Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 9:15 - ଓଡିଆ ବାଇବେଲ

15 ଶାଉଲ ଆସିବାର ଦିନକ ପୂର୍ବେ ସଦାପ୍ରଭୁ ଶାମୁୟେଲଙ୍କ କର୍ଣ୍ଣରେ ଏହି କଥା କହିଥିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଶାଉଲ ଆସିବାର ଦିନକ ପୂର୍ବେ ସଦାପ୍ରଭୁ ଶାମୁୟେଲଙ୍କ କର୍ଣ୍ଣରେ ଏହି କଥା କହିଥିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଶାଉଲ ଆସିବାର ଦିନକ ପୂର୍ବେ ସଦାପ୍ରଭୁ ଶାମୁୟେଲଙ୍କ କର୍ଣ୍ଣରେ ଏହି କଥା କହିଥିଲେ,

Gade chapit la Kopi

ପବିତ୍ର ବାଇବଲ

15 ଶାଉଲ ଆସିବାର ଦିନକପୂର୍ବରୁ ସଦାପ୍ରଭୁ ଶାମୁୟେଲଙ୍କୁ ଏହି କଥା କହିଥିଲେ,

Gade chapit la Kopi




1 ଶାମୁୟେଲ 9:15
13 Referans Kwoze  

ତତ୍ପରେ ସେମାନେ ଜଣେ ରାଜା ପାଇବା ନିମନ୍ତେ ପ୍ରାର୍ଥନା କଲେ, ଆଉ ଈଶ୍ୱର ଚାଳିଶ ବର୍ଷ ପର୍ଯ୍ୟନ୍ତ ବିନ୍ୟାମୀନ ଗୋଷ୍ଠୀର କୀଶଙ୍କ ପୁତ୍ର ଶାଉଲଙ୍କୁ ସେମାନଙ୍କୁ ଦେଲେ ।


ଏଥିଉତ୍ତାରେ ଶାମୁୟେଲ ଶାଉଲଙ୍କୁ କହିଲେ, ସଦାପ୍ରଭୁ ଆପଣା ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜପଦରେ ଅଭିଷେକ କରିବା ପାଇଁ ମୋତେ ପଠାଇଥିଲେ; ଏଣୁ ଏବେ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟର ରବ ଶୁଣ।


ନିଶ୍ଚୟ ପ୍ରଭୁ ସଦାପ୍ରଭୁ ନିଜ ଗୁପ୍ତ ବିଷୟ ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ପ୍ରକାଶ ନ କରି କିଛି କରନ୍ତି ନାହିଁ।


ସଦାପ୍ରଭୁଙ୍କ ଗୁପ୍ତ ବିଷୟ ତାହାଙ୍କ ଭୟକାରୀମାନଙ୍କଠାରେ ଥାଏ; ଆଉ, ସେ ସେମାନଙ୍କ ପ୍ରତି ଆପଣା ନିୟମ ପ୍ରକାଶ କରିବେ।


ସେ ମନୁଷ୍ୟମାନଙ୍କର କର୍ଣ୍ଣ ମୁକ୍ତ କରନ୍ତି ଓ ସେମାନଙ୍କର ଶିକ୍ଷା ମୋହରାଙ୍କିତ କରନ୍ତି,


କାରଣ ହେ ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ମୁଁ ତୁମ୍ଭ ପାଇଁ ଏକ ବଂଶ ସ୍ଥାପନ କରିବି ବୋଲି ତୁମ୍ଭେ ଆପଣା ଦାସର କର୍ଣ୍ଣଗୋଚର କରିଅଛ; ଏହେତୁ ତୁମ୍ଭ ନିକଟରେ ଏହି ପ୍ରାର୍ଥନା କରିବା ପାଇଁ ତୁମ୍ଭର ଦାସ ସାହସ ପାଇଲା।


ତହୁଁ ସେ ତାଙ୍କୁ କହିଲା; ଏହା ନ ହେଉ; ତୁମ୍ଭେ ମରିବ ନାହିଁ; ଦେଖ, ମୋହର ପିତା ମୋର କର୍ଣ୍ଣଗୋଚର ନ କରି ବଡ଼ କି ସାନ କୌଣସି କର୍ମ କରନ୍ତି ନାହିଁ; ତେବେ ମୋହର ପିତା ମୋ’ଠାରୁ ଏହି କଥା କାହିଁକି ଗୋପନ କରିବେ ? ସେପରି ନୁହେଁ।


ଯେଣୁ ମୁଁ ଯେଉଁ ଈଶ୍ୱରଙ୍କର ଲୋକ, ପୁଣି, ଯାହାଙ୍କର ମଧ୍ୟ ମୁଁ ସେବା କରେ, ତାହାଙ୍କର ଜଣେ ଦୂତ ଏହି ରାତ୍ରିରେ ମୋ ପାଖରେ ଠିଆ ହୋଇ କହିଲେ,


ଏଥିରେ ଶାମୁୟେଲ ଶାଉଲଙ୍କୁ ଦେଖନ୍ତେ, ସଦାପ୍ରଭୁ ତାଙ୍କୁ କହିଲେ, ଯାହା ବିଷୟରେ ଆମ୍ଭେ ତୁମ୍ଭକୁ କହିଥିଲୁ, ସେହି ବ୍ୟକ୍ତିକି ଦେଖ ! ସେ ଆମ୍ଭ ଲୋକମାନଙ୍କ ଉପରେ ଶାସନ କରିବ।


ତହୁଁ ସେମାନେ ନଗରକୁ ଉଠିଗଲେ; ନଗର ମଧ୍ୟରେ ଉପସ୍ଥିତ ହେବା ମାତ୍ରେ, ଦେଖ, ଉଚ୍ଚସ୍ଥଳୀକି ଯିବା ପାଇଁ ଶାମୁୟେଲ ବାହାରି ଆସି ସେମାନଙ୍କ ନିକଟରେ ଉପସ୍ଥିତ ହେଲେ।


ଆହୁରି ସଦାପ୍ରଭୁ ଶୀଲୋରେ ପୁନର୍ବାର ଦର୍ଶନ ଦେଲେ; କାରଣ ସଦାପ୍ରଭୁ ଶୀଲୋରେ ଶାମୁୟେଲଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଆପଣାକୁ ପ୍ରକାଶ କଲେ।


Swiv nou:

Piblisite


Piblisite