1 ଶାମୁୟେଲ 9:18 - ଓଡିଆ ବାଇବେଲ18 ସେତେବେଳେ ଶାଉଲ ନଗରଦ୍ୱାର ଭିତରେ ଶାମୁୟେଲଙ୍କର ନିକଟବର୍ତ୍ତୀ ହୋଇ କହିଲେ, ବିନୟ କରୁଅଛି, ଦର୍ଶକର ଗୃହ କେଉଁଠାରେ, ମୋତେ କୁହ। Gade chapit laପବିତ୍ର ବାଇବଲ (Re-edited) - (BSI)18 ସେତେବେଳେ ଶାଉଲ ନଗରଦ୍ଵାର ଭିତରେ ଶାମୁୟେଲଙ୍କର ନିକଟବର୍ତ୍ତୀ ହୋଇ କହିଲେ, ବିନୟ କରୁଅଛି, ଦର୍ଶକର ଗୃହ କେଉଁଠାରେ, ମୋତେ କୁହ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେତେବେଳେ ଶାଉଲ ନଗର-ଦ୍ୱାର ଭିତରେ ଶାମୁୟେଲଙ୍କର ନିକଟବର୍ତ୍ତୀ ହୋଇ କହିଲେ, “ବିନୟ କରୁଅଛି, ଦର୍ଶକର ଗୃହ କେଉଁଠାରେ, ମୋତେ କୁହ।” Gade chapit laପବିତ୍ର ବାଇବଲ18 ଶାଉଲ ଫାଟକ ପାଖରେ ଠିଆ ହୋଇଥିବା ଜଣେ ଲୋକଙ୍କୁ ପରମେଶ୍ୱରଙ୍କ ଲୋକଙ୍କୁ ଭେଟିବାର ଦିଗ ପଗ୍ଭରିଲେ। ଏ ବ୍ୟକ୍ତି ଜଣକ କିନ୍ତୁ ଶାମୁୟେଲ ଥିଲେ, ଶାଉଲ କହିଲେ, “କ୍ଷମା କରିବେ, ଆପଣ ପରମେଶ୍ୱରଙ୍କ ଲୋକଙ୍କ ଘର ବତେଇ ଦେବେ କି?” Gade chapit la |