଳିକା ଥିଲା।


ଏହେତୁ ଶାଉଲ ଆପଣା ଯୁବାକୁ କହିଲେ, ଭଲ କହିଲ; ଆସ, ଆମ୍ଭେମାନେ ଯାଉ। ତହିଁରେ ପରମେଶ୍ୱରଙ୍କ ଲୋକ ଯେଉଁ ନଗରରେ ଥିଲେ, ସେଠାକୁ ସେମାନେ ଗଲେ।


ହେ ଦୁଷ୍ଟ ଲୋକ, ତୁମ୍ଭେ ଧାର୍ମିକର ବାସସ୍ଥାନ ବିରୁଦ୍ଧରେ ଛକି ବସ ନାହିଁ; ତାହାର ବିଶ୍ରାମସ୍ଥାନ ଲୁଟ କର ନାହିଁ।


Swiv nou:

Piblisite


Piblisite